Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍କୁଲ ଖୋଲିବାକୁ ନେଇ ଗାଇଡଲାଇନ୍ ଜାରି କଲା ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ

ନୂଆଦିଲ୍ଲୀ : ମହାମାରୀ କରୋନା ସ୍ଥିତିରେ ଆସୁଛି ସାମାନ୍ୟ ସୁଧାର । କରୋନା ମହାମାରୀ ସମୟରେ ପିଠପଢ଼ା ବାଧାପ୍ରାପ୍ତ ହୋଇଥିବା ବେଳେ, ଏବେ କିଛି ରାଜ୍ୟରେ ଖୋଲିଲାଣି ସ୍କୁଲ । ଏହାସହ ଆଉ କିଛି ରାଜ୍ୟ ସ୍କୁଲ ଖୋଲିବା ଲାଗି ଚିନ୍ତା କରୁଛନ୍ତି । ଏଭଳି ସ୍ଥିତିରେ ଗାଇଡଲାଇନ ଜାରି କରିଛନ୍ତି…

ଭଦ୍ରକ ରାହାଞ୍ଜ ନିକଟରେ ଟ୍ରକକୁ ଧକ୍କା ଦେଲା ବାଇକ୍, ୨ ମୃତ

ଭଦ୍ରକ : ଭଦ୍ରକ ରାହାଞ୍ଜ ନିକଟ ବାସୁଳି ଢ଼ାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ଏକ ବାଇକ୍ ପଛପଟୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତକ ହେଲେ ଭଦ୍ରକ ଗ୍ରାମାଞ୍ଚଳ ଥାନା ବଣିଆ ଅଞ୍ଚଳର କାଳିଆ ପଣ୍ଡା ଓ ତାଙ୍କ ସାଙ୍ଗ…

ସବୁ ଜିଲ୍ଲାରେ ହେବ ଆରଟିପିସିଆର ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା ସଂକ୍ରମଣ । ସ୍ଥିତିରେ ସୁଧାର ଆସୁଥିବା ବେଳେ, ଏଣିକି ସବୁ ଜିଲ୍ଲାରେ ଆରଟିପିସିଆର ଟେଷ୍ଟ କରାଯିବ । ସାରା ରାଜ୍ୟରେ ଆରଟିପିସିଆର ଲ୍ୟାବ୍ ପ୍ରସ୍ତୁତ ରହିଛି । ଏହାସହ ଅକ୍ସିଜେନ୍ ଲିକ୍ୟୁଇଡ୍ ପ୍ଲାଣ୍ଟ ପ୍ରସ୍ତୁତ ରହିଛି । ତେଣୁ…

ରାଜ୍ୟରେ ଜୋରଦାର ହେବ ଜେନମ ସିକ୍ବେନ୍ସିଂ, ସବୁ ଜିଲ୍ଲାରୁ ସାମ୍ପୁଲ ଟେଷ୍ଟ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ କେଉଁ ମ୍ୟୁଟାଣ୍ଟ ସକ୍ରୀୟ ରହିଛି । ଏସବୁର ଉତ୍ତର ଖୋଜିବାକୁ ତତ୍ପର ହୋଇଉଠିଛି ସ୍ବାସ୍ଥ୍ୟ ବିଭାଗ । ଏଥିପାଇଁ ଆଗକୁ ଜେନମ ସିକ୍ବେନ୍ସିଂକୁ ଜୋରଦାର କରାଯିବ । ସାରା ରାଜ୍ୟର ଜେନମ୍‌ ସିକ୍ବେନ୍ସିଂର ରିପୋର୍ଟ ଆଇଏଲଏସକୁ ପଠାଇବାକୁ ନିର୍ଦ୍ଦେଶ ଦେଇଛି ସ୍ବାସ୍ଥ୍ୟ…

