Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋର୍ଟରେ ହାଜର ହେଲେ ଅନୁଭବ, ଆସିଲେନି ବର୍ଷା

କଟକ : ବହୁଚର୍ଚ୍ଚିତ ସେଲିବ୍ରେଟି ଯୋଡି ଅନୁଭବ ଓ ବର୍ଷା ପ୍ରୀୟଦର୍ଶିନୀ ବିବାହ ବିଚ୍ଛେଦ ମାମଲା । ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ଅଭିନେତା ତଥା ସାଂସଦ ଅନୁଭବ । ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଆଜି କୋର୍ଟରେ ହାଜର ହୋଇ ନଥିଲେ ବର୍ଷା । ତେବେ ବର୍ଷା ଫ୍ୟାମିଲି କୋର୍ଟରେ…

ଶାଶୁକୁ ଘୋଷାଡ଼ି ଘୋଷାଡ଼ି ପିଟୁଛି ବୋହୂ

ବଲାଙ୍ଗିର : ସବୁ ସୀମା ଟପିଗଲା ବର୍ବରତା । ବଲାଙ୍ଗିର ବରପାଲିପଡ଼ାରେ ଅଭାବନୀୟ ଘଟଣା । ସମ୍ପତ୍ତି ପାଇଁ ଶାଶୁକୁ ମାଡ଼ ମାରିଲା ବୋହୂ । ଅତି ନିର୍ଦ୍ଦୟ, ଅତି ଅମାନୁଷିକ । ଗାଁ ଦାଣ୍ଡରେ ଶାଶୁର ଚୁଟି ଧରି ଘୋଷାଡ଼ି ଘୋଷାଡ଼ି ମାଡ଼ ମାରୁଛି ବୋହୁ । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି…

କଟକରେ ପେଟ୍ରୋଲ ଲିଟର ୮୦ ଟଙ୍କା, କିଏ ବିକୁଛି ଜାଣନ୍ତୁ

କଟକ : ସାରା ଦେଶରେ ଏବେ ଚିନ୍ତା ବଢ଼ାଇଛି ପେଟ୍ରୋଲ ଓ ଡିଜେଲ ଦର । ପ୍ରତିଦିନ ହୁ ହୁ ହୋଇ ବଢ଼ିଚାଲିଛି ଦର । ଲିଟର ପିଛା ଦର ୧୦୦ ଟଙ୍କା ଟପିଲାଣି । ଖାଉଟି ପକେଟରୁ ଟଙ୍କା ବି ଖାଲି ହୋଇଗଲାଣି । ଦରବୃଦ୍ଧିକୁ ନେଇ ବିରୋଧ ବି କରାଯାଉଛି । ହେଲେ କିଛି ବି ପ୍ରଭାବ ପଡୁନି । ଦରବୃଦ୍ଧିର…

୪ ଦଫା ଦାବିରେ ଅଟଳ ଘରୋଇ ବସ ମାଲିକ ସଂଘ

ଭୁବନେଶ୍ବର : ରାଜ୍ୟରେ କୋହଳ ହେଲା କୋଭିଡ କଟକଣା । ସାରା ରାଜ୍ୟରେ ବସ ଚଳାଚଳ କରିବାକୁ ଅନୁମତି ଦେଲେ ରାଜ୍ୟ ସରକାର । ହେଲେ ଏବେ ସରକାରଙ୍କ ପାଇଁ ନୂଆ ସମସ୍ୟା ଛିଡା କରିଛନ୍ତି ବସ ମାଲିକ ସଂଘ । ତୈଳ ଦର ବୃଦ୍ଧି ସାଙ୍ଗକୁ ଦେଢ଼ ବର୍ଷ ହେଲାଣି ବସ ଅଚଳ ହୋଇ ପଡିଥିବା କହିଛନ୍ତି ଘରୋଇ…

