Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ରାଜ୍ୟରେ ପ୍ରବେଶ ପାଇଁ କରୋନା ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର: ଏଣିକି ଓଡ଼ିଶାକୁ ବୁଲି ଆସିଲେ ଆଉ ଦେଖାଇବାକୁ ପଡ଼ିବନି ଆର୍‌ଟିପିସିଆର୍‌ ନେଗେଟିଭ୍‌ ରିପୋର୍ଟ କି ଟିକା ପ୍ରମାଣପତ୍ର। ରାଜ୍ୟ ପରିଦର୍ଶନ କରୁଥିବା ଲୋକଙ୍କ ପାଇଁ ଓଡିଶା ସରକାର ବାଧ୍ୟତାମୂଳକ ଆର୍‌ଟିପିସିଆର୍‌ ନେଗେଟିଭ ରିପୋର୍ଟ ଟିକାକରଣ ପ୍ରମାଣପତ୍ରକୁ ହଟାଇ ଦେଇଛନ୍ତି।…

ରାଜ୍ୟରୁ ୧୩୧୫ ନୂଆ ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୧୫ଟି ନୂଆ ପଜିଟିଭ କେସ୍‌ ଚିହ୍ନଟ ହୋଇଛି। ଏହାବ୍ୟତୀତ ସଙ୍ଗରୋଧରୁ ୭୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୩ଟି ଲୋକାଲ୍‌ କେସ୍‌ ରହିଛି। ଅନୁଗୁଳରୁ ୫୨, ବାଲେଶ୍ବରରୁ ୪୩, ବରଗଡରୁ ୨, ଭଦ୍ରକ ୪୯, ବଲାଙ୍ଗୀର ୪, ବୌଦ୍ଧ ୪, କଟକ, ୧୯୮,…

ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବା ପାଇଁ ଏଣିକି ଅନଲାଇନରେ ଆବେଦନ କରିପାରିବେ ରାଉରକେଲା ବାସିନ୍ଦା

ରାଉରକେଲା : ରାଉରକେଲା ସହରାଞ୍ଚଳ ବାସିନ୍ଦା ଲିଜ୍ ସୂତ୍ରରେ ନେଇଥିବା କୌଣସି ଜମିର ମାଲିକାନା ସ୍ବତ୍ତ୍ବ ନିଜ ନାଁରେ ପରିବର୍ତ୍ତନ ବା ଫ୍ରି ହୋଲ୍ଡ କରିବା ପାଇଁ ଚାହୁଁଥିଲେ ଏଣିକି ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । ଏବେ ଘରେ ବସି ଅନଲାଇନ ଜରିଆରେ ସିଧାସଳଖ ଆବେଦନ କରିପାରିବେ…

ଡରାଉଛି ଡେଙ୍ଗୁ, ଭୁବନେଶ୍ବରରୁ ଆଉ ୫୦ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରକୁ ଡରାଉଛି ଡେଙ୍ଗୁ । ପ୍ରତିଦିନ ବଢ଼ି ଚାଲିଛି ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ମୋଟ ୫୦ ଜଣ ଡେଙ୍ଗୁ ରୋଗୀ । ଫଳରେ ଭୁବନେଶ୍ବରରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୭୧୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି…

କାଲିଠୁ କୋରାପୁଟରେ ଖୋଲିବ ଧର୍ମାନୁଷ୍ଠାନ, ଜିଲ୍ଲା ପ୍ରଶାସନ ଜାରି କଲା ଗାଇଡଲାଇନ୍

କୋରାପୁଟ : କୋରାପୁଟ ଜିଲ୍ଲାରେ ଖୋଲିବ ଧର୍ମାନୁଷ୍ଠାନ । ହେଲେ ଏଥିପାଇଁ କିଛି ଗାଇଡଲାଇନ୍ ଜାରି କରିଛି କୋରାପୁଟ ଜିଲ୍ଲା ପ୍ରଶାସନ । ବିଷେଶକରି ଧର୍ମାନୁଷ୍ଠାନରେ ପ୍ରବେଶ ଓ ପ୍ରସ୍ଥାନ ରାସ୍ତା ଅଲଗା ରହିବ । ଏହାସହ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ ବୋଲି କହିଛି ଜିଲ୍ଲା ପ୍ରଶାସନ ।…

