Latest Odisha News

BREAKING NEWS

Browsing Category

ଓଡିଶା

Odisha

ବୁଲେଟ୍ ପାଇଁ ବୋହୂକୁ ହତ୍ୟା ଅଭିଯୋଗ

ନୟାଗଡ଼ : ନୟାଗଡ଼ ସଦର ଥାନା ଖେଡ଼ପଡ଼ା ଗାଁରେ ଅଭାବନୀୟ ଘଟଣା । ଯୌତୁକ ବାବଦରେ ବୁଲେଟ୍ ନଦେବାରୁ ବୋହୂକୁ ହତ୍ୟା ଅଭିଯୋଗ । ଝୁଲନ୍ତା ଅବସ୍ଥାରେ ନବବଧୂଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ମଧୁପୁର ଗାଁର ସୁଭଦ୍ରା ନାୟକ ଖେଡ଼ପଡ଼ାର…

ମାଷ୍ଟର କ୍ୟାଣ୍ଟିନ୍‍ ଘୋଡ଼ା

 ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଗୋଟିଏ ଜାତିର, ଗୋଟିଏ ସଂସ୍କୃତିର, ଗୋଟିଏ ସହରର କିଛି ନା କିଛି ପରିଚୟ ଥାଏ । ତାହା ଛୋଟିଆ ଚିତ୍ରଟେ କି ପଥର ଖଣ୍ଡେ ହେଉ ପଛେ । ସେମିତି ଭୁବନେଶ୍ୱରକୁ ଯେଉଁମାନେ ଆସନ୍ତି, ମାଷ୍ଟର କ୍ୟାଣ୍ଟିନ୍‍ ଘୋଡ଼ା ତାଙ୍କ ଆଖି…

ବର୍ଷା ପାଇଁ ଡ଼ଙ୍ଗର ବୁଢା ପୂଜାର ପରମ୍ପରା

ଟିଟିଲାଗଡ଼ : ବାଜୁଛି ଢୋଲ, ନିଶାନ, ତାଷା । ଆଉ ମୁହୁରିର ତାଳେ ତାଳେ ଗାଁ ଦାଣ୍ଡ ବି ଦୁଲୁକି ଉଠୁଛି । ହାତରେ ଖଣ୍ଡା, ତଳବାର, ଧନୁ ତୀର ବି ରହିଛି । ଧୁମ ଧାମ ରେ ବାଦ୍ୟର ତାଳେ ତାଳେ ନାଚ ନାଚି ଆଗକୁ ବଢିଚାଲିଛନ୍ତି । ଏ ଦୃଶ୍ୟ ହେଉଛି ଟିଟିଲାଗଡ଼ ନିକଟ ଶଗଡ଼ଘାଟ ଗ୍ରାମ ପଂଚାୟତର ।…

ନଷ୍ଟ ହେବାରେ ଲାଗିଛି ସଂରକ୍ଷିତ ଜଙ୍ଗଲ

ବଲାଙ୍ଗିର : ଗନ୍ଧମାର୍ଦନ ଜଙ୍ଗଲ ରାସ୍ତା ନିର୍ମାଣରେ ରେଂଜରଙ୍କ ମନମାନି । ବେଆଇନ୍ ଭାବେ ସଂରକ୍ଷିତ ଜଙ୍ଗଲରୁ ମାଟି ଉଠାଇ ତିଆରି କରିଛନ୍ତି ରାସ୍ତା । ଏପରିକି ଜଙ୍ଗଲରୁ ମାଟି ଉଠାଇବା ପାଇଁ ତହସିଲଦାରଙ୍କ ଠାରୁ ଅନୁମତି ମଧ୍ୟ ନିଆଯାଇ ନାହିଁ । ଏଭଳି  ଅଭିଯୋଗ ଆସିଛି ବଲାଙ୍ଗିର  ଖପ୍ରାଖୋଲ…

ଦିଲ୍ଲୀରୁ ଚୋରି, ଭୁବନେଶ୍ୱରରୁ ମହିଳା ଗିରଫ

ଭୁବନେଶ୍ୱର: ଦିଲ୍ଲୀରୁ ଚୋରି । ଭୁବନେଶ୍ୱରରୁ ଗିରଫ । ଦିଲ୍ଲୀରୁ କୋଟିଏ ଟଙ୍କାର ସୁନା ଗହଣା ଚୋରି କରି ଖସି ଆସିଥିବା ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଭୁବନେଶ୍ୱର ସାଳିଆ ସାହିରୁ ତାଙ୍କୁ ଗିରଫ କରିଛି ପୋଲିସ । କମିଶନରେଟ ପୋଲିସ ସହାୟତରେ ମହିଳାଙ୍କୁ ବାନ୍ଧିଛି ଦିଲ୍ଲୀ ପୋଲିସ । ଜବତ…

ପୁରୀ ଅଠରନଳାରେ ଘନ ଘନ ବୋମାମାଡ଼

ପୁରୀ: ରଥଯାତ୍ରା ସରିବା ପରେ ପୁଣି ଅଶାନ୍ତ ହୋଇ ପଡିଛି ପୁରୀ ସହର । ତିନି ଦିନ ତଳେ ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ଗତକାଲି ରାତିରେ ଅଠର ନଳାରେ ଘନ ଘନ ବୋମାମାଡ଼ ହୋଇଛି । ଏକ ଦୋକାନ ଉପରେ ୫ଟି ବୋମାମାଡ଼ କରିଛନ୍ତି କିଛି ଦୁର୍ବୁତ୍ତ । ତେବେ ଏଥିରେ କାହାର କିଛି କ୍ଷତି ହୋଇ ନାହିଁ ।…

ପ୍ରେମିକ ସାଜିଲା ପିଶାଚ: ପ୍ରେମିକାକୁ ଜୀଅନ୍ତା ଜାଳିଦେଲା

ଗଞ୍ଜାମ: ପ୍ରେମିକ ସାଜିଲା ପିଶାଚ । ଯାହାକୁ ଭଲ ପାଉଥିଲା ତାକୁ ପୋଡ଼ି ମାରି ଦେଲା । ଯୁବତୀଙ୍କୁ ଜୀଅନ୍ତା ଜାଳି ଦେଇଥିବା ଅଭିଯୋଗ । ଏଭଳି ବାଭତ୍ସ ଓ ହୃଦୟବିଦାରକ ଘଟଣା ସାମନାକୁ ଆସିଛି ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରୁ । ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଅଭିଯୋଗ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର…

କେନ୍ଦ୍ରାପଡ଼ା ସହର ଓ ୪ ପଞ୍ଚାୟତରୁ ହଟିଲା ୧୪୪ ଧାରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସହର ସମେତ ଆଖପାଖ ୪ ପଞ୍ଚାୟରୁ ହଟିଲା ୧୪୪ ଧାରା । ପୂର୍ବରୁ ଜାରି ହୋଇଥିବା କଟକଣାକୁ ପ୍ରତ୍ୟାହାର କରି ନେଇଛି ଜିଲ୍ଲା ପ୍ରଶାସନ । କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେବାରୁ, ଶାନ୍ତି ବଜାୟ ରହିବା ସହ ଆଇନଶୃଙ୍ଖଳା ସ୍ଥିତି ଠିକଠାକ୍ ଥିବାରୁ…

ଲଘୁଚାପ ନେଲା ଓ୍ୱେଲ ମାର୍କଡ୍ ଲୋପ୍ରେସର ରୂପ, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିନ ଘନୀଭୂତ ହୋଇ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ପାଗ ମେଘୁଆ ରହିଛି…