Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଲିମ୍ପିକ୍ସ ୧୦୦ ମିଟର ହିଟରେ ନିରାଶ କଲେ ଦୂତୀ ଚାନ୍ଦ

ଟୋକିଓ: ଅଲିମ୍ପିକ୍ସ ଶହେ ମିଟର ରେସ୍ ହିଟ ରାଉଣ୍ଡରେ ନିରାଶ କରିଛନ୍ତି ଓଡ଼ିଶାର ଦୌଡ଼ରାଣୀ ଦୂତୀ ଚାନ୍ଦ । ଶହେ ମିଟର ଦୌଡ଼ (ରାଉଣ୍ଡ-୧)ର ହିଟ-୫ରେ ସେ ଦୌଡ଼ିଥିଲେ । ଭଲ ପ୍ରଦର୍ଶନ ସତ୍ତ୍ୱେ ସପ୍ତମ ସ୍ଥାନରେ ରହିଥିଲେ ଦୂତୀ ଚାନ୍ଦ । ଶହେ ମିଟର ଅତିକ୍ରମ କରିବା ପାଇଁ ସେ ନେଇଥିଲେ ୧୧.୫୪…

ଆଉ କେଇ ମିନିଟରେ ଅଲିମ୍ପିକ୍ସ ୧୦୦ ମିଟର ଟ୍ରାକକୁ ଓହ୍ଲାଇବେ ଦୂତୀ

ଟୋକିଓ: ଆଉ କିଛି ମିନିଟର ଅପେକ୍ଷା । ଟୋକିଓ ଅଲିମ୍ପିକ୍ସ ଟ୍ରାକକୁ ଓହ୍ଲାଇବେ ଓଡ଼ିଶାର ଦୌଡ଼ରାଣୀ । ଭାରତୀୟ ସମୟ ସକାଳ ୯ଟା ୧୭ ମିନିଟରେ ଶହେ ମିଟର ଟ୍ରାକରେ ଭାଗ୍ୟ ପରୀକ୍ଷା କରାଇବେ ଦୂତୀ ଚାନ୍ଦ । ହିଟ ନମ୍ବର ୫ରେ ଦୌଡ଼ିବେ ଦୌଡ଼ରଣୀ । ୫ ନମ୍ବର ହିଟରେ ଦୂତି ଚାନ୍ଦଙ୍କ ସହ ଜମାଇକା,…

ରାଜ୍ୟରେ ୧୫ଶହକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୨.୦୫%

ଭୁବନେଶ୍ୱର: ରାଜ୍ୟରେ ୧୫ ଶହକୁ ଖସିଲା କରୋନାର ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ଶହ ୫୮ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟାଇନରୁ ୯୦୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫୪ । ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍ ୭୫ ହଜାର ୮୬୮ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୨.୦୫…

ଆଜିଠୁ ଅଫଲାଇନ୍ ମାଟ୍ରିକ ପରୀକ୍ଷା, ୧୫ହଜାରରୁ ଅଧିକ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆରମ୍ଭ ହେଉଛି ଅ୍ ଲାଇନ୍ ମାଟ୍ରିକ ପରୀକ୍ଷା । ୫୦୪ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ ହଜାରରୁ ଅଧିକ ଛାତ୍ରଛାତ୍ରୀ । ଚଳିତବର୍ଷ କରୋନା ଯୋଗୁ ମାଟ୍ରିକ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିଲା । ଫଳାଫଳକୁ ନେଇ…

ଓଡ଼ିଆ ଆଇପିଏସ୍ ସତ୍ୟ ନାରାୟଣ ପ୍ରଧାନଙ୍କୁ ଏନସିବି ନିର୍ଦ୍ଦେଶକ ଦାୟିତ୍ବ

ନୂଆଦିଲ୍ଲୀ : ଓଡିଆ ଆଇପିଏସ ସତ୍ୟ ନାରାୟଣ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବିର ନୂଆ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ନେଲେ ସତ୍ୟନାରାୟଣ ପ୍ରଧାନ । ରାକେଶ ଆସ୍ଥାନାଙ୍କ ଠାରୁ ସେ ବିଦ୍ଧିବଦ୍ଧ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚ୍…

