Latest Odisha News

BREAKING NEWS

Browsing Category

ଓଡିଶା

Odisha

ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା: ସୌମ୍ୟରଞ୍ଜଙ୍କ ମାଆ ନା ପତ୍ନୀ, କିଏ କହୁଛନ୍ତି ସତ ?

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଅଡୁଆ ସୂତାରେ ଗୋଡେଇ ହୋଇଛି । ଦିନ ଗଡ଼ିବା ସହ ରହସ୍ୟ ବଢୁଛି । ସାମନାକୁ ଆସୁଛି ନୂଆ ନୂଆ କଥା । ସୌମ୍ୟଙ୍କ ପତ୍ନୀ ତଥା ବୋହୂ ବିଦ୍ୟାଭାରତୀଙ୍କ ଉପରେ ପରିବାର ଲୋକ ଅଭିଯୋଗର ଲମ୍ବା ତାଲିକା ଦେଇଛନ୍ତି । ଏହାପରେ…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ବାହାରିଛନ୍ତି ମହାପ୍ରଭୁ । ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ବଡ଼ ଠାକୁର ଶ୍ରୀବଳଭଦ୍ର ରଥେ ବିଜେ କରିଛନ୍ତି । ସେମାନଙ୍କ ପରେ ପହଣ୍ଡିରେ ଆସି ରଥାରୁଢ଼ ହୋଇଥିଲେ ଦେବା…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲ ଅଧ୍ୟକ୍ଷ । ତାଙ୍କ ନାଁ ସୂର୍ଯ୍ୟ ନାରାୟଣ ରଥ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ସୂର୍ଯ୍ୟନାରାୟଣଙ୍କର ଝାରସୁଗୁଡ଼ା ସ୍ଥିତ ବାସଭବନ ସମେତ ଏକକାଳୀନ 6ଟି ସ୍ଥାନରେ…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ଖୁଲ୍ଲାସା କଲେ ପତ୍ନୀ ବିଦ୍ୟାଭାରତୀ

ମୟୂରଭଞ୍ଜ: ପାରଳାଖେମୁଣ୍ଡି ଏସିଏଫି ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ଓ ବୟାନ ସାମନାକୁ ଆସୁଛି । ହତ୍ୟା ଅଭିଯୋଗ ଆଣି ସୌମ୍ୟଙ୍କ ପତ୍ନୀ ନାଁରେ ଅଭିଯୋଗର ଲମ୍ବା ତାଲିକା ଦେଇଥିଲେ ଶାଶୁ ଘର ଲୋକ । ଏବେ ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ…

ରଥାରୁଢ଼ ହେଲେ ଶ୍ରୀସୁଦର୍ଶନ, ପ୍ରଭୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା

ପୁରୀ: ଜନ୍ମବେଦୀ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଫେରିବେ ମହାପ୍ରଭୁ । ରଥ ଚଢ଼ା ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ସମସ୍ତ ନୀତିକାନ୍ତି ସରିବା ପରେ ନିର୍ଦ୍ଧାରିତ ସମୟର ତିନି ଘଣ୍ଟା ଆଗରୁ ମହାପ୍ରଭୁଙ୍କର ଦିବ୍ୟ ପହଣ୍ଡି ଆରମ୍ଭ ହୋଇଥିଲା । ପ୍ରଥମେ ଗୋଟି…

କାଲି କମିଥିଲା, ଆଜି ବଢ଼ିଲା: ଓଡ଼ିଶାରୁ ୨୦୮୫ କରୋନା ପଜିଟିଭ୍

ଭୁବନେଶ୍ୱର: କାଲି ଦୁଇ ହଜାର ତଳକୁ କମିଥିଲା କରୋନା ସଂକ୍ରମଣ । ଆଜି ପୁଣି ଦୁଇ ହଜାର ଡେଇଁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨ହଜାର ୮୫ ନୂଆ ଆକ୍ରାନ୍ତ . ଗତକାଲି ଏହି ସଂଖ୍ୟା ଥିଲା ୧ହଜାର ୬୪୮ । ଅର୍ଥାତ ଗତକାଲି ଅପେକ୍ଷା ଆଜି ପାଖାପାଖି ୪ଶହ ଅଧିକ ସଂକ୍ରମିତ ହୋଇଛନ୍ତି ।…

ବାହୁଡ଼ା ଯାତ୍ରା ପାଇଁ ପୋଲିସ ଛାଉଣୀରେ ପୁରୀ ସହର

ପୁରୀ: ବିନା ଭକ୍ତରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ହେଉଛି । ସହରରେ ଲାଗିଛି ୪୮ ଘଣ୍ଟିଆ କର୍ଫ୍ୟୁ । ଆସନ୍ତାକାଲି ରାତି ୮ଟା ଯାଏ ବଳବତ୍ତର ରହିବ । ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଜାରି ହୋଇଛି । ପୋଲିସ ଛାଉଣୀରେ ପୁରୀ ସହର । ପଇଁତରା ମାରୁଛି ପୋଲିସ ପାଟ୍ରୋଲିଂ…

ଆଜି ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା

ପୁରୀ: ଜନ୍ମବେଦୀରେ ସରିଲା ମହାପ୍ରଭୁଙକ୍ ଲୀଳାଖେଳା । ନବଦିନାତ୍ମକ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ବାହାରିବେ ଚତୁର୍ଦ୍ଧା ମୂର୍ତ୍ତି । ପୁଣି ଥରେ ରଥ ଚଢ଼ି ବାହୁଡ଼ିବେ ଶ୍ରୀଜିଉ । ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅପେକ୍ଷାରତ ଅଛନ୍ତି ତାଳଧ୍ୱଜ, ଦେବଦଳନ ଓ…

ସୌମ୍ୟରଞ୍ଜନ ଓ ବିଦ୍ୟା ଭାରତୀଙ୍କ ମୋବାଇଲ୍ ଜବତ କଲା ପୋଲିସ

ବାଲେଶ୍ବର : ଖୋଲିବ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ରହସ୍ୟ । ଏବେ ତଦନ୍ତର ବିଭିନ୍ନ ଦିଗକୁ ନେଇ ଛାନବିନ କରୁଛି ପୋଲିସ । ଘଟଣାର ୬ ଦିନ ପରେ ବି ପୋଲିସ ହାତରେ ଲାଗିନି କିଛି ସୂରାକ । କିନ୍ତୁ ଏହି ମୃତ୍ୟୁ ରହସ୍ୟ ଉପରୁ ପରଦା ହଟାଇବାକୁ ଉଦ୍ୟମ ଆରମ୍ଭ କରିଛି…

ମରାମତି କାର୍ଯ୍ୟ ପାଇଁ ଟ୍ରେନ୍ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍

ଭୁବନେଶ୍ବର : କୋଟ୍ଟଭାଲାସା-ପାଲାସା ସେକ୍ସନରେ ସୀମିତ ଉଚ୍ଚତା ବିଶିଷ୍ଟ ଉପମାର୍ଗ ନିର୍ମାଣ ପାଇଁ ଆଲମଣ୍ଡା ଏବଂ କୋରୁକୋଣ୍ଡା ଷ୍ଟେସନ୍ ମଧ୍ୟରେ ଚାଲିଛି ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ । ଏସବୁ ଦିଗକୁ ଦୃଷ୍ଟିରେ ରଖି କିଛି ଟ୍ରେନକୁ ଚଳିତ ମାସ ୧୮ ଓ ୧୯ ତାରିଖରେ ବାତିଲ…