Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ ହଜାରେକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୫୩%

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ବଡ଼ ଆଶ୍ୱସ୍ତିକର ଖବର ଆସିଛି । ଦିନକରେ ସଂକ୍ରମିତଙ୍କ ସଂଖ୍ୟା ହଜାରେକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୯୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୪ ।…

ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ଆଜି ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର: ଓଡ଼ିଶାରେ ସଂକ୍ରମଣ ସ୍ଥିତି ନିୟନ୍ତ୍ରଣରେ ଥିବା ବେଳେ ଅନଲକ୍ ଆରମ୍ଭ ହୋଇଛି । ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଛି । ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ? କେବେଠାରୁ ଖୋଲିବା ସେନେଇ ଆଜି ଆସିପାରେ ନିଷ୍ପତ୍ତି । ଏନେଇ ଆଜି ସବୁ ବିଶ୍ୱବିଦ୍ୟାଳୟ…

ଆସନ୍ତା ମଙ୍ଗଳବାର ଠାରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ବର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆସନ୍ତା ମଙ୍ଗଳବାର ଠାରୁ ଖୋଲିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । କଟକଣା ମଧ୍ୟରେ ନନ୍ଦନକାନନ ଖୋଲିବା ନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ବିଭାଗୀୟ ଅଧିକାରୀଙ୍କ ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି । କରୋନା ମହାମାରୀ ପାଇଁ ଦୀର୍ଘ ଦିନ ଧରି…

ପୁରୁଷ ହକି ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କ୍ବାର୍ଟର ଫାଇନାଲରେ ଭାରତୀୟ ପୁରୁଷ ହକି ଟିମର ଦମଦାର ବିଜୟ । ଗ୍ରେଟ୍ ବ୍ରିଟେନକୁ ୩-୧ ଗୋଲରେ ହରାଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ । ତେବେ ଭାରତୀୟ ପୁରୁଷ ଟିମର ବିଜୟରେ ଖୁସି ମନାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି…

ସେମିରେ ଭାରତୀୟ ପୁରୁଷ ହକି ଟିମ୍

ଟୋକିଓ : ଟୋକିଓ ଅଲିମ୍ପିକ୍ସରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ପୁରୁଷ ହକି ଟିମ୍ । ଆଜି ଖେଳାଯାଇଥିବା କ୍ବାର୍ଟର୍ ଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ୩-୧ ଗୋଲରେ ହରାଇ ସେମିପାଇନାଲରେ ପହଞ୍ଚିଛି ଭାରତ । ସେମିଫାଇନାଲରେ ଭାରତ ମୁକାବିଲା ବେଲଜିୟମ ସହ ହେବ । ଆସନ୍ତା ବୁଧବାର ଏହି ମ୍ୟାଚ…

କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳୀକୁ ଜିଆଇ ମାନ୍ୟତା ଦାବି

ଭୁବନେଶ୍ବର : କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳୀକୁ ମିଳୁ ଜାତୀୟ ଓ ଅନ୍ତର୍ଜାତୀୟ ମାନ୍ୟତା । କେନ୍ଦ୍ରାପଡ଼ାର ସ୍ବାଦିଷ୍ଟ ରସାବଳୀକୁ ଜିଆଇ ଟ୍ୟାଗ୍ ପ୍ରଦାନ ଦାବିରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟିଛନ୍ତି ବିଜେଡିର ୩ ଜଣ ସାଂସଦ । ସାଂସଦ ସୁବାସ ସିଂ, ମୁନ୍ନା ଖାନ ଓ ମମତା ମହନ୍ତ…

ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତିଲେ ପିଭି ସିନ୍ଧୁ

ଟୋକିଓ: ପୁଣି ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ । ଅଲିମ୍ପିକ୍ସରେ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ…

ନଦୀ କୁଳିଆ ଅଞ୍ଚଳରେ କୁମ୍ଭୀର ଆତଙ୍କ

କେନ୍ଦ୍ରାପଡା: ନଦୀ କୁଳିଆ ଅଞ୍ଚଳରେ କୁମ୍ଭୀର ଆତଙ୍କ । କୁମ୍ଭୀର ଆକ୍ରମଣର ଶିକାର ହେଉଛନ୍ତି ଗୃହପାଳିତ ପଶୁଙ୍କ ସହ ମଣିଷ । ଅଭିଯୋଗ କଲେ ମଧ୍ୟ ନିରବ ଦ୍ରଷ୍ଟା ସାଜିଛି ବନ ବିଭାଗ । ତେଣୁ କୁମ୍ଭୀର ଦାଉରୁ ନିଜକୁ ରକ୍ଷା କରିବା ପାଇଁ ନଦୀରେ ବାଉଁଶ ବାଡ଼ ବାନ୍ଧୁଛନ୍ତି ଗ୍ରାମବାସୀ । ନଦୀରେ…

ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାରେ ଗର୍ଭବତୀ ମା’ଙ୍କୁ ସହାୟ ହେଉଛି ‘ମାତୃଜ୍ୟୋତି’। କମୁଛି ପ୍ରସବ ଜନିତ ମାତୃ ମୃତ୍ୟୁ ସଂଖ୍ୟା । ସୁନ୍ଦରଗଡ଼ ଜିଲ୍ଲାରେ ମାତୃ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମ ବିଶେଷ ଭୂମିକା ନେବାକୁ ଯାଉଛି । ୨୦୨୦ ନଭେମ୍ବର ମାସରେ ଜିଲ୍ଲା…

ରାଜଧାନୀ ସମେତ ରାଜ୍ୟର ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଏହି ପାଞ୍ଚଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ରବିବାର ଦିନ ପାଣିପାଗ ବଭାଗ ଚେତାବନୀ ଦେଇଛି। ଏହି ଜିଲ୍ଲାଗୁଡିକ ହେଉଛି କଟକ, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର କେତେକ ଅଞ୍ଚଳରେ ବଜ୍ରପାତ…