ମେଡିକାଲ ପାଠ୍ୟକ୍ରମ ପାଇଁ ସଂରକ୍ଷଣ, ଓବିସିଙ୍କୁ ୨୭% ଓ ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କୁ ୧୦%

ନୂଆଦିଲ୍ଲୀ : ମେଡିକାଲ ପାଠ୍ୟକ୍ରମ କ୍ଷେତ୍ରରେ କେନ୍ଦ୍ର ସରକାର ନେଇଛନ୍ତି ଐତିହାସିକ ପଦକ୍ଷେପ । ମେଡିକାଲ ଶିକ୍ଷାରେ ସଂରକ୍ଷଣ ଦେବା ପାଇଁ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଅନ୍ୟାନ୍ୟ ଅନଗ୍ରସର ଶ୍ରଣୀ ବା ଓବିସିଙ୍କ ନାଇଁ ୨୭ ପ୍ରତିତ ଓ ଆର୍ଥିକ ଦୁର୍ବଳ ଶ୍ରେଣୀଙ୍କ…

ଭିଟାମାଟି ହରାଇ ବେସାହାରା ବିସ୍ଥାପିତ

ନୂଆପଡା : ବଢ଼ୁଛି ଅସନ୍ତୋଷ । ଜୋର ଜବରଦସ୍ତ ବିସ୍ଥାପିତଙ୍କ ଘର ଭାଙ୍ଗିଲା ପ୍ରଶାସନ । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ବିସ୍ଥାପିତଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ ହୋଇ ସାରିଥିବା ବେଳେ ଏବେ ମଧ୍ୟ ବିସ୍ଥାପିତଙ୍କ…

ସାରା ରାଜ୍ୟରେ ଆରମ୍ଭ ହେଲା ଗୋଟିଏ ଦେଶ, ଗୋଟିଏ ରାସନ ଯୋଜନା

ଭୁବନେଶ୍ବର : ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ଓଡ଼ିଶାର ସବୁ ଜିଲ୍ଲାରେ ଗୋଟିଏ ଦେଶ, ଗୋଟିଏ ରାସନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ…

କଟକ ଏସସିବି ମେଡିକାଲରେ ପହଞ୍ଚିଲା ଆଉ ୪ଟି ଏକ୍‌ମୋ ମେସିନ

କଟକ : କଟକ ଏସସିବି ମେଡିକାଲରେ ପହଞ୍ଚିଲା ଆଉ ୪ଟି ଏକ୍‌ମୋ ମେସିନ । ଏହାକୁ ମିଶାଇ ତିନୋଟି ପର୍ଯ୍ୟାୟରେ ପହଞ୍ଚିଛି ମୋଟ ୯ଟି ଏକମୋ ମେସିନ । ଏଥିପାଇଁ ବୈଷୟିକ ଟିମ୍‌କୁ ଚୟନ କରାଯାଇଛି । ଏହି ବୈଷୟିକ ଟିମକୁ ପ୍ରଶିକ୍ଷଣ ପାଇଁ କୋଲକାତା ପଠାଯାଇଛି । ଅଗଷ୍ଟ ୧୫ ତାରିଖରେ ଏହି ଏକମୋ…

ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର

ଭୁବନେଶ୍ବର : ଧୀରେ ଧୀରେ ପଶ୍ଚିମ ମୁହାଁ ହେଉଛି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର । ଏହାର ପ୍ରଭାବରେ ଉତ୍ତର-ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଉପରେ ଲଘୁଚାପର ସର୍ବାଧିକ ପ୍ରଭାବ ସମ୍ଭାବନା…