Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗାଁ ଦାଣ୍ଡରେ ବୃଦ୍ଧାଙ୍କୁ ମାଡ

ପୁଣି ଲଜ୍ଜା । ବୟସର ଅପରାହ୍ନରେ ପହଂଚିଥିବା ଜଣେ ବୃଦ୍ଧାଙ୍କୁ ପୁଣି ଥରେ ଗାଁ ଦାଣ୍ଡରେ ନିର୍ଯାତିତ କରାଯାଇଛି । ଆଉ ଏହି କାଣ୍ଡ ଭିଆଇଛନ୍ତି ଖୋଦ୍ ବୃଦ୍ଧାଙ୍କ ସମ୍ପର୍କୀୟ । ଘଟଣା ଖୁବ ଲଜ୍ଜା ଜନକ ଓ ଅମାନବୀୟ । ବୃଦ୍ଧା ଜଣଙ୍କୁ ଅତି ନିର୍ଦ୍ଦୟ ଭାବେ ମାଡ ମାରିବା ସହ ଏକ ମୋଟା ଦଉଡିରେ…

ଚୁକ୍ତିର ୫ ବର୍ଷ ପରେ ରେଳ କାମ ନେଇ ସର୍ଭେ

ମାଲକାନଗିରି : ପୁଣି ଥରେ ହଜିଯାଇଥିବା ଆଶା ଉଦଜୀବୀତ ହୋଇଛି । ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ଅଧା ଅନୁଦାନରେ ତିଆରି ହେବାକୁ ଯାଉଛି ଜୟପୁର ମାଲକାନଗିରି ରେଳ ଲାଇନ୍ । ହେଲେ ଏହା ଭିତରେ ୫ ବର୍ଷ ବିତିଗଲାଣି । ଲୋକଙ୍କର ରେଳରେ ବସିବା ସ୍ୱପ୍ନ ବି ଏହା ଭିତରେ ମଉଳି ଗଲାଣି । ଅର୍ଥ…

ଅନୁଗୁଳ ହସ୍ପିଟାଲ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼, ପୋଲିସ ସାଜିଲା ଦେଖଣାହାରୀ

ଅନୁଗୁଳ: ରୋଗୀଙ୍କ ସମ୍ପର୍କୀୟଠାରୁ ଟଙ୍କା ଠକେଇ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା । ଧରା ପଡ଼ିବା ପରେ ନିସ୍ତୁକ ପିଟିଲେ ଲୋକ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଲିସ ଆଗରେ ଠକେଇ କରିଥିବା ଯୁବକଙ୍କୁ ଯିଏ ଯେମିତି ପାରିଲା…

ଭଦ୍ରକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ମହିଳାଙ୍କ ସମେତ ୪ ଗିରଫ

ଭଦ୍ରକ: ଚେକିଂ ବେଳେ ଧରା ପଡ଼ିଲେ ବ୍ରାଉନସୁଗର ବେପାରୀ । ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଛି ଭଦ୍ରକ ପୋଲିସ । ଅଟୋରେ ବ୍ରାଉନସୁଗାର ଚାଲାଣ ବେଳେ ଚରମ୍ପା ଛକରେ ଯାଞ୍ଚ ବେଳେ ଧରାପଡ଼ିଥିଲା । ଅଭିଯୁକ୍ତଙ୍କୁ ପାଖରୁ ୧କିଲୋ ୯୦ ଗ୍ରାମ୍ ବ୍ରାଉନସୁଗର ଜବତ ହୋଇଛି । ଯାହାର ଦାମ୍ କୋଟିଏ…

ବିଲ ମଝିରୁ ନିଖୋଜ ଯୁବକଙ୍କ ମୁଣ୍ଡ ଓ ଗଣ୍ଡି ଉଦ୍ଧାର, ହତ୍ୟା ଅଭିଯୋଗ

ଭଦ୍ରକ: ବିଲ ମଝିରୁ ମିଳିଲା ନିଖୋଜ ଯୁବକଙ୍କ ଗଳିତ ମୃତଦେହ । ବୁଦା ମୂଳରୁ ମୁଣ୍ଡ ନଥିବା ଶରୀର ଉଦ୍ଧାର ହୋଇଥିବା ବେଳେ ୨୦୦ ମିଟର ଦୂରରେ ପଡ଼ିଥିଲା ମୁଣ୍ଡ । ଭଦ୍ରକ ଜିଲ୍ଲା ଧୁଷୁରୀ ଥାନା ଉଚ୍ଚପଦା ଓ କାକୁଡିଗଡ଼ିଆ ରାସ୍ତା ପାଖରେ ଥିବା ଏକ ବିଲ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ମୃତକ…

ରେଳ ଇଞ୍ଜିନରେ ଯାଇ ପ୍ରକଳ୍ପ କାମ ପରଖିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଦେଶର ନୂଆ ରେଳମନ୍ତ୍ରୀ ଭାବରେ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ପୁରା ଦମରେ କାମରେ ଲାଗିଛନ୍ତି । ରାତି ଅଧ ଯାଏ ବି କାମ କରୁଛନ୍ତି । ବିଭିନ୍ନ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରୁଛନ୍ତି । ଗତକାଲି ଗୁଜରାଟ ଭଦନଗର ରେଲଓ୍ୱେ ସେକ୍ସନରେ ରେଲ ପ୍ରକଳ୍ପର ସମୀକ୍ଷା କରିଛନ୍ତି…

ଦୁଇ ଛୁଆଙ୍କୁ କୂଅକୁ ଠେଲି ମାରିବା ପରେ ମାଆର ଆତ୍ମହତ୍ୟା ଉଦ୍ୟମ

ଫୁଲବାଣୀ: ପାରିବାରିକ କଳହର କୁପରିଣତି । ରାଗରେ ଦୁଇ ଛୁଆଙ୍କୁ କୂଅକୁ ଠେଲି ମାଆର ଆତ୍ମହତ୍ୟା ଉଦ୍ୟମ । ଏଥିରେ ପୁଅ ଓ ଝିଅର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ମାଆକୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କନ୍ଧମାଳ ଜିଲ୍ଲା ରାଇକିଆ ଖ୍ରୀଷ୍ଟିଆନ୍ ସାହିରେ ଏହି ଅଭାବନୀୟ ଘଟଣା…

ମୃତ୍ୟୁସଂଖ୍ୟା କମୁନି: ଓଡ଼ିଶାରୁ ଆଉ ୬୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ଥମୁନି । ଆଉ ୬୭ ଜଣଙ୍କର ଜୀବନ ନେଇଛି କରୋନା । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଚିକିତ୍ସାଧୀନ ଅବସ୍ଥାରେ ୧୫ ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ ଜଣଙ୍କର ମୃତ୍ୟୁ…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର: ଆଜି ୨୧୮୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ସ୍ଥିର ରହିଛି । ପ୍ରତିଦିନ ପାଖାପାଖି ୨ହଜାର ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । କେବେ ସାମାନ୍ୟ କମୁଛି ତ କେବେ ବଢୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୧୮୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୨ଶହ ୫୮ ଓ ଲୋକାଲ୍…

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…