Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୩ରୁ ଭୁବନେଶ୍ବରରେ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ବର : ଅଗଷ୍ଟ ୨୩ ତାରିଖରୁ ଭୁବନେଶ୍ବରରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । କୋଭିଡ ଗାଇଡ ଲାଇନ୍ ଅନୁସାରେ ସମସ୍ତ ଧାର୍ମାନୁଷ୍ଠାନ ଖୋଲିବାକୁ ନିଆଯାଇଛି ନିଷ୍ପତ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଗାଇଡ୍‌ଲାଇନ୍ ଜାରି କରାଯାଇଛି । ହେଲେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ୨୩ ତାରିଖରେ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ କିରାଣୀ !

ପୁରୀ: ବେଶ କିଛିଦିନ ହେଲା ରାଜ୍ୟରେ ପ୍ରତିଦିନ ଭିଜିଲାନ୍ସ ଚଢାଉ ଖବର ସାମ୍ନାକୁ ଆସୁଛି । ଖାସ କରି ଧରାପଡୁଛନ୍ତି ସରକାରୀ କର୍ମଚାରୀ । ଏହି ଧାରାରେ ଆଉ ଜଣେ ସରକାରୀ କିରାଣୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି । ପୁରୀ ଜିଲ୍ଲା ଶିଶୁ ବିକାଶ ଅଧିକାରୀଙ୍କ କାର୍ଯ୍ୟାଳୟର କିରାଣୀ…

ଆସନ୍ତା ୧୨ ତାରିଖରୁ +୨ରେ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ ଯୁକ୍ତ ନାମଲେଖା ପ୍ରକ୍ରିୟା । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଜାରି ହେବ ବିଜ୍ଞପ୍ତି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଓ ଗଣଶିକ୍ଷା ବିଭାଗ ଅଧିକାରୀଙ୍କୁ ନେଇ…

ମାତୃଭାଷାରେ ପଢୁନଥିବା ପିଲା ଭାଷା ଛେଉଣ୍ଡ ହୋଇଯିବେ: ମିନି କ୍ରିଷ୍ଣନ୍

ଭୁବନେଶ୍ୱର: ସ୍କୁଲରେ ପିଲାଙ୍କୁ ମାତୃଭାଷା ବିଷୟରେ ପାଠ ପଢ଼ାଇବା ଉଚିତ । ନଚେତ୍ ଏଥିରୁ ବଞ୍ଚିତ ପିଲା ଭାଷାରେ ଅନାଥ ହୋଇଯିବେ । ଯାହାକି ସେମାନଙ୍କ ପାଇଁ ଏକ ବିରାଟ କ୍ଷତି । ମାତୃଭାଷା ଶିକ୍ଷା ଉପରେ ଗୁରୁତ୍ୱ ଦେଇ ଏକଥା କହିଛନ୍ତି ବିଶିଷ୍ଟ ସ୍ତମ୍ଭକାର ତଥା ଅକ୍ସଫୋର୍ଡ ୟୁନିଭର୍ସିଟି…

ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନବନ୍ଦର, ଦିଲ୍ଲୀରେ ଆତଙ୍କୀ ହମଲା ଧମକ ପରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର: ଦିଲ୍ଲୀ ବିମାନବନ୍ଦରରେ ବିସ୍ଫୋରଣ ନେଇ ଧମକ ପରେ ଭୁବନେଶ୍ୱର ବିମାନବନ୍ଦରରେ ବଢ଼ିଲା ସୁରକ୍ଷା । ଆଗକୁ ସ୍ୱାଧୀନତ ଦିବସ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱର ଏୟାରପୋର୍ଟକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର…

ଭିଜିଲାନ୍ସ ଜାଲରେ ପୁରୀ ସିଡିପିଓ ଅଫିସର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ

ପୁରୀ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ତାଙ୍କ ନାଁ କୃଷ୍ଣଚନ୍ଦ୍ର ଜେନା । ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି । ପୁରୀରେ ତିନିଟି ଓ ଭୁବନେଶ୍ୱରରେ ଗୋଟିଏ…

ଆଜିଠୁ ଖୋଲୁଛି ପଠାଣି ସାମନ୍ତ ପ୍ଲାନେଟୋରିୟମ୍

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଖୋଲୁଛି ବିଭିନ୍ନ ପ୍ଲାନେଟୋରିୟମ୍ । ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟୋରିୟମ୍, ବୁର୍ଲା ସ୍ଥିତ ଡକ୍ଟର ଏପିଜେ ଅବଦୁଲ କଲାମ୍ ପ୍ଲାନେଟୋରିୟମ୍ ଓ ଖଣ୍ଡପଡ଼ାର ପଠାଣି ସାମନ୍ତ ସଂଗ୍ରହାଳୟ ଖୋଲୁଛି । କୋଭିଡ୍ କଟକଣା ଓ ଗାଇଡଲାଇନ୍ ଅନୁସାରେ ଏସବୁ ସର୍ବସାଧାରଣଙ୍କ…

ଯୋଡ଼ା ବ୍ଲକ ଟେକ୍ନିକାଲ୍ କନସଲଟାଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଯୋଡ଼ା ବ୍ଲକର ସର୍ବଶିକ୍ଷା ଅଭିଯାନର ଟେକନିକାଲ କନସଲଟାଣ୍ଟ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କ୍ଷେତ୍ରବାସୀ ମହାନ୍ତଙ୍କ ଘରେ ଚଢ଼ାଉ ଚାଲିଛି । ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ ।…

ଆଜି ଓଡ଼ିଶାରୁ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ହଜାରେ ତଳକୁ ଖସିଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଖୋର୍ଦ୍ଧା…

ସର୍ବସାଧାରଣ ଦର୍ଶନ ପାଇଁ ଆଜିଠୁ ଖୋଲିଲା ଘଟଗାଁ ମା’ ତାରିଣୀ ମନ୍ଦିର

କେନ୍ଦୁଝର: ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀ ମନ୍ଦିର । କୋଭିଡ୍ କଟକଣା ଓ ଗାଇଡଲାଇନ୍ ଭିତରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ସର୍ବସାଧାରଣ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।…