Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ସୋସିଆଲ ମିଡିଆ ଭାଙ୍ଗୁଛି ପରିବାର, ମୋବାଇଲ ଠାରୁ କିଛି ସମୟ ବିରତି ନିଅନ୍ତୁ ମହିଳା’

ଭୁବନେଶ୍ଵର: ଆଜି ଲୋକସେବା ଭବନ କନଭେନସନ ହଲରେ ଯୌତୁକ ଏବଂ ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଦେବା ନେଇ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଘରୋଇ ହିଂସାରୁ ମହିଳା ମାନଙ୍କୁ ସୁରକ୍ଷା ଅଧିନିୟମ-୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ-୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଉଦବେଗ…

୩୧ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ; ୨୦୨୫ର ଚତୁର୍ଥ ସନ୍ଧ୍ୟାରେ ସ୍ଥାନିତ ହୋଇଛି ରଙ୍ଗମଂଚର କାର୍ଯ୍ୟକ୍ରମ

ଭୁବନେଶ୍ୱର: ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଆୟୋଜିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଆଜି ଥିଲା ଚତୁର୍ଥ ସନ୍ଧ୍ୟା। ଏହି ଚତୁର୍ଥ ସନ୍ଧ୍ୟାରେ ମାନବ ଭାବନା ଏବଂ ମନସ୍ତାତ୍ୱିକ ଜଟିଳତାର ଗଭୀରତାକୁ ଅନୁସନ୍ଧାନ କରି ଏକ ସ୍ୱତନ୍ତ୍ର ନାଟ୍ୟ…

ପ୍ରାୟ ୩୦ ଘଣ୍ଟା ପରେ ପୁରୀରୁ ଅପହୃତ ନାବାଳକ ଉଦ୍ଧାର

ପୁରୀ: ସୋନପୁର ଜିଲ୍ଲାରୁ ଅପହରଣର ଦୁଇ ଦିନ ପରେ ନାବାଳକକୁ ମଙ୍ଗଳବାର ଦିନ ପୋଲିସ ପୁରୀରୁ ଉଦ୍ଧାର କରିଛି। ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ସୋନପୁରର ପାଟଭାଡି ଅଞ୍ଚଳରେ ଘର ବାହାରେ ଖେଳୁଥିବା ସମୟରେ ନାବାଳକକୁ ଅପହରଣ କରାଯାଇଥିଲା। ସୋମବାର ସକାଳ ୧୧ଟା ସୁଦ୍ଧା ୨୦ ଲକ୍ଷ…

Subhadra Yojana: ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ କାଲି ବୈଠକରେ ହେବ ନିଷ୍ପତ୍ତି

ଭୁବନେଶ୍ଵର: ସୁଭଦ୍ରାକୁ ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଯୋଜନାରୁ ବାଦ ପଡିଥିବା ହିତାଧିକାରୀ ସାମିଲ ହେବେ । ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ହେବା ନେଇ ବୈଠକରେ ଆଲୋଚନା ହେବ । ଉପ…

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି କଲା ଜଳ ସମ୍ପଦ ବିଭାଗ

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ ଆଜି ନୂଆ ମାର୍ଗଦର୍ଶିକା ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।…

N Bhaskar Rao: ବିଜେଡି ଛାଡିଲେ ଭାସ୍କର ରାଓ, ଦଳ ପ୍ରତି ଅସନ୍ତୋଷ ଝାଡି ଘୋଷଣା କଲେ ‘ବିଜୁ ସ୍ୱାଭିମାନ…

ଭୁବନେଶ୍ବର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ପ୍ରତି ଥିବା ତାଙ୍କ ଅସନ୍ତୋଷ ବଖାଣିଥିବା ବେଳେ ଦଳର ପ୍ରାଥମିକ ସଦସ୍ୟତା…

ଆସନ୍ତାକାଲି ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର…

Ama Bus Crashes: ଟ୍ୟାଙ୍କର ସହ ପିଟିହେଲା ‘ଆମ ବସ୍’, ୧୫ ଆହତ, ଗୁରୁତର ଆହତ ବଡ ମେଡିକାଲରେ ଭର୍ତ୍ତି…

ଭୁବନେଶ୍ବର: ପୁଣି ଆମ ବସ୍ ଦୁର୍ଘଟଣା । ମଙ୍ଗଳବାର ସକାଳୁ ଚୌଦ୍ୱାରର ଟାଙ୍ଗୀ ପୋଲିସ ସୀମା ଅନ୍ତର୍ଗତ ଛତିଲାଗଡ଼ା ନିକଟରେ ଏକ ଆମ ବସ୍ ଛିଡା ହୋଇଥିବା ଟ୍ୟାଙ୍କର ସହିତ ଧକ୍କା ହୋଇଛି । ଫଳରେ ଅତି କମରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

Utkal University: ବାଣୀବିହାର ବନ୍ଦ ଡ଼ାକରା: ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବା ନେଇ ଚାପା ଉତ୍ତେଜନା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା…

Puri Srimandir: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। । ଶ୍ରଦ୍ଧାଳୁମାନେ…