ଜାତୀୟ ରାଜପଥ ଟ୍ରାଫିକ୍ ଥାନା ଉଦଘାଟିତ

କଟକ: ଉଦଘାଟନ ହେଲା ବହୁ ପ୍ରତୀକ୍ଷିତ ଜାତୀୟ ରାଜପଥ ଟ୍ରାଫିକ୍ ଥାନା । କଟକ- ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀ ଠାରେ ଏହି ଥାନାକୁ ଉଦଘାଟନ କରିଛନ୍ତି ପୋଲିସ୍ ଡିଜିପି ଶ୍ରୀ ଅଭୟ। ଜାତୀୟ ରାଜପଥରେ ପ୍ରତ୍ୟକ ଦିନ କିଛି ନା କିଛି ଦୁର୍ଘଟଣା ଘଟି ମୂଲ୍ୟବାନ ଜୀବନ ଯାଉଛି । ଦୁର୍ଘଟଣା…

ପ୍ରକାଶ ପାଇଲା ସିବିଏସ୍‍ଇ ଦଶମ ରେଜଲ୍ଟ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତ ପ୍ରତିଶତ ସଫଳତା

ଭୁବନେଶ୍ବର : ପ୍ରକାଶ ପାଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା (ସିବିଏସ୍‍ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ…

ବାରିପଦାରେ ବଢୁଛି ଅପରାଧ, ହତ୍ୟା, ଦୁଷ୍କର୍ମ ଓ ଛିନତାଇକୁ ନେଇ ଲୋକେ ଆତଙ୍କିତ

ବାରିପଦା : ମହାମାରୀ କରୋନା କଟକଣା କୋହଳ ହୋଇଥିବା ବେଳେ ଆଦିବାସୀ ବହୁଳ ତଥା ଉପାନ୍ତ ମୟୂରଭଞ୍ଜ ଜିଲ୍ଲାରେ ବୃଦ୍ଧି ପାଉଛି ଜଘନ୍ୟ ଅପରାଧ । ଅପରାଧ ବୃଦ୍ଧି ପାଉଥିବାରୁ ଉଦବେଗ ପ୍ରକାଶ ପାଇଛି । ଗତ ଜୁଲାଇ ମାସ ଶେଷ ସପ୍ତାହ ଏବଂ ଚଳିତ ଅଗଷ୍ଟ ମାସର ୨ ତାରିଖ ସୁଦ୍ଧା ଜିଲ୍ଲାର ବିଭିନ୍ନ ଥାନା…

ହତ୍ୟାକାରୀ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

ଯାଜପୁର : ହତ୍ୟାକାରୀ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ । ଏହାସହ ୫୦ ହଜାର ଟଙ୍କାର ଜରିମାନାରେ ଦଣ୍ଡିତ କରିଛନ୍ତି ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ଯାଜପୁର କୁଆଖିଆ ଥାନା ଖରିଦାବାଦ ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଘଟଣା । ସୂଚନା ଅନୁସାରେ, ଗତ ୨୦୧୬ ଜାନୁୟାରୀ ୧୭ ତାରିଖରେ କୁଆଖିଆ…

ଖୋର୍ଦ୍ଧାରେ ଚାଞ୍ଚଲ୍ୟ, ଯୁବକକୁ ହତ୍ୟା କରି ପୋଡ଼ିଦେଲେ

ଖୋର୍ଦ୍ଧା : ଖୋର୍ଦ୍ଧାରେ ଚାଞ୍ଚଲ୍ୟ । ଯୁବକକୁ ହତ୍ୟା କରି ପୋଡ଼ିଦେଲେ । ଆଦିବାସୀ ଯୁବକଙ୍କୁ ଘରୁ ଡାକିନେଇ ହତ୍ୟାକରୀ ଶ୍ମଶାନରେ ପୋଡି ଦେଇଛନ୍ତି ଦୁର୍ବୃତ୍ତ । ଘଟଣାରେ ପୋଲିସ ୬ ଜଣଙ୍କୁ ଅଟକ ରଖି ଚଳାଇଛି ତଦନ୍ତ । ଖୋର୍ଦ୍ଧା ଏସଡିପିଓ, ବେଗୁନିଆ ଓ ସଦର ଥାନା ପୋଲିସ ଘଟଣାସ୍ଥଳରେ…