Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାକୁ ତୁରନ୍ତ ସାର ଯୋଗାଇବାକୁ ପ୍ରତିଶ୍ରୁତି ଦେଲେ କେନ୍ଦ୍ରମନ୍ତ୍ରୀ, ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ଖରିଫ ଋତୁରେ ଓଡ଼ିଶାକୁ ନିଅଣ୍ଟିଆ ସାର ଯୋଗାଣ ହୋଇଛି । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ମୁଖ୍ୟମନ୍ତ୍ରୀ ଚିଠି ଲେଖି ଅବଗତ କରାଇଥିବା ବେଳେ ତାଙ୍କୁ ଭେଟି ଆଲୋଚନା କରିଛନ୍ତି ବିଜେଡି ସାଂସଦ । ଦିଲ୍ଲୀରେ ଆଜି ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ…

ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ୱର: ଜୁଲାଇ ଶେଷ ସୁଦ୍ଧା ପୂରଣ ହେଲା ଟାର୍ଗେଟ । ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଗତକାଲି ସୁଦ୍ଧା ଭୁବନେଶ୍ୱରରେ ୧୮ଲକ୍ଷ ୩୫ହଜାର ୯୦୩ ଡୋଜ୍ ଟିକା ଦିଆଯାଇଛି । ସେଥିରୁ ପ୍ରଥମ ଡୋଜ୍ ଟିକା ନେଇଛନ୍ତି ୧୦ଲକ୍ଷ ୫୯ହଜାର ୭୫୩ ଜଣ । ୭ଲକ୍ଷ ୭୬ହଜାର…

କୁକୁଡ଼ା ଖାଇବାକୁ ଆସି ଧରାପଡ଼ିଲା ୯ ଫୁଟର ଅଜଗର

ମାଲକାନଗିରି: କୁକୁଡା ଖାଇବାକୁ ଯାଇ ଧରାପଡ଼ିଲା ବିରାଟକାୟ ଅଜଗର । ମାଲକାନଗିରି ଜିଲ୍ଲା ସିଙ୍ଗରାଜକୋଣ୍ଡା ଗାଁରେ ଦେଖିବାକୁ ମିଳିଛି ଏକ ଘଟଣା । ଗାଁ କୋଷା ମାଢିଙ୍କିଙ୍କ ପୋଷା କୁକୁଡା ହଜି ଯାଇଯାଇଥିଲା । ଖୋଜାଖୋଜି ପରେ ସେ ପାଇ ନଥିଲେ । ଏତିକିବେଳେ କୁକୁଡା ଘର ଭିତରେ ପଶିଥିଲା ଅଜଗର ।…

ଭାଙ୍ଗିଲା ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ବନ୍ଧ, ୧୦ ଫୁଟର ଘାଇ

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲାରେ ଇନ୍ଦ୍ରାବତୀ ଉଠା ଜଳସେଚନ କେନାଲ ବନ୍ଧ ଭାଙ୍ଗିଯିବାରୁ ଘାଇ ସୃଷ୍ଟି ହେଇଛି । ଗତକାଲି ବିଳମ୍ବିତ ରାତିରେ କୋକସରା ବ୍ଲକ ମାଝିଗୁଡା ନିକଟରେ ୧୦ ଫୁଟରୁ ଅଧିକ ଘାଇ ସୃଷ୍ଟି ହେଇଛି । ପ୍ରଥମ ବର୍ଷର ଜଳ ନିଷ୍କାସନ ବେଳେ କେନାଲ ବନ୍ଧ ଭାଙ୍ଗି ଯାଇଛି । ଶହ ଶହ…

ଓଡ଼ିଶାକୁ ସାର ଯୋଗାଣ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି । ଓଡିଶାକୁ ସାର ଯୋଗାଣ ନେଇ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ । ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ମେ, ଜୁନ୍ ଓ ଜୁଲାଇ ମାସରେ କମ୍ ସାର ଯୋଗାଣ ହୋଇଛି । ଖରିଫ ଋତୁ ସମୟରେ…

ଅପରାହ୍ମ ସାଢ଼େ ୩ଟାରେ ଆସିବ ଅଗଷ୍ଟ ଗାଇଡଲାଇନ୍: କଣ ରହିବ ଖୋଲା ଓ କଣ ବନ୍ଦ ?

ଭୁବନେଶ୍ୱର: କୋଭିଡ୍ ମୁକାବିଲାରେ କଣ ରହିବ ଅଗଷ୍ଟ ମାସ ପାଇଁ ରଣନୀତି ? ଆଜି ଆସିବ ଗାଇଡଲାଇନ୍ । ଅପରାହ୍ଣ ସାଢ଼େ ୩ଟାରେ ପ୍ରେସ ବିବୃତ୍ତି ଜାରି କରିବେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଗାଇଡଲାଇନ୍ ବାବଦରେ ରାଜ୍ୟବାସୀଙ୍କୁ ସୂଚନା ଦେବେ । ବର୍ତ୍ତମାନର…

OSSC ସଦସ୍ୟଙ୍କ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁ ଗିରଫ

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଶନ(OSSC) ସଦସ୍ୟଙ୍କ କୋଟିପତି ବ୍ୟକ୍ତିଗତ ସଚିବ ଗିରଫ । ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏବେ ତାଙ୍କର ଅମାପ ସମ୍ପତ୍ତିର ହିସାବ ନିକାଶ ଚାଲିଛି । ଗିରଫ ପରେ ବିରଞ୍ଚି ନାରାୟଣ ସାହୁଙ୍କୁ ପଚରାଉଚରା କରୁଛି…

ଆଜି ଓଡ଼ିଶାରୁ ୧୫୭୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୫ଶହ ୭୮ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୯୧୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୬୩ । ଏହି ସମୟରେ ରାଜ୍ୟରେ ୭୨ହଜାର ୨୩୩ କୋଭିଡ୍ ଟେଷ୍ଟ ହୋଇଛି ।…

ଆଜି ସନ୍ଧ୍ୟାରେ ବାହାରିବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏଥିପାଇଁ ଛାତ୍ରଛାତ୍ରୀ http://orissaresults.nic.inରୁ ନିଜ ଫଳାଫଳ ଦେଖିପାରିବେ । ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ରେଜଲ୍ଟ ପ୍ରକାଶ ପାଇବ । ଖୁବଶୀଘ୍ର କଳା ଓ ଧନ୍ଦାମୂଳକ…

ବଲାଙ୍ଗିର ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ମାନ୍ୟତା

ଭୁବନେଶ୍ବର : ବଲାଙ୍ଗିର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଛି ୟୁଜିସି ମାନ୍ୟତା । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିବା ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ…