Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦିନ ସାଢ଼େ ୨ଟାରେ ମୁଖ୍ୟ ସଚିବଙ୍କ ପ୍ରେସ ବିବୃତ୍ତି, ଗୁରୁତ୍ୱପୂର୍ଣ୍ଣ ଘୋଷଣାକୁ ଅପେକ୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲି ସକାଳେ ସରୁଛି ଆଂଶିକ ଲକଡାଉନ୍ । ତାପରେ କଣ ରହିବ ମୁକାବିଲା ରଣନୀତି । ଆଜି ଦିନ ସାଢ଼େ ୨ଟାରେ ପରବର୍ତ୍ତୀ କାର୍ୟ୍ୟପନ୍ଥା ବାବଦରେ ସୂଚନା ଦେବେ ମୁଖ୍ୟ ସଚିବ ସୁରେଶ ମହାପାତ୍ର । ପ୍ରେସ ବିବୃତ୍ତି ଜାରି କରିବେ । ଜୁଲାଇ ୩୦ ତାରିଖ ଯାଏ କଣ ରହିବ କୋଭିଡ୍…

ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଯାଜପୁର ଟାଉନ୍: ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଉତ୍ତରକୁଳ ପଞ୍ଚାୟତ ସୁନ୍ଦରପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକମାନେ ହେଲେ ଦୀପକ କୁମାର ନାଥ ଓ ଅନୀତା ନାଥ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।…

ଓଡ଼ିଶାର ୩ ଜିଲ୍ଲାରୁ ହଟି ନପାରେ ଆଂଶିକ ଲକଡାଉନ୍ ! ଆଜି ଆସିବ ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ଆସନ୍ତାକାଲି ସକାଳେ ସରୁଛି ଆଂଶିକ ଲକଡାଉନ୍ । ଆଜି ନୂଆ ଗାଇଡଲାଇନ୍ ଆସିବ । ବର୍ତ୍ତମାନ କରୋନାର ସ୍ଥିତି ଓ ସଂକ୍ରମଣ ହାରକୁ ଦେଖି ସରକାର କଟକଣା କୋହଳ ନେଇ ରୂପରେଖ ପ୍ରସ୍ତୁତ କରିଛନ୍ତି । ଅନୁମାନ କରାଯାଉଛି ପାଖାପାଖି ୨୫-୨୬ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କରିପାରନ୍ତି…

ଆଡ଼ପ ମଣ୍ଡପରେ ଆଜି ଶ୍ରୀଜିଉଙ୍କର ହେବ ବନକଲାଗି ନୀତି

ପୁରୀ: ଗୁଣ୍ଡିଚା ମନ୍ଦିରରେ ବିରାଜମାନ ଅଛନ୍ତି ଶ୍ରୀଜିଉ । ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଭିନ୍ନ ନୀତିକାନ୍ତି ଚାଲିଛି । ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜିଉମାନଙକ୍ର ବନକଲାଗି ନୀତି ଅନୁଷ୍ଠିତ ହେବ । ରୀତିନୀତି ଅନୁସାରେ ମହାପ୍ରଭୁଙ୍କର ଦ୍ୱିତୀୟ ଭୋଗ…

ଓଡ଼ିଶାରୁ କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଆଉ ୬୬ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ପ୍ରାଣ ହରାଇଛନ୍ତି । ବରଗଡ଼ ଓ…

ରାତି ଅଧରେ ଓଡ଼ିଶାରେ ଚାଲିଥିବା ରେଳ ପ୍ରକଳ୍ପର ସମୀକ୍ଷା କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବତଟ ରେଳବାଇ ଅଧିନରେ ଥିବା ବିଭିନ୍ନ ରେଲଓ୍ୱେ ପ୍ରକଳ୍ପର ସମୀକ୍ଷା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଧ ରାତିରେ ସେ ଓଡ଼ିଶାରେ ଚାଲିଥିବା ବିଭିନ୍ନ ରେଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଛନ୍ତି । ନିଜ ମନ୍ତ୍ରାଳୟରେ ବସି ଓଡ଼ିଶାର କେଉଁ ପ୍ରକଳ୍ପ କେତେ ବାଟ…

ଆଜି ଓଡ଼ିଶାରୁ ୨୧୧୦ କରୋନା ଆକ୍ରାନ୍ତ ଚିହ୍ନଟ, ୨୫ ଜିଲ୍ଲାରେ ଶହେରୁ କମ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ ସଂକ୍ରମଣ । ଗତ ତିନି ଚାରି ଦିନ ହେବ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାରରୁ ସାମାନ୍ୟ କମ୍ ନହେଲେ ବେଶୀ ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୧ଶହ ୧୦ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୨ଶହ ୧୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୮୯୭ ।…

ତୈଳ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ

ଭୁବନେଶ୍ୱର: ପେଟ୍ରୋଲ ଓ ଡିଜେଲ ସାଙ୍ଗକୁ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିର ପ୍ରତିବାଦ । ଆଜି ବାମ ଦଳ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରୁଛି । ସିପିଆଇ, ସିପିଆଇ(ଏମ୍), ସିପିଆଇ(ଏମଏଲ୍) ଓ ଫରଓ୍ୱାର୍ଡ ବ୍କଲ ଆଦି ୪ଟି ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଦିନ…

ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ମାଗଣା MRI ଓ ସିଟି ସ୍କାନ ସେବା ଲୋକାର୍ପିତ

କଟକ: କର୍କଟ ରୋଗୀଙ୍କୁ ମିଳିବ ଉନ୍ନତମାନର ଚିକିତ୍ସା ସୁବିଧା। ଆଜି କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଗବେଷଣା ଅନୁଷ୍ଠାନରେ ଏମଆରଆଇ ଓ ସିଟି ସ୍କାନ ସେବା ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ…

ଗୁଣି ଗାରେଡି ସନ୍ଦେହରେ ୧୪ପରିବାରକୁ ନିର୍ଯାତନା

ବଲାଙ୍ଗୀର: ଏବେ ବି ଅନ୍ଧ ବିଶ୍ୱାସର ଅନ୍ଧଗଳିରେ ଜୀଉଁଛି ମଣିଷ । ଯୁଗ ବଦଳୁଥିଲେ ବି ମନରେ ଥିବା ସଂକୀର୍ଣ୍ଣତା ଆଉ କିଛି ଅନ୍ଧବିଶ୍ୱାସ ଲିଭୁନି । ଏମିତିକି କିଛି ଚିତ୍ର ଦେଖିବାକୁ ମିଳିଛି ବଲାଙ୍ଗୀର ସିନ୍ଧିକେଲା ନିର୍ମୂଳା ଗାଁରେ । ଗୁଣି ଗାରେଡି ସନ୍ଦେହରେ କିଛି ପରିବାରକୁ ଦିଆଯାଇଛି…