କୋଭିସିଲ୍ଡ ଓ କୋଭାକ୍ସିନର ମିକ୍ସଡ ଡୋଜ କ୍ଲିନିକାଲ ଟ୍ରାଏଲକୁ ଡିସିଜିଆଇର ଅନୁମତି

ନୂଆଦିଲ୍ଲୀ : ଦେଶରେ କୋଭିସିଲ୍ଡ ଓ କୋଭାକ୍ସିନର ମିକ୍ସଡ ଡୋଜର ଗବେଷଣା ଓ କ୍ଲିନିକାଲ ଟ୍ରାଏଲକୁ ଅନୁମତି ଦେଇଛନ୍ତି ଔଷଧ ନିୟନ୍ତ୍ରଣ ମହାନିର୍ଦ୍ଦେଶକ ବା ଡିସିଜିଆଇ । ଭେଲୋରର ଖ୍ରୀଷ୍ଟିଆନ ମେଡିକାଲ କଲେଜ ଦ୍ବାରା ଏହାର ପରୀକ୍ଷା କରାଯିବ ବୋଲି ଡିସିଜିଆଇ ସବୁଜ ସଙ୍କେତ ଦେଇଛି । ନୀତି ଆୟୋଗ…

ଓଡ଼ିଆ ହକି ଅଲିମ୍ପିଆନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ପୁରୁଷ ଖେଳାଳିଙ୍କୁ ଅଢେଇ କୋଟି, ମହିଳା ଖେଳାଳିଙ୍କୁ…

ଭୁବନେଶ୍ୱର: ଓଡ଼ିଶାର ୪ ହକି ଅଲିମ୍ପିଆନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୋଜିତ ସମ୍ବର୍ଦ୍ଧନା ସମାରୋହରେ ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ, ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ଚାନ୍ଦିପୁରରୁ ସବସୋନିକ୍ କ୍ରୁଜ୍ ମିସାଇଲ ‘ନିର୍ଭୟ’ର ସଫଳ ଉତକ୍ଷେପଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ନମ୍ବର ଲଞ୍ଚ ପ୍ୟାଡରୁ ମଧ୍ୟମ ଦୂରଗାମୀ ସବ୍‌ସୋନିକ୍‌ କ୍ରୁଜ୍‌ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ କରାଯାଇଛି । ସକାଳ ୯ଟା ୫୫ ମିନିଟ୍‌ରେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ଭୟ କ୍ଷେପଣାସ୍ତ୍ରକୁ ଉତ୍‌କ୍ଷେପଣ କରାଯାଇଥିଲା । ପୂର୍ବରୁ…

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି: କିଏ କେବେ କରିବେ ଦର୍ଶନ, ଜାଣନ୍ତୁ

ପୁରୀ: ଆସନ୍ତା ୧୬ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଜଗା ଦୁଆର । ତାପୂର୍ବରୁ ସେବାୟତ ପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସଓପି । ଆସନ୍ତା ୧୨ ଓ ୧୩ ତାରିଖରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେବାୟତ ପରିବାର । ସେହିପରି ୧୬ରୁ ୨୦ ତାରିଖ ଯାଏ…

ଘାଟିରୁ ଶହେ ଫୁଟ ତଳକୁ ଖସିଲା ଟ୍ରକ, ୨ ମୃତ

ବାରିପଦା: ଘାଟିରୁ ଶହେ ଫୁଟ ତଳକୁ ଖସିଲା ପିଆଜ ବୋଝେଇ ଟ୍ରକ । ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରୁ ଭାରସାମ୍ୟ ହରାଇ ଖସି ପଡ଼ିଲା ପିଆଜ ବୋଝେଇ ଟ୍ରକ । ଦୁର୍ଘଟଣାରେ ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କର…

ଆଜିଠୁ ମାଟ୍ରିକ ଅଫଲାଇନ୍ ପରୀକ୍ଷାର ଖାତାଦେଖା

କଟକ: ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫଲାଇନ ମୂଲ୍ୟାୟନ । ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖା ଯାଉଛି । କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ଏଥିରେ ନିୟୋଜିତ ଅଛନ୍ତି ୧୫୦୦ ଶିକ୍ଷକ ଶିକ୍ଷୟିତ୍ରୀ । ଗତକାଲି…