Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଲିଠୁ ୧୬ଟି ରୁଟରେ ଗଡ଼ିବ ମୋ ବସ୍

ଭୁବନେଶ୍ବର : ଆସନ୍ତାକାଲିଠୁ ଗଡିବ ‘ମୋ ବସ୍’ । ସରକାର ଲକଡାଉନ କଟକଣାରେ ସାମାନ୍ୟ କୋହଳ କରିବା ପରେ ବସ୍ ଚଳାଚଳକୁ ଦେଇଛନ୍ତି ଅନୁମତି । ସାରା ରାଜ୍ୟରେ ଆସନ୍ତାକାଲି ଠାରୁ ବସ ଚଳାଚଳ କରୁଥିବା ବେଳେ, ୧୬ଟି ରୁଟରେ ମୋ ବସ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି କ୍ୟାପିଟାଲ୍ ରିଜିୟନ…

ଜନ୍ମଦାତା ସାଜିଲା ହତ୍ୟାକାରୀ

ବାରିପଦା: ପାରିବାରିକ କଳହକୁ ନେଇ ସାମ୍ନାକୁ ଆସିଲା ଅବିଶ୍ୱସନୀୟ ଘଟଣା । ଅଘଟଣ କି ଦୁର୍ଘଟଣା ନୁହେଁ, ବରଂ ହୋସ୍‌ରେ ଥାଇ ଜଣେ ବାପା ନିଜ ବଡପୁଅକୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏପରି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମୟୁରଭଂଜ ଜିଲ୍ଲାର ନରଣଖୁଣ୍ଟା ଗାଁ । ମିଳିଥିବା ରିପୋର୍ଟ…

ଏଟିଏମ ବ୍ୟବହାର ହେବ ମହଙ୍ଗା, ପ୍ରତି କାରବାର ପିଛା କଟିବ ୨୦ ଟଙ୍କା

ନୂଆଦିଲ୍ଲୀ : ମହଙ୍ଗା ହେବ ଏଟିଏମ ବ୍ୟବହାର । ଏବେ ପ୍ରତି କାରବାର ପିଛା କଟିବ ୨୦ ଟଙ୍କା । ଏଟିଏମ ବାବଦରେ ଏହି ନିଷ୍ପତ୍ତି ନେବା ଲାଗି ସମସ୍ତ ବ୍ୟାଙ୍କଙ୍କୁ ଅନୁମତି ଦେଇଛି ରିଜର୍ଭ ବ୍ୟାଙ୍କ । ଆସନ୍ତା ବର୍ଷ ଜାନୁଆରୀ ୧ ତାରିଖରୁ ଏହି ନିୟମ କାର୍ଯ୍ୟକାରୀ ହେବ । ଯଦି ଗ୍ରାହକମାନେ…

ଜମି ବିବାଦକୁ କେନ୍ଦ୍ର କରି ଭଦ୍ରକ ବାସୁଦେବପୁରରେ ଗୋଷ୍ଠୀ ସଂଘର୍ଷ

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଜମି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ । ଆନ୍ଦୋଳା ପଞ୍ଚାୟତ କାଶିପୁର ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷରେ ଘଟିଛି । ତେଣ୍ଟା ଓ ଭୁଜାଲିରେ ଆକ୍ରମଣ ଯୋଗୁ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି, ବଡ଼ଦାଣ୍ଡରେ ସ୍ଥିତି ପରଖିଲେ ଏସପି

ପୁରୀ : ଦିନକ ପରେ ବାହୁଡା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ । ଏଥିପାଇଁ ତିନି ରଥର ଦକ୍ଷିଣ ମୋଡ ବି ଶେଷ ହୋଇଛି । ବାହୁଡା ଯାତ୍ରା ପାଇଁ ଆସନ୍ତାକାଲି ରାତି ୮ଟାରୁ ପୁରୀରେ ଲାଗୁ ହେବ କର୍ଫ୍ୟୁ । ତେବେ ଏହା ପୂର୍ବରୁ ବଡ଼ଦାଣ୍ଡରେ ସ୍ଥିତି ଅନୁଧ୍ୟାନ…

କୋଭିଡ ନିୟମ ପାଳନ ଭିତରେ ଚାଲିବ ପାଠପଢ଼ା

ଭୁବନେଶ୍ବର : ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ପାଠପଢ଼ା । ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ଚାଲିବ ପାଠପଢ଼ା । ହେଲେ ସ୍କୁଲ ଖୋଲିବା ନେଇ ଜାରି ହୋଇଛି ଏସଓପି । ନୂଆ ଏସଓପି ଅନୁସାରେ କଣ୍ଟେନମେଣ୍ଟ ଜୋନ ଭିତରେ ଥିବା ସ୍କୁଲ ଖୋଲିବନି । ଏହାସହ ସ୍କୁଲ ଆସିବେନି ଶିକ୍ଷକ ଓ…

ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକାକରଣ: କେବେ, କେଉଁଠି ଓ କେତେବେଳେ ? ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବ କରୋନା ଟିକା । ଆସନ୍ତା ୨୧ ତାରିଖରୁ ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଦିଆଯିବ ଟିକା । ସପ୍ତାହରେ ଦୁଇ ଦିନ ସେମାନଙ୍କୁ ଟିକାକରଣ କରାଯିବ । ବୁଧବାର ଓ ଶନିବାର ଦୁଇ ଦିନ ସେମାନେ ଟିକା ନେଇପାରିବେ । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ ସମେତ ସମସ୍ତ…

ମାଲକାନଗିରିରେ ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଉଦ୍ୟମରେ ଓଡ଼ିଶା ପୋଲିସକୁ ସଫଳତା । ମାଲକାନଗିରିରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ…

ଦାମୀ କାରରେ ଗଞ୍ଜେଇ ଚାଲାଣ: ୪ ଜଣଙ୍କୁ ବାନ୍ଧିଲା ବରଗଡ଼ ପୋଲିସ

ବରଗଡ଼: ସୋନପୁର ଜିଲ୍ଲାରୁ ଛତିଶଗଡ଼ ଗଞ୍ଜେଇ ଚୋରା ଚାଲାଣ । ଦାମୀ କାରରେ ଚାଲାଣ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ବରଗଡ଼ ଜିଲ୍ଲା ସୋହେଲା ଥାନା ପୋଲିସ । ଦୁଇଟି କାର୍ ସହ ୪ ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି । ବିଶେଷସୂତ୍ରରୁ ଗଞ୍ଜେଇ ଚାଲାଣପ ସୁରାକ ପୋଲିସକୁ ମିଳିଥିଲା ।…

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବାଲେଶ୍ୱର ଓ ମୟୂରଭଞ୍ଜ ଗଲା ପୋଲିସ ଟିମ୍

ଭୁବନେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙକ୍ ମୃତ୍ୟୁ ଏବେ ବି ରହସ୍ୟଘେରରେ ରହିଛି । କେମିତି ଓ କେଉଁ ପରିସ୍ଥିତିରେ ତାଙ୍କ ଦେହରେ ନିଆଁ ଲାଗିଲା ? ମୃତ୍ୟୁ ପଛର କରାଣ କଣ ? ଏମିତି ଅନେକ ପ୍ରଶ୍ନ ଭିତରେ ଛନ୍ଦି ହୋଇଛି ସୌମ୍ୟରଞ୍ଜନଙ୍କ ମୃତ୍ୟୁ । ଅଧିକ…