Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗ୍ରାମାଞ୍ଚଳରେ ଜୋରଦାର ହେବ ଟିକାକରଣ

ଭୁବନେଶ୍ବର : ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ସ୍ଥିତି ନିୟନ୍ତ୍ରଣକୁ ଆସୁଛି । ତେଣୁ ଏବେ ଗ୍ରାମାଞ୍ଚଳରେ ଜୋରଦାର ହେବ ଟିକାକରଣ । ଗାଁ ଗାଁରେ ଅଧିକ ଟିକାକରଣ ଉପରେ ଫୋକସ୍ କରୁଛନ୍ତି ରାଜ୍ୟ ସରକାର । ମୋବାଇଲ ଭ୍ୟାନ ଜରିଆରେ ଗ୍ରାମାଞ୍ଚଳରେ ହେବ ଟିକାକରଣ । ଆବଶ୍ୟକ ପଡ଼ିଲେ…

୨୦ ହଜାର ଲାଞ୍ଚ ନେଇ ଧରା ପଡିଲେ ଆକାଉଣ୍ଟାଣ୍ଟ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଆକାଉଟାଣ୍ଟ । ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ । ସେ ହେଉଛନ୍ତି ନବରଙ୍ଗପୁର ଆରଡବ୍ଲୁଏସଏସ ଅଫିସର ଆକାଉଣ୍ଟାଣ୍ଟ ସୁମିତ କୁମାର। ଏକ କାମର ଏଗ୍ରିମେଣ୍ଟ କାଗଜପତ୍ର ପ୍ରସ୍ତୁତ କରିବା ପାଇଁ ଜଣେ ବ୍ୟକ୍ତିଙ୍କୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଲାଞ୍ଚ…

ଓଡ଼ିଶାର ୪ ପୋଲିସ ଅଫିସରଙ୍କୁ ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ମେଡାଲ୍

ଭୁବନେଶ୍ୱର: ତଦନ୍ତରେ ଉତ୍କର୍ଷତା ପାଇଁ ପୋଲିସ ଅଧିକାରୀଙ୍କୁ ମିଳିଲା କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ପକ୍ଷରୁ ମେଡାଲ୍ । ବର୍ଷ ୨୦୨୧ ପାଇଁ ମୋଟ୍ ୧୫୨ ଜଣଙ୍କୁ ପ୍ରଦାନ କରାଯାଇଛି  ପଦକ । ଏହି ତାଲିକାରେ ଅଛନ୍ତି ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀ । ଏମାନଙ୍କ ଭିତରେ ଦୁଇ ଜଣ ଇନିସପେକ୍ଟର ଓ ଦୁଇ…

ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ମାସେ: ପୋଲିସ ହାତ ଖାଲି

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ଆଜି ମାସେ ପୂରିଛି । ତଥାପି ମୃତ୍ୟୁ ରହସ୍ୟ ଭେଦି ପାରିନି ପୋଲିସ । କେମିତି ଓ କେଉଁ ପରିସ୍ଥିତିରେ ସୌମ୍ୟରଞ୍ଜନଙ୍କ ଦେହରେ ନିଆଁ ଲାଗିଲା ତାହା ଜାଣି ପାରିନି । ଗଜପତିରୁ ତଦନ୍ତ ଆରମ୍ଭ ହୋଇ ଆଉ 3ଟି ଜିଲ୍ଲାରେ ବି…

ଆଜିଠୁ +୨ ନାମଲେଖା ପାଇ ଆବେଦନ ପ୍ରକ୍ରିୟା ଆରମ୍ଭ, ଏମିତି କରିବେ ପଞ୍ଜିକରଣ

ଭୁବନେଶ୍ୱର: ଆଜିଠାରୁ ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମଲେଖା ପାଇଁ ଆରମ୍ଭ ହୋଇଛି ଆବେଦନ ପ୍ରକ୍ରିୟା । କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏଥିପାଇଁ www.samsodisha.gov.in ଜରିଆରେ ଛାତ୍ରଛାତ୍ରୀ ଆବେଦନ…

ଆଜି ରାଜ୍ୟରୁ ୧୧୦୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଏବେ ସ୍ଥିର ରହିଛି । ହଜାରେରୁ ୧୫ ଶହ ଭିତରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଆଉ ୧୧ଶହ ୭ ପଜିଟିଭ୍ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬୧ । ଖୋର୍ଦ୍ଧା ଜିଲ୍ଲାରୁ…

ପାଗଳ ପ୍ରେମିକର ଉନ୍ମତ୍ତକାଣ୍ଡ: ଯୁବତୀଙ୍କ ଉପରେ ଫିଙ୍ଗିଲା ଏସିଡ୍

ଭୁବନେଶ୍ୱର: ପ୍ରେମରେ ବିଫଳ ହେବା ପରେ ପ୍ରେମିକର ନରକୀୟକାଣ୍ଡ । ଯୁବତୀଙ୍କ ଉପରେ ଫିଙ୍ଗିଲା ଏସିଡ୍ । ଏଭଳି ଅଭିଯୋଗ ଆସିଛି ଭୁବନେଶ୍ୱର ଧୁଳି ଥାନା ଅନ୍ତର୍ଗତ ବାଲିଆପଡ଼ା ଗାଁରୁ । ତାଙ୍କ ଶରୀରର କିଛି ଅଂଶ ଜଳିଯାଇଛି । ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ପ୍ରଥମେ ଭୁବନେଶ୍ୱର କ୍ୟାପିଟାଲ୍…

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଜି ସକାଳ ୭ଟାରୁ ଦର୍ଶନ ଆରମ୍ଭ ହୋଇଛି । ସେବାୟତଙ୍କ ପରିବାର ସଦସ୍ୟ ଯେକୌଣସି ଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରିପାରୁଛନ୍ତି । ଏଥିପାଇଁ…

ବ୍ରହ୍ମପୁରରେ ଗୁଟଖା ଗୋଦାମରେ ଚଢ଼ାଉ, ବିପୁଳ ପରମାଣର ଗୁଟଖା ଜବତ

ବ୍ରହ୍ମପୁର : ବ୍ରହ୍ମପୁର ବଡ଼ବଜାର ଥାନା ପୁରୁଣା ବ୍ରହ୍ମପୁର ଅଞ୍ଚଳରେ ଥିବା ଏକ ଗୁଟଖା ଗୋଦାମରେ ପୋଲିସର ଚଢ଼ାଉ । ଚଢ଼ାଉ ବେଳେ ଜବତ ହୋଇଛି ବିପୁଳ ପରିମାଣର ଗୁଟଖା । ବେଆଇନ ଗୁଟଖା କାରବାର କରୁଥିବା ଅଭିଯୋଗରେ ଗୋଦାମ ମାଲିକ ପଙ୍କଜ ଚୌଧୁରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।…

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ବାରା ସହିଦ ସ୍ମାରକୀ ଉନ୍ମୋଚନ

ଭୁବନେଶ୍ବର : ଭୁବନେଶ୍ବରସ୍ଥିତ ରେଳବାଇ ଅଡିଟୋରିୟମ ନିକଟରେ ଉନ୍ମୋଚିତ ହୋଇଛି ସହିଦ ସ୍ମାରକୀ । ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଏହି ସହିଦ ସ୍ମାରକକୁ ଉନ୍ମୋଚନ କରିବା ସହ ସହିଦ ବଳିଦାନ ପାଇଁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସହିଦଙ୍କ ବଳିଦାନକୁ ସ୍ମରଣ କରିବା ପାଇଁ…