ଡରାଇଲାଣି ଡେଙ୍ଗୁ, ଜାନୁଆରୀରୁ ଏଯାଏଁ ଖୋର୍ଦ୍ଧାରେ ଚିହ୍ନଟ ହେଲେଣି ୧୧୩ ରୋଗୀ

ଭୁବନେଶ୍ବର : କରୋନା ସାଙ୍ଗକୁ ଏବେ ଡରାଇଲାଣି ଡେଙ୍ଗୁ । ରାଜ୍ୟରେ ମାତିଲେଣି ଡେଙ୍ଗୁ ମଶା । ଜାନୁଆରୀ ଠାରୁ ଏବେ ଯାଏଁ କେବଳ ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହେଲେଣି ୧୧୩ ଜଣ ଡେଙ୍ଗୁ ରୋଗୀ । କେବଳ ଚଳିତ ମାସରେ ଚିହ୍ନଟ ହେଲେଣି ୧୦୩ ଜଣ ଡେଙ୍ଗୁ ରୋଗୀ । ଡେଙ୍ଗୁ ମଶାଙ୍କ ସଂଖ୍ୟା ବଢୁଥିବାରୁ…

ନୀଳ ଜହରର ଚରାଭୂଇଁ, ସପ୍ତାହରେ ପାଞ୍ଚ ଟନରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ

ରାୟଗଡା: ନୀଳ ଜହରର ଚରାଭୂଇଁ ପାଲଟିଛି  ରାୟଗଡା । ସପ୍ତାହରେ ପାଞ୍ଚ ଟନରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ ।  ପୋଲିସ ଧରପଗଡରେ ଅବକାରୀ ହାତ ଖାଲି  । ମାତ୍ର କିଛି ଦିନ ବ୍ୟବଧାନରେ ଟନ ଟନ ଗଞ୍ଜେଇ ରାଜ୍ୟ ତଥା ରାଜ୍ୟ ବାହାରୁ ରପ୍ତାନି ହେଉଛି । ଘଟଣାରେ ସମ୍ପୃକ୍ତ ୧୫ ଟି ମାମଲାରେ ୨୮ ଜଣ…

କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : କରୋନା ସଙ୍କଟ ନେଇ ଓଡ଼ିଶା ସହ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ବୈଠକରେ ସାମିଲ ହୋଇଛନ୍ତି ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀ । କିଛି ରାଜ୍ୟରେ ସଂକ୍ରମଣ ହାର ଅଧିକ ଥିବାରୁ ଏହା…

ଆଜିଠୁ ରାଜ୍ୟରେ ଆରମ୍ଭ ଗର୍ଭବତୀ ମହିଳାଙ୍କ ଟିକାକରଣ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ଆରମ୍ଭ ଗର୍ଭବତୀ ମହିଳାଙ୍କ ଟିକାକରଣ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗର୍ଭବତୀ ମହିଳାଙ୍କ ପାଇଁ କୋୱିନ୍ ପୋର୍ଟାଲରେ ଏକ ବିଶେଷ ବୈଶିଷ୍ଟ୍ୟ ଯୋଗ କରାଯାଇଛି। ସେମାନେ ନିକଟସ୍ଥ କେନ୍ଦ୍ରଗୁଡ଼ିକରେ…

ଅପହଞ୍ଚ ଇଲାକାରେ ହେବ ଉନ୍ନତି

ରାୟଗଡା  : ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା କୋଣ୍ଡାବାରିଡିର ସ୍ଥିତି ପରଖିଲେ ଗୁଣୁପୁର ଉପଜିଲ୍ଲାପାଳ ଜେ.ସୋନାଲ । ଅଧପନ୍ତରିଆ କାମ ଶୀଘ୍ର ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ  ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା ପାରିକ୍ଷିତି ଗ୍ରାମପଞ୍ଚାୟତର କୋଣ୍ଡାବାରିଡି ଗାଁରେ ପହଁଚି ସେଠାକାର…

ଭାଲୁ ମୁହଁରୁ ଝିଅକୁ ବଞ୍ଚାଇଲା ମା’

ମାଲକାନଗିରି : ଭାଲୁ ମୁହଁରୁ ଝିଅର ଜୀବନ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଲେ ଜଣେ ମାଆ । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଆଜି ସକାଳେ ବଣ୍ଡା ଘାଟି ଉପରେ ଥିବା କିର୍ଷାନିପଡା ଗ୍ରାମର ସମାରି ଶିଶା ଏବଂ ତାଙ୍କ…