Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାପା ରୋଷେୟା, ପୁଅ ପାଇଲେ ISS ଚାକିରି

ଢେଙ୍କାନାଳ: ଗରିବ ହୋଇଥିଲେ ବି ଉଚ୍ଚଶିକ୍ଷାରେ କୌଣସି ବାଧା ସୃଷ୍ଟି ହୋଇନଥିଲା । ବାପା ଜଣେ ରୋଷେୟା । କିନ୍ତୁ ପୁଅ ତାଙ୍କ ଟେକ ରଖିଛନ୍ତି । ରୋଷେୟାଙ୍କ ପୁଅ ସର୍ବଭାରତୀୟ ପରିସଂଖ୍ୟାନ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ସାଆନ୍ଦା ଅଞ୍ଚଳର ତଳବେରଣା ଗାଁର…

ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର: କଟକ ବଡ଼ ଡାକ୍ତରଖାନାର ବଡ଼ ବିଭ୍ରାଟ

କଟକ: ରୋଗୀ ଦେଖିବା ବେଳେ ହଠାତ୍ ପଳାଇଲା ବିଜୁଳି ଆଲୁଅ । ଟର୍ଚ୍ଚ ମାରି ରୋଗୀ ଦେଖିଲେ ଡାକ୍ତର । ଏହୃଶ୍ୟ କୌଣସି ଉପାନ୍ତ ଅଞ୍ଚଳର ନୁହେଁ । ରାଜ୍ୟର ବଡ଼ ଡାକ୍ତରଖାନାରେ ବିଦ୍ୟୁତ ସେବାରେ ବଡ଼ ବିଭ୍ରାଟକୁ ନେଇ ଏବେ ଚର୍ଚ୍ଚା । ମାନେ କଟକ ଏସସିବି ମେଡିକାଲରେ ଟର୍ଚ୍ଚ ଲଗାଇ ଡାକ୍ତର ରୋଗୀ…

ବୋଲେରୋ ଗାଡ଼ିରୁ ପ୍ୟାକେଟ୍ ପ୍ୟାକେଟ୍ ଗଞ୍ଜେଇ ଜବତ, ୩ ଗିରଫ

ଭବାନୀପାଟଣା: ଲକଡାଉନ୍ ବେଳେ ବଢ଼ିଛି ଗଞ୍ଜେଇ ଚୋରା ଚାଲାଣ । କଳାହାଣ୍ଡି ଜିଲ୍ଲାରୁ ବେଆଇନ ଗଞ୍ଜେଇ ଚାଲାଣ ବେଳେ ଧରିଲା କୋକସରା ପୋଲିସ । ଗତକାଲି ରାତିରେ ପେଟ୍ରୋଲିଂ ବେଳେ ଟେମରା ମଦଭାଟି ନିକଟରୁ ଏକ ବୋଲେରୋ ଗାଡ଼ିରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ…

ଆସ ବୁଲି ଯିବା ଭିତରକନିକା, ଏହି ଦିନ ଖୋଲିବ ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦୀର୍ଘ ତିନି ମାସ ପରେ ଖୋଲିବ ଭିତରକନିକା । ଆସନ୍ତା ୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ନେଇ ନିଷ୍ପତ୍ତି ନେଇଛି କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ । ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । କୋଭିଡ୍ ଗାଇଡଲାଇନ୍…

ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲର ଇ-ସାଇମୁନ୍ ୨୦୨୧ ଉଦଯାପିତ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ ଦ୍ୱାରା ଆୟୋଜିତ ପୂର୍ବ ଭାରତର ସର୍ବବୃହତ ମଡେଲ୍ ୟୁନାଇଟେଡ୍ ନେସନ୍ସ୍ (ସାଇମୁନ୍)ର ନବମ ସଂସ୍କରଣ ଉଦଯାପିତ ହୋଇଯାଇଛି । ଜୁଲାଇ ୩୦ ଓ ୩୧ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା ଏହି ସମ୍ମିଳନୀ । ଏଥିରେ ବିଶ୍ୱର ୨୦ଟି ଭିନ୍ନ ଭିନ୍ନ ଦେଶର ୬୨ଟି…

ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର, ଅର୍ଥ ସହାୟତା ଲୋଡ଼ିଲେ ପରିବାର ଲୋକ

ଭୁବନେଶ୍ୱର: ରାଜ୍ୟରୁ ଆଉ ଜଣେ କରୋନା ସଂକ୍ରମିତଙ୍କୁ ଏକମୋ ଚିକିତ୍ସା ପାଇଁ ଏୟାରଲିଫ୍ଟ କରାଯାଇଛି । ଭୁବନେଶ୍ୱରର ଆଦିତ୍ୟ କୁମାର ପାତ୍ରଙ୍କୁ ସ୍ପର୍ଶ ହସ୍ପିଟାଲରୁ ଚେନ୍ନାଇର ଏମଜିଏମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଆଦିତ୍ୟ ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ଓଡ଼ିଶା ଷ୍ଟେଟ ସିଡ୍ସ…

ଓଡ଼ିଶାରେ ୧୫ଶହ ତଳକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୯୨%

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଦୈନିତ ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪ଶହ ୩୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୮୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୦୫ । ଏହି ସମୟରେ ମୋଟ୍ ୭୪ହଜାର ୭୩୫ କୋଭିଡ୍ ଟେଷ୍ଟ…

କାଲିଠୁ ସବୁ ରୁଟରେ ଗଡ଼ିବ ମୋ ବସ୍

ଭୁବନେଶ୍ୱର: ଆସନ୍ତାକାଲିଠୁ ସବୁ ରୁଟରେ ଗଡ଼ିବ ମୋ ବସ୍ । ମୋଟ୍ ୨୫ଟି ରୁଟରେ ୧୯୪ଟି ମୋ ବସ୍ ଚଳାଚଳ ଆରମ୍ଭ କରିବ । ଏହି ସୂଚନା ଦେଇଛି କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍‌ ଟ୍ରାନ୍‌ସପୋର୍ଟ ବା କ୍ରୁଟ୍‌ । କରୋନା କଟକଣା ଯୋଗୁଁ ଏବେ ୧୭ ରୁଟ୍‌ରେ ୮୭ଟି ମୋ ବସ୍‌ ଚାଲୁଛି । ଆଜିଠାରୁ ଅନଲକ୍…

ପ୍ରକାଶ ପାଇଲା +୨ ରେଜଲ୍ଟ : ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟ ୯୪.୯୬%

ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ତେବେ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯…

ଚିଙ୍ଗୁଡ଼ି ଫାର୍ମରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା, ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ

ରାୟଗଡା : ଜାତୀୟ ମାନବାଧୀକାର କମିଶନରେ ପହଞ୍ଚିଲା ଆନ୍ଧ୍ର ଚିଙ୍ଗୁଡ଼ି ଫାର୍ମରେ ୬ ଓଡ଼ିଆ ଶ୍ରମିକ ଜୀବନ୍ତ ଦଗ୍ଧ ଘଟଣା । ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନରେ ରୁଜୁ ହୋଇଛି ମାମଲା । ମାନବାଧିକାର କର୍ମୀ ଦିଲ୍ଲୀପ ଦାସ ଜାତୀୟ ମାନବାଧୀକାର କମିଶନରେ ରୁଜୁ କରିଛନ୍ତି ମାମଲା । ଘଟଣାରେ…