Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତାକାଲି ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର…

Ama Bus Crashes: ଟ୍ୟାଙ୍କର ସହ ପିଟିହେଲା ‘ଆମ ବସ୍’, ୧୫ ଆହତ, ଗୁରୁତର ଆହତ ବଡ ମେଡିକାଲରେ ଭର୍ତ୍ତି…

ଭୁବନେଶ୍ବର: ପୁଣି ଆମ ବସ୍ ଦୁର୍ଘଟଣା । ମଙ୍ଗଳବାର ସକାଳୁ ଚୌଦ୍ୱାରର ଟାଙ୍ଗୀ ପୋଲିସ ସୀମା ଅନ୍ତର୍ଗତ ଛତିଲାଗଡ଼ା ନିକଟରେ ଏକ ଆମ ବସ୍ ଛିଡା ହୋଇଥିବା ଟ୍ୟାଙ୍କର ସହିତ ଧକ୍କା ହୋଇଛି । ଫଳରେ ଅତି କମରେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି । ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

Utkal University: ବାଣୀବିହାର ବନ୍ଦ ଡ଼ାକରା: ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବା ନେଇ ଚାପା ଉତ୍ତେଜନା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା…

Puri Srimandir: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। । ଶ୍ରଦ୍ଧାଳୁମାନେ…

Vice Presidential election: ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ବିରତ ନେଇ ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ଭାରତର ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ। ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟଗ୍ରହଣ। ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି କରାଯାଇ ଫଳ ଘୋଷଣା କରାଯିବ। ହେଲେ ଉପରାଷ୍ଟ୍ରପତି ନିର୍ବାଚନ ନେଇ ଏବେ ରାଜ୍ୟରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। କାରଣ…

Weather Update: ପୁଣି ଆସୁଛି ଆଉ ଏକ ଲଘୁଚାପ, ୧୩ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଏହାରି ଭିତରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଫଳରେ ୧୦ରୁ ବଢିବ ବର୍ଷାର ପରିମାଣ। ୧୩ ଓ ୧୪ ତାରିଖ ବେଳକୁ କେନ୍ଦ୍ରୀୟ ତଥା ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ଅଧିକ ପ୍ରଭାବ ଦକ୍ଷିଣ…

ସ୍ଵର୍ଗତ ବିଭୂତି ଭୂଷଣଙ୍କ ସ୍ମୃତିରେ’ବିଭୂତି ବିଭବ’କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ଵର: ସ୍ଵର୍ଗତ ବିଭୂତି ଭୂଷଣ ପ୍ରଧାନଙ୍କ ରଚନାରେ ଗ୍ରାମୀଣ ଜୀବନର ନିଚ୍ଛକତା ସହ ମନର ତୁଚ୍ଛତା ମଧ୍ୟ ଅତି ଯୋଗ୍ୟ ଭାବରେ ବର୍ଣ୍ଣିତ ହୋଇଥାଏ। ତାଙ୍କର ରଚନାର ପ୍ରତ୍ୟେକ ବାକ୍ୟ ଉଭୟ ହସେଇ, କନ୍ଦେଇ ଓ ଭିଜେଇ ଦେଇପାରେ। ସେ ହେଉଛନ୍ତି ଆମେ ଛାଡ଼ି ଆସିଥିବା ସ୍ମୃତିର ଚିତ୍ରକର। କୁହାଯାଏ…

ବିଜେଡିର ନବନିଯୁକ୍ତ ଯୁବ ଛାତ୍ର ସଭାପତିଙ୍କ ଦାୟିତ୍ୱ ଗ୍ରହଣ; ନବୀନ ପଟ୍ଟନାୟକଙ୍କୁ ପୁଣି ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର:ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିକଟରେ ମନୋନୀତ ହୋଇଥିବା ଯୁବ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ସଭାପତି ଇପ୍ସିତା ସାହୁ ଆଜି ଶତାଧିକ ଯୁବ ଛାତ୍ର କର୍ମୀଙ୍କ ସହ ଏକ ପଟୁଆରରେ ଆସି ଶଙ୍ଖ ଭଵନରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଶଙ୍ଖ ଭଵନରେ ଦୁଇ ନେତାଙ୍କୁ…

ଭିତରକନିକାରେ ମା ଓ ପୁଅ ନିଖୋଜ ଘଟଣା; ୫ ଦିନ ପରେ ଉଦ୍ଧାର

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ଥିବା ବାଉଁସଗଡା ନଦୀରେ କଙ୍କଡ଼ା ଧରୁଥିବା ସମୟରେ ଜଣେ ମହିଳା ଓ ତାଙ୍କ ପୁଅ ପାଞ୍ଚ ଦିନ ପୂର୍ବେ ନିଖୋଜ ହୋଇଯାଇଥିଲେ। ସୋମବାର ଦିନ ଉଭୟ ହାବାଲା ଜଙ୍ଗଲରେ ସୁରକ୍ଷିତ ଭାବରେ ମିଳିଥିବାର ସୂଚନା ମିଳିଛି। ଉଭୟ…

ରାସନ ଚାଉଳକୁ ନେଇ ବାପାଙ୍କୁ ହତ୍ୟା କରିଥିଲା ପୁଅ; ଏବେ ଆଜୀବନ କାରାଦଣ୍ଡ

ଯାଜପୁର:ପିତୃହନ୍ତା ଯୁବକକୁ ଆଜୀବନ କାରାଦଣ୍ଡାଦେଶ । ୨୦୨୦ ବିଞ୍ଝାରପୁର ବାଛୋଳ ଗାଁ ହତ୍ୟାକାଣ୍ଡ ମାମଲାରେ ଆସିଲା ରାୟ । ଦୋଷୀ ଗୁରୁଚରଣ ବେହେରାକୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଜିଲ୍ଲା ଦୌରାଜଜ୍ । ରାସନ ଚାଉଳକୁ କେନ୍ଦ୍ର କରି ବଚସା ପରେ ବାପାକୁ ହତ୍ୟା କରିଥିଲା । ୧୮ ପୃଷ୍ଠାର…