Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ଉଚ୍ଚ ଶିକ୍ଷାର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଉଚ୍ଚଶିକ୍ଷା ବିଭାଗ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ରାଜ୍ୟରେ ଉଚ୍ଚଶିକ୍ଷାର ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ଏହା ତାଙ୍କର…

୩ ଛାତ୍ର କରୋନା ପଜିଟିଭ୍ ବାହାରିବା ପରେ ବନ୍ଦ ହେଲା ଘରୋଇ କଲେଜ

କଟକ: ଏଠାରେ ଲିଙ୍କ୍ ରୋଡରେ ଥିବା ଘରୋଇ କଲେଜ୍‌ ଶକ୍ତି ଜୁନିଅର ରେସିଡେନ୍ସିଆଲ୍‌ରେ ୩ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ କଲେଜକୁ ବନ୍ଦ କରାଯାଇଛି। କଟକ ମ୍ୟୁନିସିପାଲିଟି କର୍ପୋରେସନ୍ ଦ୍ୱାରା ୨୦ ଦିନ ପର୍ଯ୍ୟନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ତିନି…

କ୍ଲବ ଘର ଭିତରୁ ମୃତଦେହ ଉଦ୍ଧାର

ସୋନପୁର: କ୍ଲବ ଭିତରୁ ମୃତଦେହ ଉଦ୍ଧାର । ସୋନପୁର ସହରର ବ୍ଲକ ଛକ ନିକଟରେ ଥିବା ରୟାଲ ସ୍ପୋର୍ଟିଂ କ୍ଲବ ଭିତରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୋନପୁର ଗ୍ରୀଡକୋ ଅଞ୍ଚଳର ୫୫ ବର୍ଷୀୟ ଶଙ୍କର ସାହୁ । ସାଇଣ୍ଟିଫିକ୍ ଟିମର ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରି ଖୋଳତାଡ…

ଡ୍ରାଇଭର୍ ରଚିଥିଲା ଏଟିଏମ୍ ଭ୍ୟାନ୍ ଅପହରଣ ନାଟକ

ବ୍ରହ୍ମପୁର: ଡ୍ରଇଭର୍ ୪୨୦ । ଯେଉଁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନ୍ ଚଳାଉଥିଲା ତାକୁ ଅପହରଣ କରି ଟଙ୍କା ଲୁଟ୍ କରିବାକୁ ମାଷ୍ଟରପ୍ଲାନ୍ କରିଥିଲା । ସହଯୋଗୀଙ୍କୁ ନେଇ ଅପରହଣ ନାଟକ ରଚିଥିଲା । ବ୍ରହ୍ମପୁର ବଡ଼ବଜାର ଥାନା ଅଞ୍ଚଳରୁ ଏଟିଏମ୍ ଟଙ୍କା ଭର୍ତ୍ତି ଭ୍ୟାନକୁ ଅପହରଣ ଘଟଣାର…

ACF ସୌମ୍ୟ ମୃତ୍ୟୁ ମାମଲା: ଗଜପତି ଡିଏଫଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାରେ ପଡ଼ିଲା ଗଜପତି ଡିଏଫଓଙ୍କ ପାଳି । ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ…

ଆଜି ଗଞ୍ଜାମ ଜିଲ୍ଲାରେ ୧୦ ଟି ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ସ୍କୁଲର ରୂପାନ୍ତରୀକରଣର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏ ସ୍ମାର୍ଟ ସ୍କୁଲର ଲୋକାର୍ପଣ କରିବେ । ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୦ ତାରିଖ ଭିତରେ…

ଓଡ଼ିଶାରେ ୧୦ ଲକ୍ଷ ପାର କଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୦ ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏବେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । କିନ୍ତୁ ୦-୧୮ ବର୍ଷ ଭିତରେ ପିଲାଙ୍କୁ ସଂକ୍ରମଣ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ୯୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ…

[ଭିଡିଓ] ଆମ୍ବୁଲାନ୍ସ ପାଇଁ ୩ କି.ମି ଚାଲିଲେ ଗର୍ଭବତୀ ମହିଳା

ରାୟଗଡା: ଜନନୀ ଭୋଗୁଛି ଯନ୍ତ୍ରଣା । ସାମ୍ନାକୁ ଆସିଲା ଆଉ ଏକ ଅଭାବନୀୟ ଘଟଣା । ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଚର୍ଚ୍ଚାକୁ ଆସିଛି ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ପଂଚୁବାଇ ଗାଁ । ଡାକ୍ତରଖାନା ଯିବା ପାଇଁ ଜଣେ ଗର୍ଭବତୀ ମହିଳାଙ୍କୁ ଦୀର୍ଘ ରାସ୍ତା ଅତିକ୍ରମ କରିବାକୁ ପଡିଥିଲା ।…

ଦକ୍ଷତା ବିକାଶ ଅନୁଷ୍ଠାନର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦକ୍ଷତା ବିକାଶ ଅନୁଷ୍ଠାନ ଭୁବନେଶ୍ୱର ସ୍ଥାୟୀ କ୍ୟାମ୍ପସ୍ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଯାଇଛି । ଏହି ଅବସରରେ ରାସାୟନିକ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇସିଟି)-ଆଇଓସି (ଇଣ୍ଡିଆନ ଅଏଲ)…

[ଭିଡିଓ] ଜନ ଆଶୀର୍ବାଦ ଯାତ୍ରାରେ ନାଚିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କୋରାପୁଟ: ବିଜେପିର ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡିଶା ଗସ୍ତରେ ଅଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି କୋରାପୁଟରେ ପାରମ୍ପରିକ ବାଦ୍ୟଯନ୍ତ୍ରର ତାଳେତାଳେ ଆଦିବାସୀ ମହିଳାଙ୍କ ସହ ତାଙ୍କ ନାଚ ଚର୍ଚ୍ଚାରେ ରହିଛି । ସୋସିଆଲ୍ ମିଡିଆରେ ଏହି ଭିଡିଓଟି ବହୁଳ ମାତ୍ରାରେ ଭାଇରାଲ୍…