Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରମିକ ଚାଲାଣ ଓ ଶୋଷଣ ଅଭିଯୋଗରେ ୫ ଗିରଫ

ନୂଆପଡା: ଶ୍ରମିକ ଚାଲାଣ ଓ ଶ୍ରମିକଙ୍କ ଶୋଷଣ ଅଭିଯୋଗରେ ନୂଆପଡ଼ା ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, କେତେକ ଶ୍ରମିକ ସର୍ଦ୍ଦାର ୨୦୨୧ ମସିହାରୁ ଅଗ୍ରିମ ଟଙ୍କା ଦେବାର ପ୍ରଲୋଭନ ଦେଖାଇ ଗରିବ ଓ ଅସହାୟ ପରିବାରଗୁଡ଼ିକୁ ଉତ୍ତରପ୍ରଦେଶର ଇଟାଭାଟିକୁ କାମ କରିବା ପାଇଁ ପଠାଉଥିଲେ।…

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ; ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ, OAS-A (JB)ଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟ ସରକାର ତାଙ୍କୁ ତତ୍କାଳ ପ୍ରଭାବରୁ ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ସରକାରୀ…

Governor Braj Mohan Ram in Bhubaneswar:ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ…

ଭୁବନେଶ୍ବର: ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ । ରାଜ୍ୟପାଳଙ୍କ ଆଗମନ ଏବଂ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ଭୁବନେଶ୍ୱର…

Sand Art of Goddess Durga: ବାଲିରେ ଫଳ ଏବଂ ପରିବାରେ ଝଟକୁଛନ୍ତି ମା’ ଦୁର୍ଗା, ପୁରୀ ବେଳାଭୂମିରେ ନିଜର ନିଆରା…

ପୁରୀ: ପୁରୀ ବେଳାଭୂମିରେ ମା’ ଦୁର୍ଗାଙ୍କ ନିଆରା ରୂପ! ବାଲି ସହ ୩୨ ପ୍ରକାର ଫଳ ଓ ପନିପରିବାକୁ ବ୍ୟବହାର କରି ମା’ଙ୍କ ଏକ ସୁନ୍ଦର କଳାକୃତି ତିଆରି କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ। ଦଶହରା ଅବସରରେ ଶନିବାର ସେ ପୁରୀ…

ଭୁବନେଶ୍ୱର ବିମାନବନ୍ଦରରୁ ୫ କେଜିରୁ ଊର୍ଦ୍ଧ୍ବ ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ, ୪ ଅଟକ

ଭୁବନେଶ୍ୱର: ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଚାଲାଣ ଉପରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI), କଷ୍ଟମ୍ସ ଅଧିକାରୀଙ୍କ ସହ ମିଳିତ ଭାବେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପ୍ରାୟ ୨ କୋଟି ମୂଲ୍ୟର ୫ କିଲୋଗ୍ରାମରୁ ଅଧିକ…

ଛାତ୍ର ସଂସଦ ନିର୍ବାଚନ; ଓଡ଼ିଶା ABVP ପ୍ରଦର୍ଶନକୁ ପ୍ରଶଂସା କଲେ ଅମିତ ଶାହ 

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP) ର ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ, ଏହି ବିଜୟ ସୂଚାଉଛି ଯେ ଯୁବବର୍ଗ ‘ଅରାଜକତାର ରାଜନୀତି’କୁ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ଜାତୀୟତାବାଦ…

ଭିଜିଲାନ୍ସ ଜାଲରେ ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର, ୨୧.୮୮ ଲକ୍ଷ ନଗଦ…

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଓଡ଼ିଶା ଭିଜିଲାନ୍ସ କଟକ ଜଗତପୁର ସ୍ଥିତ ମହାନଦୀ ଉତ୍ତର ଡିଭିଜନର ସୁପରିଣ୍ଟେଣ୍ଡିଂ ଇଞ୍ଜିନିୟର ପ୍ରସନଜିତ ଦାସଙ୍କୁ ଅଟକ ରଖିଛି। ତାଙ୍କ ନିକଟରୁ ୨୧.୮୮ ଲକ୍ଷ ଟଙ୍କାର ନଗଦ ଅର୍ଥ ଜବତ କରାଯାଇଛି। ବିଭିନ୍ନ ଠିକାଦାରଙ୍କ ଠାରୁ ଲାଞ୍ଚ ଆଦାୟ…

ଚଳିତ ମାସରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ସଫଳ ଓ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆଜି ଲୋକସେବା ଭବନରେ…

ଆଜି ଓଡ଼ିଶା ଆସିବେ ନବନିଯୁକ୍ତ ରାଜ୍ୟପାଳ, ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ…

ଭୁବନେଶ୍ୱର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ ଆଜି ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ଆସନ୍ତାକାଲି ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିବେ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ବ୍ରଜ ମୋହନ ରାମ ରାଞ୍ଚିର ବିର୍ସା ମୁଣ୍ଡା ବିମାନବନ୍ଦରରୁ ଏକ…

ଅଟୋକୁ ଧକ୍କା ଦେଲା ଟ୍ରକ୍; ୭ ଗୁରୁତର

ଭୁବନେଶ୍ୱର: ବାରିପଦା ସହରର ପାଲବଣୀ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ-୧୮ର ସର୍ଭିସ୍ ରୋଡ୍‌ରେ ଏକ ଟ୍ରକ୍ ଏବଂ ଯାତ୍ରୀବାହୀ ଅଟୋ-ରିକ୍ସା ମଧ୍ୟରେ ଧକ୍କା ହେବା ଫଳରେ ୭ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଯାତ୍ରୀବାହୀ ଅଟୋଟି ସର୍ଭିସ୍…