Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡ଼ ଜିଲ୍ଲାରେ ମହିଳା ଏସଏଚିଜିଙ୍କୁ ନୂଆ ଦାୟିତ୍ବ, ଖରିଫ୍ ଧାନ ସଂଗ୍ରହ କରିବେ ୮ ଏସଏଚଜି

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ କେବଳ ପାରମ୍ପରିକ ସାମଗ୍ରୀ ପ୍ରସ୍ତୁତିରେ ସୀମିତ ହୋଇ ରହି ନାହାନ୍ତି । ସେମାନଙ୍କୁ ବିଭିନ୍ନ ଦାୟିତ୍ବ ଦିଆଯାଇ ସଶକ୍ତ କରାଯାଉଛି । ଏ କ୍ଷେତ୍ରରେ ଏସଏଚଜି ମହିଳାଙ୍କୁ ଆଉ ପାଦେ ଆଗକୁ ନେବା ପାଇଁ ଜିଲ୍ଲା ପ୍ରଶାସନ…

କାଲି ଖୋଲିବ ସ୍କୁଲ, ପାଠପଢ଼ିବେ ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲା

ଭୁବନେଶ୍ବର : ଆସନ୍ତାକାଲି ଖୋଲିବ ସ୍କୁଲ । ପାଠ ପଢ଼ିବେ ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲା । ଏନେଇ ସବୁ ପ୍ରସ୍ତୁତି ସରିଛି । କିପରି ଗାଇଡଲାଇନ୍ ଅନୁସାରେ ସ୍କୁଲ ଖୋଲିବ, ସେନେଇ ଜିଲ୍ଲାପାଳଙ୍କ ସହ ଡିଇଓ ଓ ବିଇଓଙ୍କ ବୈଠକ ଅନୁଷ୍ଠିତ ହୋଇଛି । ସ୍କୁଲରେ ସାନିଟାଇଜର, ଥର୍ମାଲ ସ୍କାନିଂ ଓ…

‘ମନ୍ କି ବାତ୍’ରେ ସମ୍ବଲପୁରର ଇଷାକ ମୁଣ୍ଡାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମନ୍ କି ବାତରେ ଆଉ ଜଣେ ଓଡ଼ିଆଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମ୍ବଲପୁର ଜିଲ୍ଲାର ମଫସଲ ଗାଁର ଇଷାକ ମୁଣ୍ଡାକୁ ତାରିଫ କରିଛନ୍ତି । ଦିନ ମଜୁରିଆ ଶ୍ରମିକ ଭାବରେ କାମ କରନ୍ତି ଇଷାକ । କିନ୍ତୁ ସେ କିଭଳି ଜଣେ ଲୋକପ୍ରିୟ ୟୁଟ୍ୟୁବର ହୋଇଛନ୍ତି ସେକଥା…

କେମିତି ରିକ୍ସାବାଲାରୁ ଗ୍ୟାଙ୍ଗଷ୍ଟର ହେଲା ହାଇଦର ?

ଭୁବନେଶ୍ୱର: ରିକ୍ସାବାଲାରୁ ଗ୍ୟାଙ୍ଗଷ୍ଟର । ହାଇଦରର କଳା ସାମ୍ରାଜ୍ୟର ତାଲିକା ଢେର ଲମ୍ବା । ଯେତିକି ଚାଞ୍ଚଲ୍ୟକର ସେତିକି ରହସ୍ୟମୟ । ଆଗରୁ ଦୁଇ ଦୁଇ ଥର ଗୁଳି ଖାଇ ବଞ୍ଚି ଯାଇଥିବା ହାଇଦର ଏଥର ଏନକାଉଣ୍ଟରରେ ନିହତ ହୋଇଛି । ୩୦ ବର୍ଷ ଧରି ଅପରାଧିକ ଦୁନିଆରେ ଜଡ଼ିତ ଥିଲା ।…

