Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚମ୍ପୁଆ ରେଞ୍ଜରେ ହାତୀ ଆତଙ୍କ, ଆକ୍ରମଣରେ ଗଲା ବୃଦ୍ଧାଙ୍କ ଜୀବନ

କେନ୍ଦୁଝର : ଚମ୍ପୁଆ ରେଞ୍ଜରେ ଥମୁନି ହାତୀ ଆତଙ୍କ । ଗୋଠଛଡା ଦନ୍ତାହାତୀର ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ହାତୀପଲ କେତେବେଳେ ଘରଦ୍ବାର ଭାଙ୍ଗି ଦେଉଛନ୍ତି ତ ଆଉ କେତେବେଳେ ଫସଲ ଉଜାଡି ଦେଉଛନ୍ତି । ବିଭିନ୍ନ ସମୟରେ ହାତୀ ଆକ୍ରମଣରେ ଲୋକଙ୍କ ପ୍ରାଣହାନୀ ଘଟୁଛି । ତେବେ ଗତକାଲି…

କନ୍ଧମାଳ ଗୋଛାପଡ଼ାରେ ମାଓ-ଯବାନ ଗୁଳି ବିନିମୟ ଘଟଣା, ଜବତ ହୋଇଛି ମାରଣାସ୍ତ୍ର

କନ୍ଧମାଳ : କନ୍ଧମାଳ ବୌଦ୍ଧ- ସୀମାନ୍ତ ଗୋଛାପଡ଼ା ଥାନା ଉମା ଜଙ୍ଗଲରେ ହୋଇଥିବା ମାଓ-ଯବାନ ଗୁଳି ବିନିମୟ ପରେ ଜବତ ହୋଇଛି ମାରଣାସ୍ତ୍ର । ସର୍ଚ୍ଚ ଅପରେସନ ବେଳେ ସୁରକ୍ଷା କର୍ମୀମାନେ ୨ଟି ଦେଶୀ ବନ୍ଧୁକ ସହ ବହୁ ମାଓ ସାମଗ୍ରୀ ଜବତ କରିଥିବା ସୂଚନା ଦେଇଛନ୍ତି କନ୍ଧମାଳ ଏସପି ବିନିତ…

ଗୁପ୍ତ କ୍ଷେତ୍ରରେ ସଖି ବଟ

କେନ୍ଦ୍ରାପଡା: କେନ୍ଦ୍ରାପଡା ମାର୍ଶାଘାଇ ବ୍ଲକ ବିଲ ବଳରାମପୁରରେ ରହିଛି ଗୁପ୍ତ କ୍ଷେତ୍ର ସଖିବଟ । ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ହେଉଛି ଏହି ସ୍ଥାନ ।ବରଗଛରେ ପୁର୍ଣ୍ଣ ଏହି ସ୍ଥାନରେ ଥିବା ମନ୍ଦିରରେ ପୂଜା ପାଉଛନ୍ତି ତୁଳସୀକ୍ଷେତ୍ରର ଆରାଧ୍ୟ ଦେବ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ।…

ରଥ ଯାତ୍ରାରେ କଡା ସୁରକ୍ଷା

ପୁରୀ: ମହାପ୍ରଭୁଙ୍କ ରଥ ଯାତ୍ରାକୁ କୋଭିଡ କଟକଣା ଭିତ୍ତିରେ କରିବା ପାଇଁ ପୋଲିସ ପକ୍ଷରୁ କଡା ବ୍ୟବସ୍ଥା ହୋଇଛି ପୁରୀରେ । ତେବେ ରଥ ଯାତ୍ରାରେ  ତଦାରଖ କରିଛନ୍ତି ନିଜେ ପୋଲିସ ଡିଜି । ପୁରୀ ସହରବାସୀ କଟକଣାକୁ ମାନି ପୋଲିସକୁ ସହଯୋଗ କରିଥିବା ହେତୁ ସେ ପୁରୀ ସହର ବାସୀଙ୍କୁ ଧନ୍ୟବାଦ…

ବାଲୁକା ଶିଳ୍ପୀଙ୍କ ବାଲି ରଥ

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କର ଘୋଷଯାତ୍ରା । କରୋନା କଟକଣା ଭିତରେ ବିନା ଭକ୍ତରେ ବଡ଼ଦାଣ୍ଡରୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଛାଡ଼ି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ । ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଜନ୍ମବେଦୀ-ଶ୍ରୀଗୁଣ୍ଡିଚା ମନ୍ଦିର…

ବଡ଼ଦାଣ୍ଡରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ : ରଥ ଉପରେ ଶିଷ୍ୟଙ୍କ ସହ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଛନ୍ତି । ତେବେ କୋଭିଡ ମହାମାରୀ ସାରା ବିଶ୍ୱରୁ ଦୁରେଇ ଯାଉ ଓ ଲୋକଙ୍କ କଲ୍ୟାଣ ହେଉ ସେ ନେଇ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି । ତେବେ କୋଭିଡ ପାଇଁ ବିନା ଭକ୍ତରେ ହେଉଥିବା ରଥଯାତ୍ରାକୁ ଶଙ୍କରାଚାର୍ଯ୍ୟ ସ୍ୱାଗତ…

ବଡ଼ଦାଣ୍ଡରେ ଗଡ଼ିଲା ତିନି ରଥ, ନିର୍ଦ୍ଧାରିତ ସମୟ ଆଗରୁ ହେଲା ରଥଟଣା

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଶ୍ରୀଜିଉମାନଙ୍କର ନବଦିନାତ୍ମକ ଯାତ୍ରା । ରଥ ଚଢ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରୀଜଗନ୍ନାଥ । ରଥ ଉପରେ ସମସ୍ତ ନୀତିକାନ୍ତି ସରିବା ପରେ ବଡ଼ଦାଣ୍ଡରେ ଗଡ଼ିଛି ତିନି ରଥ । ନିର୍ଦ୍ଧାରିତ ସମୟର ବହୁ…

ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିନନ୍ଦନ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ତା ସହିତ ଗତ ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ବାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି…

ରଥ ଉପରେ ଛେରା ପହଁରା କଲେ ଗଜପତି ମହାରାଜ

ପୁରୀ: ସିଂହଦ୍ୱାର ଆଗରେ ତିନି ରଥରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥ ଉପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଛେରା ପହଁରା ନୀତି । ଗଜପତି ମହାରାଜ ଦିଂବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଛନ୍ତି । ଆଜି ଶ୍ରୀନଅରରୁ ସେ ତାମଯାନରେ ଆସି ବଡ଼ଦାଣ୍ଡରେ ରଥ ନିକଟରେ…

ରାଜରାସ୍ତାରେ ଗଜରାଜ

ବାରିପଦା: ଜଙ୍ଗଲ ଛାଡ଼ି ଜନବସତି ମୁହାଁ ଗଜରାଜ । ରାଜରାସ୍ତାରେ ଦୀର୍ଘ ସମୟ ଧରି ଠିଆ ହୋଇ ରହିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବୈଶିଙ୍ଗାରୁ ମାଣିତ୍ରୀକୁ ଯାଇଥିବା ରାସ୍ତାର ମୋହନପୁରରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା । ରାସ୍ତା ଉପରେ ଦନ୍ତା ହାତୀ ଠିଆହୋଇଥିଲା…