Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରୁ ଗୁଣୁପୁର ଏବଂ ପାରାଦୀପ ପାଇଁ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ପୁରୀରୁ ପାରାଦୀପ ଓ ଗୁଣୁପୁର ଅଭିମୁଖେ ଚଳାଚଳ କରିବ ସ୍ବତନ୍ତ୍ର ଟ୍ରେନ୍ । ଏବଂ ଭୁବନେଶ୍ବର-କେନ୍ଦୁଝରଗଡ଼-ଭୁବନେଶ୍ବର ସ୍ବତନ୍ତ୍ର ଟ୍ରେନକୁ ନିମ୍ନଲିଖିତ ଅନୁଯାୟୀ ଖୋର୍ଦ୍ଧା ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ନେଇଛି ରେଳବାଇ । ୦୮୪୧୪/୦୮୪୧୩…

ଭୁବନେଶ୍ବରରୁ ଆଉ ୪୬ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜଧାନୀରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଡେଙ୍ଗୁ ଡରାଇ ଚାଲିଥିବା ବେଳେ ଏବେ ପୁଣି ଚିହ୍ନଟ ହୋଇଛନ୍ତି ଆଉ ୪୬ ଆକ୍ରାନ୍ତ । ଫଳରେ ଏହି ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା 8୭୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ସଚେତନତା ଓ ସଫେଇ…

ସୁନ୍ଦରଗଡ଼ରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ ଓ 5T ସଚିବ

ଭୁବନେଶ୍ବର : ସୁନ୍ଦରଗଡ଼ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ । ଗସ୍ତ ଅବସରରେ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ…

ଲୁଟେରା ଗ୍ୟାଙ୍ଗକୁ ଠାବ କଲା ଯାଜପୁର କୁଆଖିଆ ପୋଲିସ

ଯାଜପୁର : ଏକ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ସଫଳ ହୋଇଛି ଯାଜପୁର କୁଆଖିଆ ପୋଲିସ । ଲୁଟରେ ସମ୍ପୃକ୍ତ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୧୧ଟି ବାଇକ୍ ଓ ୧୫ଟି ମୋବାଇଲ ଜବତ କରାଯାଇଛି । ସୂଚନା ମୁତାବକ, କୁଆଖିଆ ଓ ଏହାର ଆଖପାଖ ଅଞ୍ଚଳରେ ବାଇକ୍ ଓ ମୋବାଇଲ…

ସିଆଇଆଇ ପକ୍ଷରୁ ସମ୍ ଅଲଟିମେଟ୍ ମେଡିକେଆର ନର୍ସିଂ ଟିମ୍ ସମ୍ବର୍ଦ୍ଧିତ

ଭୁବନେଶ୍ବର : କୋଭିଡ ମହାମାରୀ ସମୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସମାଜ ପାଇଁ ଅତୁଳନୀୟ କାର୍ଯ୍ୟ କରିଥିବାରୁ କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ) ପକ୍ଷରୁ ସମ୍ ଅଲ୍ଟିମେଟ ମେଡ଼ିକେୟାର ନର୍ସିଂ ଟିମକୁ ସମ୍ବର୍ଦ୍ଧିତ କରାଯାଇଛି । କରୋନା ମହାମାରୀ ଯୁଦ୍ଧରେ ସାମିଲ ହୋଇ ୨୪…

ନିୟମଗିରି ପାହାଡରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ରାୟଗଡ଼ା : ସିଆରପିଏଫ ଯବାନଙ୍କ ସଫଳତା । କମ୍ବିଂ ବେଳେ ଜବତ ହୋଇଛି ବିପୁଳ ପରିମାଣର ମାଓ ସାମଗ୍ରୀ । ରାୟଗଡା ଓ କଳାହାଣ୍ଡି ଜିଲ୍ଲା ସୀମାନ୍ତ ନିୟମଗିରି ପାହାଡରେ ଥିବା ତାଡିଝୋଲା ଗାଁ ନିକଟରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି । ଆଜି ସକାଳୁ ତଡିଝୋଲା ଗାଁ ନିକଟ ଏକ ଗୁମ୍ଫା…

ରାଜଧାନୀରେ ଏହି ଦିନରୁ ଖୋଲିବ ସମସ୍ତ ଧାର୍ମିକ ଅନୁଷ୍ଠାନ!

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରର ସମସ୍ତ ଧାର୍ମିକ ଅନୁଷ୍ଠାନ ଅଗଷ୍ଟ ୨୩ ରୁ ଖୋଲିବାର ସମ୍ଭାବନା ରହିଛି ବୋଲି ବିଏମସି କମିଶନର ଶନିବାର କହିଛନ୍ତି। ଲିଙ୍ଗରାଜ ମନ୍ଦିର ବୋର୍ଡ ସମେତ ମନ୍ଦିର ପରିଚାଳନା କମିଟିର ବୈଠକର ଅଧ୍ୟକ୍ଷ ହେବା ପରେ ସେ ଏହା କହିଛନ୍ତି। ବିଏମ୍‌ସି କମିଶନର…

ରାଜଧାନୀ ସମେତ ରାଜ୍ୟର ଏହି ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ଓଡିଶାର ୧୩ ଟି ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି। ଏ ନେଇ ଆଇଏମ୍‌ଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦୁଝର,…

ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର

ଭଦ୍ରକ: ପୁଣି ଗୋରାମାଟି ସରପଞ୍ଚ ପରିବାରର ଦବଙ୍ଗଗିରି । ଭଦ୍ରକ ସାବରଙ୍ଗ ଥାନା ତୋରଣପଦା ଗାଁରେ ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର । ଇଟାଭାଟି ମାଲିକକୁ ଆକ୍ରମଣ ଘଟଣାର ତଦନ୍ତ ଓ ଆସାମୀ ଧରିବା ପାଇଁ ଯାଇଥିବା ବେଳେ ପୋଲିସ ଉପରେ ଆକ୍ରମଣ । ଘର ଭିତରେ ପୂର୍ବ…

ଗୋଷ୍ଠୀ ସଂଘର୍ଷରେ ବୁଲିଲା ଖଣ୍ଡା ,ସିସିଟିଭିରେ ଚିତ୍ର କଏଦ

ଭୁବନେଶ୍ୱର: ଭାଇରଲ ହେଉଛି ଗୁଣ୍ଡାରାଜ୍ ର ଚିତ୍ର । ମଞ୍ଚେଶ୍ଵର ମୁଣ୍ଡା ସାହିରେ ଗୁଣ୍ଡାରାଜ । ବୁଲିଲା ଖଣ୍ଡା, ଭୂଜାଲି । ସାମାନ୍ୟ ଏକ ଗଣ୍ଡଗୋଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା କୁହାଯାଉଛି। ପ୍ରାୟ ଅଧଘଣ୍ଟା ଧରି ଅନ୍ୟ ସାହିର ଏକ ଗୋଷ୍ଠୀର ୪୦ରୁ ୫୦ ଜଣ ଯୁବକ ଖଣ୍ଡା, ଭୁଜାଲି ସହ ଲାଠି…