ଜୁନ୍ ୨୦୨୨ ସୁଦ୍ଧା ସରିବ ବରମୁଣ୍ଡା ବସଷ୍ଟାଣ୍ଡ ଟର୍ମିନାଲ କାମ, ସ୍ଥିତି ପରଖିଲେ 5T ସଚିବ

ଭୁବନେଶ୍ୱର: ଭୁବନେଶ୍ୱରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ ଭି. କେ. ପାଣ୍ଡିୟାନ୍ । ଆଜି ସକାଳୁ ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ । ବରମୁଣ୍ଡାରେ ନିର୍ମାଣଧୀନ ଅତ୍ୟାଧୁନିକ ଇଣ୍ଟର ଷ୍ଟେଟ୍ ବସ୍ ଟର୍ମିନାଲ କାମର ଅନୁଧ୍ୟାନ କରିଛନ୍ତି ।…

ହାଇଦରକୁ ଏନକାଉଣ୍ଟର ସ୍ଥଳରୁ ମିଳିଲା ୨ଟି ଖୋକା

ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରକୁ ଏନକାଉଣ୍ଟର କରାଯାଇଥିବା ସ୍ଥଳରେ ଖୋଳତାଡ । ଆଜି ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିବା ସହ ପ୍ରମାଣ ଯୋଗାଡ କରିଛି । ଖୋଳତାଡ ବେଳେ ଏନକାଉଣ୍ଟରସ୍ଥଳରୁ ମିଳିଛି ୨ଟି ଖୋକା । ଆଉ କିଛି ଖୋକା ପଡ଼ିଛି କି ନାହିଁ ତଦନ୍ତ କରୁଛି ସାଇଣ୍ଟିଫିକ୍ ଟିମ୍ ।…

ଆଜି ଓଡ଼ିଶାରୁ ୧୮୩୩ କରୋନା ପଜିଟିଭ୍, ୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଟ୍ୟୁ ସ୍ଥିତିରେ ରହିଛି କରୋନାର ଦୈନିକ ସଂକ୍ରମଣ । ଧିରେ ଧିରେ କମୁଛି । ପ୍ରତିଦିନ ପାଖାପାଖି ଦୁଇ ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ଶହ ୩୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୦୬୨ ଓ ଲୋକାଲ୍ କଣ୍ଟାକ୍ଟ…

ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି

କେନ୍ଦ୍ରାପଡ଼ା: ଗ୍ୟାଙ୍ଗଷ୍ଟର ହାଇଦର ପୋଲିସ ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି । ଏହାପରେ କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ଯାଏ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ…

[ଭିଡିଓ] ଓଡିଶାରେ ମାତିଛନ୍ତି ବାହାର ରାଜ୍ୟର ଗଂଜେଇ ବେପାରୀ

ଗୁଣୁପୁର: ଦିନକୁ ଦିନ ଓଡିଶାରେ ଗଂଜେଇ କାରବାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ଖାସ କରି ଗଂଜେଇ ଚାଲାଣରେ ସଂପୃକ୍ତ ରହୁଛନ୍ତି ବାହାର ରାଜ୍ୟର ଲୋକେ । ନିକଟରେ ପୁଣିଥରେ ରାୟଗଡାରେ ଧରାପଡିଛନ୍ତି ଏକାଧିକ ଗଂଜେଇ ବେପାରୀ । ଗିରଫଦାରୀ ସହ ଜବତ ହୋଇଛି ବିପୁଳ ପରିମାଣର ଗଂଜେଇ ଓ ନଗଦ…

ମାତିଛନ୍ତି ନର ପିଶାଚ, ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଅନୁଗୁଳ: ଜଣେ କଲେଜ ଛାତ୍ରୀଙ୍କ ହତ୍ୟା ମାମଲାକୁ ନେଇ ଚର୍ଚ୍ଚାକୁ ଆସିଛି ଅନୁଗୁଳର ଗିରିଧିବାସିଆ ଗାଁ । ଏକ ନାଳ ପାଖରେ ଥିବା ବୁଦାମୂଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ବୃଦ୍ଧି ପାଇଥିଲା । ଆଜି ସକାଳ ପ୍ରାୟ ୮ଟାବେଳେ ଘର ପାଖ ନାଳକୁ ଯୁବତୀ ଜଣକ…