Latest Odisha News

BREAKING NEWS

Browsing Category

ଓଡିଶା

Odisha

କେବେ ଦୁଃଖ ଶୁଣିବେ ସରକାର ??

ଯାଜପୁର : ଗ୍ରାମାଂଚଳର ଉନ୍ନତିକରଣ ପାଇଁ ସରକାରଙ୍କ ପକ୍ଷରୁ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । ପ୍ରସ୍ତୁତ ହୋଇଛି ଯୋଜନା ପରେ ଯୋଜନା । କିନ୍ତୁ ଏହି ଯୋଜନା ସେମିତି ରହିଯାଇଛି ଯାଜପୁର ବିଂଝାରପୁର ବ୍ଲକ ଥଟାରି ସାହିରେ । ଦୀର୍ଘ ବର୍ଷ ପରେ ବି ପହଂଚିପାରିନାହିଁ ବିକାଶର ପଦଚିହ୍ନ ।…

ରାଜ୍ୟର ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି

ଭୁବନେଶ୍ବର : ଶିକ୍ଷକଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ୬୩ ହଜାର ୩୦୩ ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି…

OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ଷ୍ଟାଫ୍ ସିଲେକସନ୍ କନିଶନ ବା OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ଭୁବନେଶ୍ୱରରେ ୬ଟି ସ୍ଥାନରେ ରେଡ୍ ହୋଇଛି । ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ସାମିଲ…

ଅଗଷ୍ଟ ୧ରୁ ଅନଲକ୍ ହେବନି ସାରା ଓଡ଼ିଶା ! ପରୋକ୍ଷରେ ଇସାରା କଲେ ଡିଏମଇଟି

ଭୁବନେଶ୍ୱର: ଆସନ୍ତା ୧ ତାରିଖର ସକାଳ ୬ଟାରେ ଶେଷ ହେଉଛି ତୃତୀୟ ପର୍ୟ୍ୟାୟ ଆଂଶିକ ଲକଡାଉନ୍ । ୧ ତାରିଖରୁ ସାରା ଓଡ଼ିଶା ସମ୍ପୂର୍ଣ୍ଣ ଅନଲକ ହୋଇ ନପାରେ । ଡିଏମଇଟି ଡାକ୍ତର ସିବିକେ ମହାନ୍ତି ଆଜି ଗଣମାଧ୍ୟମକୁ ଦେଇଥିବା ସୂଚନାରୁ ଏଭଳି ଇସାରା ମିଳିଛି । ସେ କହିଛନ୍ତି, ରାଜ୍ୟରେ…

ପୁରୀ ବେଳାଭୂମିରେ ହେବ ନାହିଁ ମଦ କୁଡ଼ିଆ ଯୋଜନା

ପୁରୀ: ପୁରୀ ବେଳାଭୂମିରେ ହେବନାହିଁ ବିଚ୍ ସ୍ୟାକ୍ସ ଯୋଜନା ବା ମଦ କୁଡ଼ିଆ ଯୋଜନା । ଏହାକୁ ପ୍ରତ୍ୟାହାର କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା । ଗୋଆ ଭଳି ପୁରୀ ବେଳାଭୂମରେ ବିଚ୍ ସ୍ୟାକ୍ସ ଯୋଜନା କରାଯାଇଥିଲା । ଏହାକୁ ନେଇ ବିଭିନ୍ନ ମହଲରୁ ଉଠିଥିଲା ବିରୋଧର ସ୍ୱର…

ବିଦ୍ୟୁତ ଆଘାତରେ ୬ ଦାଦନଙ୍କର ମୃତ୍ୟୁ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଲାଙ୍କାଭାନିଦିବାରେ ଅଘଟଣ ଘଟିଛି । ବିଦ୍ୟୁତ ଆଘାତରେ ୬ ଜଣ ଦାଦନଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ୬ ଜଣ ରାୟଗଡ଼ା ଗୁଣୁପୁର ଅଞ୍ଚଳର ବୋଲି ଜଣାପଡିଛି । ଶୁକ୍ରବାର ସକାଳୁ ଚିଙ୍ଗୁଡ଼ି ବନ୍ଧରେ କାମ କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି ।

ରାଜ୍ୟରେ ୬୩ହଜାର ପ୍ରାଥମିକ ଶିକ୍ଷକଙ୍କୁ ପଦୋନ୍ନତି ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି । ଏହାଦ୍ୱାରା ରାଜ୍ୟର ୬୩ହଜାର…

ପିପିଲି-ନିମାପଡ଼ା ଓଭରବ୍ରିଜ୍ ଉପରୁ କୋଟିଏ ଟଙ୍କାର ବ୍ରାଉସୁଗର ଜବତ, ଜଣେ ଗିରଫ

ପୁରୀ: କ୍ରାଇମବ୍ରାଞ୍ଚ ଏସଟିଏଫ୍ ହାତରେ ପୁଣି ଧରାପଡ଼ିଛନ୍ତି ବ୍ରାଉନସୁଗର ବେପାରୀ । କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ପୁରୀ ଜିଲ୍ଲା ପିପିଲି-ନିମାପଡ଼ା ଓଭରବ୍ରିଜ ଉପରୁ ୧କିଲୋ ୪୮ଗ୍ରାମ୍ ବ୍ରାଉନସୁଗର ଜବତ କରିଛି ଏସଟିଏଫ୍ । ଏହି ଘଟଣାରେ ଜଣେ ବେପାରୀକୁ ଗିରଫ କରାଯାଇଛି ।…

ମାଟ୍ରିକ ପରୀକ୍ଷା ଦେଉଛନ୍ତି ସୋରଡ଼ା ବିଧାୟକ

ସୋରଡ଼ା(ଗଞ୍ଜାମ): ବିଧାୟକ ଦେଉଛନ୍ତି ମାଟ୍ରିକ ପରୀକ୍ଷା । ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସାହୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା ଦେଉଛନ୍ତି । ସୋରଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରରେ ବିଧାୟକ ପରୀକ୍ଷା ଦେଉଛନ୍ତି । ତିନି ତିନି ଥର ସୋରଡ଼ା ଆସନରୁ ବିଧାୟକ ହୋଇଛନ୍ତି…

ଆଜି ଦିନ ୨ଟାରେ ବାହାରିବ CBSE ଦ୍ୱାଦଶ ରେଜଲ୍ଟ, ଏମିତି ଜାଣିବେ ଫଳାଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ । ଦିନ ୨ଟାରେ ରେଜଲ୍ଟ ବାହାରିବ । ଏନେଇ ସିବିଏସଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଫଳାଫଳ ଘୋଷଣା ପରେ ଛାତ୍ରଛାତ୍ରୀ cbseresults.nic.in ଓ୍ୱେବସାଇଟରୁ ନିଜ ନିଜ ରେଜଲ୍ଟ ଦେଖିପାରିବେ । ରୋଲ୍ ନମ୍ୱର ଜରିଆରେ ନିଜ…