Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ମାଟ୍ରିକ ଅଫଲାଇନ୍ ପରୀକ୍ଷାର ଖାତାଦେଖା

କଟକ: ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫଲାଇନ ମୂଲ୍ୟାୟନ । ୭ଟି ଜିଲାର ୯ଟି କେନ୍ଦ୍ରରେ ଖାତା ଦେଖା ଯାଉଛି । କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ମୂଲ୍ୟାୟନ କେନ୍ଦ୍ର କରାଯାଇଛି । ଏଥିରେ ନିୟୋଜିତ ଅଛନ୍ତି ୧୫୦୦ ଶିକ୍ଷକ ଶିକ୍ଷୟିତ୍ରୀ । ଗତକାଲି…

ଆଜି ଓଡ଼ିଶାରୁ ୧୦୭୮ କରୋନା ପଜିଟିଭ୍, ୧୫ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ କମ୍

ଭୁବନେଶ୍ୱର: ରାଜ୍ୟରେ ଏବେ ହଜାରେ ଉପରେ ରହୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ହଜାର ୭୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୫୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୨ ଆକ୍ରାନ୍ତ ଚିହ୍ନଟ…

ସିବିଏସଇ ଢାଞ୍ଚାରେ ଓଡ଼ିଶାରେ ନବମ ଓ ଦଶମ ପରୀକ୍ଷା, ଆସିଲା ନୂଆ ସର୍କୁଲାର

ଭୁବନେଶ୍ୱର: ସିବିଏସଇ ଢାଞ୍ଚାରେ ଓଡ଼ିଶାରେ ହେବ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ମାଟ୍ରିକ ପରୀକ୍ଷା । କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୦୨୧-୨୨ ଶିକ୍ଷାବର୍ଷରେ ଦୁଇଟି ଟର୍ମରେ ପରୀକ୍ଷା ହେବ । ସେହିପରି ନବମ ଶ୍ରେଣୀ ପରୀକ୍ଷା ପାଇଁ ବି ନୂଆ ସର୍କୁରାଲ ଜାରି ହୋଇଛି । ମାଧ୍ୟମିକ…

ରାଜଧାନୀରେ ହଜାରେ ଡେଇଁଲା ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା । ହଜାରେ ପାର କରିଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରୁ ଆଉ ୩୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧ହଜାର ୯କୁ ବୃଦ୍ଧି ପାଇଛି । ତେବେ ସେମାନଙ୍କ ଭିତରୁ ୭୦୬…

ଅଲିମ୍ପିକ୍ସ ଫେରନ୍ତା ୪ ଓଡ଼ିଆ ହକି ଖେଳାଳିଙ୍କୁ ଆଜି ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫେରିଛନ୍ତି ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଓ ମହିଳା ହକି ଟିମରେ ଭାଗ ନେଇଥିବା ୪ ଓଡ଼ିଆ ଖେଳାଳି । ପୁରୁଷ ହକି ଦଳର ଉପଅଧିନାୟକ ବୀରେନ୍ଦ୍ର ଲାକ୍ରା ଓ ଡିଫେଣ୍ଡର ଅମିତ ରୋହିଦାସ ଏବଂ ମହିଳା ଟିମର ଉପଅଧିନାୟିକା ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ । ସେମାନଙ୍କୁ…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ପିଇଓ, ୫ଟି ସ୍ଥାନରେ ରେଡ୍

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ପିଇଓ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଦୀଘା ଓ ମଠକରଗୋଳା ପଞ୍ଚାୟତ ପିଇଓ ସନ୍ତୋଷ ସାହୁଙ୍କ ଘରେ ରେଡ୍ ହୋଇଛି । ୫ଟି ଟିମ୍ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଚଳାଇଛନ୍ତି । ଢେଙ୍କାନାଳ ଜିଲ୍ଲାର ୫ଟି…

ନିଜ ମାତୃଭାଷା ନପଢିଲେ ହେବ ‘ଭାଷା ଅନାଥ‘ : ମିନି କ୍ରିଷ୍ଣନ୍

ଭୁବନେଶ୍ୱର : ଯଦି ନିଜ ମାତୃଭାଷାକୁ ପ୍ରାଥମିକ ସ୍ତରରେ ବିଦ୍ୟାଳୟର ଶିଶୁ ମାନେ ନପଢିବେ ଶେଷରେ ସେମାନେ ‘ଭାଷା ଅନାଥ‘ ହୋଇଯିବେ । ଏହିଭଳି ଏକ ଗୁରୁତ୍ୱପୁର୍ଣ୍ଣ ପ୍ରସଙ୍ଗକୁ ନିଜ ଚିନ୍ତା ଧାରା ସହ ବ୍ୟକ୍ତ କରିଛନ୍ତି ପ୍ରତିଷ୍ଠିତ ସ୍ତମ୍ଭକାର ତଥା ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରେସ୍‌ର…

ପବିତ୍ର ମହାଳୟା ପାଇଁ ଭାରତୀୟ ରେଳ କ୍ୟାଟରିଙ୍ଗ୍ ଓ ପର୍ଯ୍ୟଟନ ନିଗମ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା

କଟକ : ପବିତ୍ର ମହାଳୟା ପାଇଁ ଭାରତୀୟ ରେଳ କ୍ୟାଟରିଙ୍ଗ୍ ଓ ପର୍ଯ୍ୟଟନ ନିଗମ ପକ୍ଷରୁ କରାଯାଇଛି ସ୍ବତନ୍ତ୍ର ବ୍ୟବସ୍ଥା । ମହାଳୟାରେ ବାରାଣସୀ, ଆହ୍ଲାବାଦର ତ୍ରିବେଣୀ ସଙ୍ଗମ ଓ ଗୟାରେ ପିଣ୍ଡଦାନ ବା ତିଳତର୍ପଣ କରିବା ପାଇଁ ଏକ ସ୍ବତନ୍ତ୍ର ଟ୍ରେନ୍ କଟକ ଷ୍ଟେସନରୁ ଯାତ୍ରା କରିବ । ଆସନ୍ତା…

ଟ୍ରକରେ ହେଉଥିଲା ପିଡିଏସ ଚାଉଳ ଚେରା ଚାଲାଣ, ଧରିଲା ପୋଲିସ

ବଲାଙ୍ଗିର : ସାଧାରଣ ବଣ୍ଟନ ବ୍ୟବସ୍ଥାରେ ବ୍ୟାପକ ଦୁର୍ନୀତି ବଲାଙ୍ଗିର ପାଇଁ ନୂଆ ନୁହେଁ । କେତେବେଳେ ବାଟ ମାରଣା ତ ଆଉ କେତେବେଳେ ହରିଲୁଟ ହେଉଛି ପିଡ଼ିଏସ ଚାଉଳ । ଯାହାର ଆଉ ଏକ ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା ସଇଁତଳାରେ । ମିନି ଟ୍ରକରେ ଚାଉଳ ଚୋରା ଚାଲାଣ ହେଉଥିବା ବେଳେ…

ଖରସ୍ରୋତା ମେଗା ପ୍ରକଳ୍ପକୁ ବିରୋଧ, ପୋଲିସ ଲଗାଇଲା ୧୪୪ ଧାରା

କେନ୍ଦ୍ରାପଡ଼ା : ଉଗ୍ରରୂପ ନେଲା ଖରସ୍ରୋତା ମେଗା ଜଳ ପ୍ରକଳ୍ପ ବିରୋଧୀ ଆନ୍ଦୋଳନ । ରାଜକନିକା ଖରସ୍ରୋତା ନଦୀରେ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ ନେଇ ମୁହାଁମୁହିଁ ହୋଇଛନ୍ତି ଜିଲ୍ଲା ପ୍ରଶାସନ ଓ ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି । ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ…