Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରବିଆଇର ନୂଆ ନିୟମ, ଏଣିକି ଛୁଟିଦିନରେ ବି ଆକାଉଣ୍ଟକୁ ଆସିବ ଦରମା

ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟରୁ ରବିବାର ଓ ଗେଜେଟଭୁକ୍ତ ଛୁଟିଦିନରେ ବି ଆକାଉଣ୍ଟକୁ ଆସିବ ଦରମା । ଅଗଷ୍ଟ ୧ ତାରିଖ ଠାରୁ ନ୍ୟାସନାଲ ଅଟୋମେଟେଡ କ୍ଲିଅରିଂ ହାଉସ ବା ନାଚ୍ ସପ୍ତାହର ସବୁଦିନ ଖୋଲା ରହିବ । ଏନେଇ ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସେ…

ଡେଙ୍ଗୁ ମୁକାବିଲା ପାଇଁ ବିଏମସି ଆରମ୍ଭ କଲା ଅଭିଯାନ

ଭୁବନେଶ୍ବର : ଭୁବନେଶ୍ବରରେ କାୟା ମେଲାଇ ଚାଲିଛି ଡେଙ୍ଗୁ । ଡେଙ୍ଗୁ ସ୍ଥିତିକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଆରମ୍ଭ ହେଲା ଅଭିଯାନ । ସମସ୍ତ ୬୭ଟି ୱାର୍ଡରେ ସଫେଇ କାର୍ଯ୍ୟ ସହିତ ସଚେତନତା କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି । ସବୁ ଓ୍ବାର୍ଡର କାର୍ଯ୍ୟ ତଦାରଖ କରିବା ପାଇଁ ଅଧିକାରୀଙ୍କୁ…

ଭୁବନେଶ୍ବରରେ ହେଲା ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ହେଲା ଶତ ପ୍ରତିଶତ ଟିକାକରଣ । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ କରିଛି ବିଏମସି । ଗତକାଲି ସୁଦ୍ଧା ଭୁବନେଶ୍ବରରେ ଦିଆଯାଇଛି ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା । ଏହା ଭିତରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇଛନ୍ତି । ସେହିପରି…

କଳାହାଣ୍ଡିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ବର : କଳାହାଣ୍ଡି ମେଡିକାଲ କଲେଜ ଓ ସମ୍ଭାବ୍ୟ ତୃତୀୟ ଲହର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍ କଳାହାଣ୍ଡି ଗସ୍ତ କରି କରୋନାର ସମ୍ଭାବ୍ୟ ତୃତୀୟ…

ଆସିଲା ଅଗଷ୍ଟ ଗାଇଡଲାଇନ୍, ରାଜ୍ୟରେ ଖୋଲିବ ସିନେମା ହଲ୍‌ ଓ ମଲ୍‌

ଭୁବନେଶ୍ବର : ଆସିଲା ଅଗଷ୍ଟ ମାସର କରୋନା ଗାଇଡଲାଇନ୍ । ସ୍ବତନ୍ତ୍ର ରିଲିଫ୍ କମଶନର ପ୍ରଦୀପ ଜେନା କୋଭିଡ ଗାଇଡଲାଇନ୍ ସମ୍ପର୍କରେ ଘୋଷଣା କରିଛନ୍ତି । ନୂଆ ଗାଇଡଲାଇନ ଅନୁସାରେ ଏବେ ଅଗଷ୍ଟ ମାସରେ ଖୋଲିବ ସିନେମା ହଲ୍‌ ଓ ମଲ୍‌ । ୫୦ ପ୍ରତିଶତ ଦର୍ଶକକୁ ନେଇ ଚାଲି ପାରିବ ହଲ୍‌ । ଏହାସହ…

ଆରମ୍ଭ ହେବ ଶ୍ରୀମନ୍ଦିର ଐତିହ୍ୟ କରିଡରର କାର୍ଯ୍ୟ

ପୁରୀ : ଐତିହ୍ୟ କରିଡର ପରିକଳ୍ପନାକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଓ ବି ସି ସିକୁ ଦାୟିତ୍ୱ ଦିଆଯାଇଛି । ଯେଉଁ ଅନୁସାରେ କରିଡର ଭିତରେ ଥିବା ସମସ୍ତ ମଠକୁ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ପୁନଃ ସ୍ଥାପନ କରାଯିବ । ପ୍ରଥମେ ଲଙ୍ଗୁଳି ମଠ, ବଡ ଛତା ମଠ ଓ ଛାଉଣୀ ମଠକୁ…

[ଭିଡିଓ] ବୃନ୍ଦାଙ୍କ ଜୀବନ ପଥରେ କଣ୍ଟା ସାଜିଛି ଅଜଣା ରୋଗ

ମାଲକାନଗିରି: ଦିନକୁ ଦିନ ଉନ୍ନତି କରୁଛି ଚିକିତ୍ସା ବିଜ୍ଞାନ । ହେଲେ ଏବେ ବି ବୃନ୍ଦାଙ୍କ ରୋଗର ରହସ୍ୟକୁ ଭେଦ କରାଯାଇପାରିନି । ଦୀର୍ଘ ୧୦ ବର୍ଷ ଧରି ଶେଯରେ ପଡି ଛଟପଟ ହେଉଛନ୍ତି ମେଧାବୀ ଛାତ୍ରୀ ବୃନ୍ଦା କବାସି । ଚାଲିଛି ଚିକିତ୍ସା ହେଲେ ଏବେ ବି ରୋଗକୁ ଚିହ୍ନଟ କରିବା କାହା ପକ୍ଷରେ…

ଅନ୍‌ଲକ୍‌ ଓଡ଼ିଶା; ସାରା ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ୍‌ କର୍ଫ୍ୟୁ ଲାଗୁ; ଖୋଲିବ ସଫିଙ୍ଗ୍‌ ମଲ୍‌

ଭୁବନେଶ୍ୱର: ଅଗଷ୍ଟ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲି ପୂର୍ବରୁ ଲାଗୁ ହୋଇଥିବା କଟକଣା ଶେଷ ହେଉଥିବା ବେଳେ ଆଜି ନୂଆ ନିର୍ଦ୍ଦେଶାବଳୀ ଲାଗୁ ହୋଇଛି। କଟକଣା କୋହଳ କରିଛନ୍ତି ରାଜ୍ୟ ସରକାର। ଶନିବାର ଦିନ ଓଡ଼ିଶା ସରକାର ଘୋଷଣା କରିଛନ୍ତି ଯେ ଅଗଷ୍ଟ…

ସହରରେ ବିଶୁଦ୍ଧ ଜଳ ଯୋଗାଣ

ପୁରୀ : ପୁରୀରେ ଶୁଭାରମ୍ଭ ହୋଇଥିଲା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନା। ମୁଖ୍ୟମନ୍ତ୍ରୀ ବିଧିବଦ୍ଧ ଭାବେ ଏହାକୁ ଲୋକାର୍ପଣ କରିଥିଲେ। ଆଜି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ଜଳର ମାନ ପରଖିବା ସହ ସମିକ୍ଷା କରିଛନ୍ତି। ପ୍ରଥମ ସହର ଭାବେ ପୁରୀରେ ଆରମ୍ଭ ହୋଇଥିବା ଏହି…

ଘର ଭିତରୁ ଲୁଟପାଟ , ଟଙ୍କା ସହ ସୁନା ଗହଣା ଚୋରି

ରାୟଗଡା: ସହରରେ ବଡଧରଣର ଚୋରି  ୩୦ ଲକ୍ଷ ଟଙ୍କା ସମେତ ୧୦୦ ଗ୍ରାମ ସୂନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ । ରାୟଗଡା ସହରର ରୟତ କୋଲନୀ ଷଷ୍ଠ ଲେନରେ ବଡଧରଣର ଚୋରି । ଗୃହ ମାଲିକ ଓ ପରିବାର ଲୋକ ଗାଁକୁ ଯାଇଥିବା ସମୟରେ ଏହି ଚୋରି ଘଟିଛି । ଦୁର୍ବୃତମାନେ ସାଇ ଗଣେଶ ଶର୍ମା ନାମକ ଜଣେ…