Latest Odisha News

BREAKING NEWS

Browsing Category

ଓଡିଶା

Odisha

ରଥଯାତ୍ରାରେ ତିନି ରଥ ପାଇଁ ସୋଲ ଫୁଲ ଟାହିଆ

ଖୋର୍ଦ୍ଧା: ରଥଯାତ୍ରା ପାଇଁ ତିନି ରଥରେ ଲାଗିବ ସୋଲ ଫୁଲ ।  ବଡ ଦାଣ୍ଡରେ ତିନି ରଥ ଗଲାବେଳେ ରଥରେ ଝଟକୁ ଥାଏ ସୋଲ ଫୁଲ । ଏହି ଫୁଲ ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇ ସାହି ର ରାଜ କିଶୋର ପ୍ରସ୍ତୁତ କରି ଲଗାଇଥାନ୍ତି । କାରୋନା କଟକଣା ରେ ମଧ୍ୟ ସେବାରୁ ବିରତ ହୋଇନାଂହାତି ।   ଧଳା ରଙ୍ଗର ସେବତୀ,…

ପୁଣି ହାତୀ ଉପଦ୍ରବ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲାର କରଞ୍ଜିଆ ବନଖଣ୍ଡରେ ହାତୀ ଉପଦ୍ରବ ମୁଖ୍ୟ ସମସ୍ୟା ଦେଖାଦେଇଛି। କିଛି ଦିନ ହେବ କେନ୍ଦୁଝର ଜିଲ୍ଲା ପାଖରୁ ଦୁଇଟି ହାତୀପଲ କରଞ୍ଜିଆ ବନବିଭାଗରେ ମୁଣ୍ଡ ବିନ୍ଧା କାରଣ ପାଳିଟିଛି । ପ୍ରତ୍ୟେକ ଦିନ ସଂନ୍ଧ୍ୟା ହେଲେ ଆଖପାଖ ଗାଁରେ ହାତୀ ପଲ ପଶି ଲୋକଙ୍କ ଘରଦ୍ୱାର…

ଭୁବନେଶ୍ୱର ସମେତ ଏହି ୯ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ମଧ୍ୟରେ ଭୁବନେଶ୍ବର ସମେତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ଶନିବାର ଦିନ ଅପରାହ୍ନ ୫ ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ନୁଆପଡା, ନୟାଗଡ଼,…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

ରାୟଗଡ଼ା: ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ପୋଲିସ । ପାଟ୍ରୋଲିଂ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳରୁ ଜବତ ହୋଇଛି ବସ୍ତା ବସ୍ତା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ମୋଟ୍ ୧୧ଶହ ୮୦ କିଲୋଗ୍ରାମ୍ ଗଞ୍ଜେଇ ଜବତ ହୋଇଛି…

ବୌଦ୍ଧ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର: ବୌଦ୍ଧ-କନ୍ଧମାଳ ସୀମା ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ କମ୍ବିଂ ବେଳେ ଉଭୟପକ୍ଷ ମୁହାଁମୁହିଁ ହୋଇଛନ୍ତି । ୮ ଘଣ୍ଟାରୁ ଅଧିକ ସମୟ ହେଲାଣି ଗୁଳି ବିନିମୟ ଚାଲିଛି । ମାଓବାଦୀଙ୍କ ଗୁଳିରେ ୨ ଯବାନ ଗୁରୁତର ହୋଇଥିବା ନେଇ ଆଇଜି (ଅପରେସନ୍‌) ଅମିତାଭ…

ରାୟଗଡ଼ାରେ ହସ୍ପିଟାଲ ଛାତରୁ ଡେଇଁ ଜୀବନ ହାରିଲେ ମହିଳା

ରାୟଗଡ଼ା: ହସ୍ପିଟାଲ ଛାତ ଉପରୁ ତଳକୁ ଡେଇଁ ମହିଳାଙ୍କ ମୃତ୍ୟୁ । ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଘଟଣା ଘଟିଛି । ମେଡିସିନ୍ ଓ୍ୱାର୍ଡର ୩ ମହଲା କୋଠା ଉପରୁ ଡେଇଁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ୨୮ ବର୍ଷୀୟ ମହିଳା ରଜନୀ ମେଲେକା ଓ ତାଙ୍କ ଘର…

