Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗତକାଲି ୨ ଝିଅଙ୍କୁ କୂଅରେ ଫିଙ୍ଗି ହତ୍ୟା କରିଥିଲା ମାଆ: ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ଉଦ୍ଧାର

ସମ୍ବଲପୁର: ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଖବର ସାମ୍ନାକୁ ଆସିଥିଲା । ଏବେ ଏହି ଘଟଣାରେ ଉକ୍ତ ହତ୍ୟାକାରିଣୀ ମାଆ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ମିଳିଛି ।…

ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା: ବିଜେଡି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ ଏହି ବୈମାତୃକ ମନୋଭାବକୁ କଡ଼ା ସମାଲୋଚନା କରିଛନ୍ତି ବିଜୁ…

ଆସନ୍ତା ଦୁଇ ଦିନ ଏହି ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ବଢ଼ଚାଲିଛି ଖରାର ପ୍ରକୋପ । ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି । ହିଟ୍‌ ଓ୍ବେଭ୍‌ ଜାରି ରହିଥିବାରୁ ଭାରତୀୟ ପାଣିପାଗ ବିଭାଗ ସତର୍କ କରିଛି । ଶନିବାର ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେର୍ଡ ଆଲର୍ଟ ଜାରି କରାଯାଇଛି ।…

Triple Murder Accused Arrested: ଦେବଗଡ଼ ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା; ଅଭିଯୁକ୍ତ ଗିରଫ

ଦେବଗଡ଼: ଦେବଗଡ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଗରିଆପାଲି ଗାଁର ବହୁଚର୍ଚ୍ଚିତ ଟ୍ରିପଲ୍ ମର୍ଡର ଘଟଣା । ଗିରଫ ହେଲା ଅଭିଯୁକ୍ତ ରମେଶ ଗରିଆ (୫୨) । ଅଭିଯୁକ୍ତ ଜଣକ ଗାଁ ନିକଟସ୍ଥ ଏକ ପାଣିଟାଙ୍କି ଉପରେ ଲୁଚିଥିବା ଅବସ୍ଥାରେ ତାକୁ ଗିରଫ କରିଛି ପୋଲିସ । ଗତ ବୁଧବାର…

ଶୁଭଶ୍ରୀ ମହାରଣାଙ୍କୁ ମିଳିଲା ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର

ଭୁବନେଶ୍ୱର: ଅନୁସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାରରେ ପୁରସ୍କୃତ ହେଲେ ଶୁଭଶ୍ରୀ ମହାରଣା। ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆନୁକୂଲ୍ୟରେ ସ୍ଥାନୀୟ ବୁଦ୍ଧ ମନ୍ଦିର ସଭାଗୃହରେ ଅନୁଷ୍ଠିତ ‘ଅନସୂୟା ମହାପାତ୍ର ସ୍ମୃତି ଲେଖିକା ପୁରସ୍କାର’ ସମାରୋହ ଅନୁଷ୍ଠିତ ହୋଇଯାଇଛି।…

Odisha Assembly Adjourned on March 16: ଆସନ୍ତା ୧୬ରେ ଚାଲିବନି ବିଧାନସଭା, ରାଜ୍ୟସଭା ପାଇଁ ପଡ଼ିବ ଭୋଟ 

ଭୁବନେଶ୍ଵର: ବର୍ତ୍ତମାନ୍ ରାଜ୍ୟ ବିଧାନସଭାରେ ବଜେଟ୍ ଅଧିବେଶନ ଚାଲୁଥିବା ବେଳେ ରାଜ୍ୟ ସଭା ମତଦାନ ପାଇଁ ମାର୍ଚ୍ଚ ୧୬ ରେ ଓଡ଼ିଶା ବିଧାନସଭା ମୁଲତବୀ ରହିବ। ବାଚସ୍ପତି ସୁରମା ପାଢୀ ମାର୍ଚ୍ଚ ୧୬ ରେ ଓଡ଼ିଶା ବିଧାନସଭା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଉଛନ୍ତି। ବିଧାନସଭା କାର୍ଯ୍ୟ ଦିନକ ପାଇଁ…

Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!

ସମ୍ବଲପୁର: ନିଜ ଛୁଆଙ୍କୁ ମାରିଦେଲା ମାଆ। ସମ୍ବଲପୁର ଜିଲ୍ଲାରୁ ଏହି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାଟି ବାମରା ବ୍ଲକ ଅନ୍ତର୍ଗତ ଜରାବାଗା…

ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’

ସମ୍ବଲପୁର: ଜନ୍ମକଲା ମା' ୨ ଶିଶୁକନ୍ୟାଙ୍କୁ କୂଅରେ ପକାଇ ମାରିଦେଇଛି । ଏଭଳି ଏକ ଅଭାବନୀୟ ଘଟଣା ସମ୍ବଲପୁରଜିଲ୍ଲା ବାମରା ବ୍ଲକ୍‌ ଜରାବଗା ପଞ୍ଚାୟତ ଅନ୍ତର୍ଗତ ସର୍ଗିଡିହି ଗାଁରେ ଘଟିଛି । ସର୍ଗିଡିହି ଗ୍ରାମର ଜେମେସ ମାଡ଼କିଙ୍କ ସ୍ତ୍ରୀ ସଞ୍ଜୁ ମାଡ଼କି ନିଜର ୨ କନ୍ୟା ସନ୍ତାନଙ୍କ ହତ୍ୟା…

ହିଣ୍ଡାଲ୍‌କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା…

ଭୁବନେଶ୍ୱର: ଦାୟିତ୍ୱସମ୍ପନ୍ନ କର୍ପୋରେଟ ସଂସ୍ଥା ଏବଂ ସମାବେଶୀ ବିକାଶ ନିମନ୍ତେ ନିଜର ପ୍ରତିବଦ୍ଧତାକୁ ପୁନଃସୁଦୃଢୀକରଣ କରି ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ଶୁକ୍ରବାର ଭୁବନେଶ୍ୱରରେ ଏକ ଜାତୀୟସ୍ତରୀୟ ମାବବାଧିକାର ସମ୍ବେଦୀକରଣ ସମ୍ମିଳନୀ ଆୟୋଜନ କରିଥିଲା । ଉକ୍ତ ସମ୍ମିଳନୀରେ…

୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ

ଝାରସୁଗୁଡା: ବ୍ରଜରାଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ବେଆଇନ ଗଞ୍ଜେଇ ଚାଲାଣ କରୁଥିବା ଏକ ରାକେଟ୍‌କୁ ଧରିବାରେ ସଫଳ ହୋଇଛି। ଏହି ଘଟଣାରେ ୨ଜଣ ଗିରଫ ହୋଇଛନ୍ତି । ସେମାନଙ୍କ ଠାରୁ ୬୨ କିଲୋ ୬୦ ଗ୍ରାମ ଗଞ୍ଜେଇ, ଗୋଟିଏ ସ୍କୁଟି (ଓଡ଼ି ୨୩ ୟୁ ୧୧୦୬), ଗୋଟିଏ ମୋବାଇଲ୍ ଫୋନ୍…