Latest Odisha News

BREAKING NEWS

Browsing Category

ଓଡିଶା

Odisha

ସେପ୍ଟେମ୍ବର ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ବର : ସେପ୍ଟେମ୍ବର ପହିଲାରେ ଖୋଲିବ ଲିଙ୍ଗରାଜଙ୍କ ମନ୍ଦିର । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବିଏମସିର କୋଭିଡ ଗାଇଡଲାଇନ୍ ଅନୁସାରେ ଲିଙ୍ଗରାଜ ମନ୍ଦିର ଖୋଲିବାକୁ ନିଷ୍ପତ୍ତ ନିଆଯାଇଛି । ବୈଠକରେ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ତହସିଲଦାରଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଗଜପତି : ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ କରୁଛି ଖୋଳତାଡ । ଗତକାଲି ଜଗୁଆଳି ଓ ମାଳିଙ୍କୁ ଜେରା ହୋଇଥିବା ବେଳେ, ଆଜି ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମାରାଥନ ପଚରାଉଚରା କରିଛି ତଦନ୍ତକାରୀ ଟିମ୍ । ସେହିପରି ଘଟଣା ଦିନ ମୃତ୍ୟୁକାଳୀନ ଜମାନବନ୍ଦୀ ନେଇଥିବା…

ବ୍ୟାସକବି ଫକୀରମୋହନଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ରୋକ ଲଗାଇଲେ କୋର୍ଟ

କଟକ : ବ୍ୟାସକବି ଫକୀରମୋହନଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ କୋର୍ଟଙ୍କ ଶୁଣାଣୀ । ଫକୀରମୋହନଙ୍କ ଆତ୍ମଜୀବନୀ ପ୍ରକାଶନ ଉପରେ ରୋକ ଲଗାଇଛନ୍ତି କୋର୍ଟ । ମାମଲାର ରାୟ ନ ଆସିବା ପର୍ଯ୍ୟନ୍ତ ଆତ୍ମଜୀବନୀ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କଟକର କମର୍ସିଆଲ କୋର୍ଟ । ଫକୀରମୋହନଙ୍କ…

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ରାଉରକେଲା : ରାଉରକେଲାରେ ବିଭିନ୍ନ ଉନ୍ନୟନୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ, ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ, ଫୁଟବଲ‌୍‍…

ବ୍ରହ୍ମପୁରରେ ଟଙ୍କା ଗାଡି ଅପହରଣ, ୨୪ ଲକ୍ଷ ଟଙ୍କା ଲୁଟ୍

ବ୍ରହ୍ମପୁର : ବ୍ରହ୍ମପୁରରେ ଡ୍ରାଇଭରକୁ ନିଶା ନେଇ ଟଙ୍କା ଭର୍ତ୍ତି ଗାଡି ନେଇଗଲେ ଲୁଟେରା । ବଡବଜାର ଥାନା ନିକଟସ୍ଥ ଏଟିଏମରେ ଟଙ୍କା ଭର୍ତ୍ତି ସମୟରେ ଗାଡି ଧରି ଫେରାର ହୋଇଯାଇଛନ୍ତି ଦୁର୍ବୃତ୍ତ । ଗାଡିକୁ ପୋଲିସ ଠାବ କରିଥିବା ବେଳେ, ଗାଡିରୁ ୨୪ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି ।…

ଅନଲାଇନ୍‌ କ୍ଲାସ୍‌ ପାଇଁ ଆସିଲାନି ନେଟୱର୍କ, ପାହାଡରୁ ଖସି ଛାତ୍ର ମୃତ

ରାୟଗଡ଼ା: ଅନଲାଇନ୍‌ କ୍ଲାସ୍‌ ପାଇଁ ଆସିଲାନି ନେଟୱର୍କ, ପାହାଡରୁ ଖସି ଛାତ୍ର ମୃତ । ସବୁ ସ୍ୱପ୍ନ ସବୁ ଅଧାରେ ରହିଗଲା। ମୋବାଇଲ୍ ନେଟୱର୍କ ହେଲା କାଳ। ରାୟଗଡା ଜିଲ୍ଲା ପଦ୍ମପୁର ବ୍ଳକ୍ ପାଣ୍ଡ୍ରାଗୁଡା ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି । ପାଣ୍ଡ୍ରାଗୁଡା ଗାଁର ୧୩ ବର୍ଷିୟ ଆନ୍ଦ୍ରିୟ…

ରାଜ୍ୟରେ ୨ କୋଟି ଟପିଲା କୋଭିଡ୍‌ ଟିକାକରଣ

ଭୁବନେଶ୍ୱର: ଟିକାକରଣ ଅଭିଯାନରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ବୁଧବାର ରାତି ୧ ଟା ପର୍ଯ୍ୟନ୍ତ ୨,୦୦,୨୧,୮୧୪ ଡୋଜ ଟିକା ଦିଆଯିବା ସହିତ ବଡ ସଫଳତା ହାସଲ କରିପାରିଛି ଓଡ଼ିଶା। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି କହିଛି ଯେ “୨ କୋଟି ଡୋଜ ସଫଳତାର ସହ ପରିଚାଳିତ…

କୋଭିଡ୍ ପରିଚାଳନାରେ ନବୀନ ପଟ୍ଟନାୟକ ଦେଶରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନାରେ ଦେଶରେ ପୁଣି ଓଡ଼ିଶା ପ୍ରଥମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ୍ଷେତ୍ରରେ ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ ହୋଇଛି । ଇଣ୍ଡିଆ ଟୁଡେ ଦ୍ୱାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ୍ ସର୍ଭେରେ ଦେଶରେ କୋଭିଡ୍ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି…

ଦାୟିତ୍ୱ ନେଲେ ଝାରସୁଗୁଡ଼ା ଏୟାରପୋର୍ଟର ନୂଆ ନିର୍ଦ୍ଦେଶକ

ଝାରସୁଗୁଡ଼ା: ବଦଳିଲେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ନିର୍ଦ୍ଦେଶକ । ନୂଆ ନିର୍ଦ୍ଦେଶକ ଭାବରେ ପଓ୍ୱନ କୁମାର ଜୁଟସୀ ଦାୟିତ୍ୱ ଗ୍ରହଣ କରିଛନ୍ତି । କିଶୋର କୁମାର ସେନାପତିଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ମିଳିଛି । ପଦୋନ୍ନତି ପାଇ କିଶୋର ସେନାପତିଙ୍କର ଦିଲ୍ଲୀ ମୁଖ୍ୟାଳୟକୁ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚିକିତ୍ସା କରିଥିବା ୩ ଡାକ୍ତରଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ । ତିନି ଦିନ ହେବ ମାରାଥନ୍ ଜେରା ଚାଲିଛି । ଆଜି ଜେରାର ତୃତୀୟ ଦିନରେ ହାଜର ହୋଇଛନ୍ତି ସୌମ୍ୟଙ୍କୁ ସେଦିନ ଚିକିତ୍ସା କରିଥିଲା ୩ ଜଣ ଡାକ୍ତର । ପାରଳାଖେମୁଣ୍ଡି ସିଡିଏମଓ ଅଫିସରେ…