ବାଘ ଛାଲ ସମେତ ୪ ବେପାରୀ ଗିରଫ

ଭବାନୀପାଟଣା: ରାଜ୍ୟରେ ବଢ଼ି ଚାଲିଛି ପଶୁ ଶିକାର । ବେଧଡକ ଭାବରେ ପଶୁଙ୍କୁ ଶିକାର କରୁଛନ୍ତି ଶିକାରୀ । ଏମିତି ଏକ ରାକେଟର ପୁଣି ପର୍ଦ୍ଦାଫାସ ହୋଇଛି । କଳାହାଣ୍ଡି ଜିଲ୍ଲାରୁ ୪ ବାଘଛାଲ ବେପାରୀଙ୍କୁ ଗିରଫ କରିଛି ଓ୍ୱାଇଲ୍ଡ ଲାଇଫ୍ କ୍ରାଇମ୍ କଣ୍ଟ୍ରୋଲ୍ ବ୍ୟୁରୋ ଟିମ୍ । ସେମାନଙ୍କ ପାଖରୁ…

ଘୋଷ ଯାତ୍ରାକୁ ଆଉ ୨ ଦିନ, ଆଜି ଉଭାଯାତ୍ରା ଓ ଆଜ୍ଞାମାଳ ବିଜେ

ପୁରୀ: ଆଉ ୨ଦିନ ରହିଲା ରଥଯାତ୍ରା। ଶୁକ୍ରବାର ନବଯୌବନ ଦର୍ଶନ ଥିବା ବେଳେ ଆଜି ଶନିବାର ଉଭାଯାତ୍ରା ସାଙ୍ଗକୁ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ସକାଳ ଧୂପ ନୀତି ସରିବା ପରେ ରଥଖଳାକୁ ଆଜ୍ଞାମାଳ ବିଜେ କରିବ। ସେପଟେ ରଥ ପ୍ରସ୍ତୁତ ହେବାରେ ଲାଗିଛି। ଶୁକ୍ରବାରଠାରୁ କନା ପଡ଼ିବା ଆରମ୍ଭ…

ଆଜି ଓଡିଶାରୁ ୨୩୩୪ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ ହାର ୩.୦୮%

ଭୁବନେଶ୍ବର: ରାଜ୍ୟରେ ସ୍ଥିର ରହିଛି କାରୋନା ସଂକ୍ରମଣ। ଆଜି ଚିହ୍ନଟ ହୋଇଛନ୍ତି ୨୩୩୪ ନୂଆ ଆକ୍ରାନ୍ତ। ଏମାନଙ୍କ ଭିତରେ ସଂଗରୋଧରୁ ୧୩୪୨ ଓ ଲୋକାଲ କେସ ରହିଛି ୯୯୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୦ ଓ କଟକରୁ ଚିହ୍ନଟ ହୋଇଛନ୍ତି ୩୭୧ ଆକ୍ରାନ୍ତ। କେନ୍ଦ୍ରାପଡ଼ାରୁ ୧୯୬, ଯାଜପୁରରୁ…

ଟିକା ସଙ୍କଟ, କାଲି ୧୦ ଜିଲ୍ଲା ବନ୍ଦ ରହିବ ଟିକାକରଣ

ଭୁବନେଶ୍ବର : ଟିକା ଦେଉନି କେନ୍ଦ୍ର । ସଠିକ୍ ସମୟରେ କେନ୍ଦ୍ର ଟିକା ପଠାଉନଥିବାରୁ ରାଜ୍ୟରେ ଦେଖାଦେଇଛି ଟିକା ସଙ୍କଟ । ଆବଶ୍ୟକ ପରିମାଣର ଟିକା ମହଜୁଦ ନଥିବାରୁ ଆସନ୍ତାକାଲି ରାଜ୍ୟର ୧୦ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ଟିକାକରଣ ବନ୍ଦ ହେବାକୁ ଥିବା ଜିଲ୍ଲା ହେଲା, ବାଲେଶ୍ବର,…