Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଶ୍ଚିମ ଓଡ଼ିଶାରୁ ୫ ସାଂସଦ, କାହାକୁ ବି ମିଳିଲାନି ଟିମ୍ ମୋଦିରେ ସ୍ଥାନ

ନୂଆଦିଲ୍ଲୀ: ଦ୍ୱିତୀୟ ପାଳି ସରକାରରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିରାଟ ଅଦଳବଦଳ କରିଛନ୍ତି । କେନ୍ଦ୍ର କ୍ୟାବିନେଟରେ ଏବେ ପ୍ରଧାନମନ୍ତ୍ରୀଙ୍କୁ ମିଶାଇ ମୋଟ୍ ୭୮ ମନ୍ତ୍ରୀ ଅଛନ୍ତି । ୪୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି ଅନେକ ନୂଆ ଚେହେରା…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ…

ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ରରେ ନୂଆ ରେଳ ମନ୍ତ୍ରୀ ହୋଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଆଜି ସେ ବିଧିବଦ୍ଧ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରେଳମନ୍ତ୍ରୀ ସହ ତାଙ୍କୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ପଦ ମିଳିଛି । ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ତିନି ଦିନ ପରେ ରଥଯାତ୍ରା । ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋରସୋରରେ ଚାଲିଛି । କେମିତି ଚାଲିଛି ରଥଯାତ୍ରା ପ୍ରସ୍ତୁତି ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥ ନର୍ମାଣଠାରୁ…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର, ଆଜି ୨୫୪୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ୨ହଜାରରୁ ୩ ହଜାର ଭିତରେ ଚିହ୍ନଟ ହେଉଛନ୍ତି ନୂଆ ଆକ୍ରାନ୍ତ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫ଶହ ୪୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୪ଶହ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ହଜାର ୮୪ । ଏହି ସମୟ ଭିତରେ ରାଜ୍ୟରେ…

କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଶାଇ ଓଡ଼ଶାରୁ ୩ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରର ଓଡ଼ିଶାରୁ ୩ ଜଣ ମନ୍ତ୍ରୀ ହୋଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ । ଦୁଇ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ଜଣେ ରାଷ୍ଟ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ହୋଇଛନ୍ତି । ସମ୍ପ୍ରସାରଣରେ…

ଅଶ୍ବିନୀ ବୈଷ୍ଣବଙ୍କୁ ମିଳିଲା ରେଳ, ଧର୍ମେନ୍ଦ୍ର ହରାଇଲେ ପେଟ୍ରୋଲିୟମ

ନୂଆଦିଲ୍ଲୀ : ଗଠନ ହୋଇଛି ମୋଦିଙ୍କ ନୂଆ କ୍ୟାବିନେଟ୍ । ସ୍ଥାନ ପାଇଛନ୍ତି ଅନେକ ଚେହେରା । ତେବେ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାର ସାଂସଦ ଅଶ୍ବିନୀ ବୈଷ୍ଣବଙ୍କୁ ମିଳିଛି ଗୁରୁ ଦାୟିତ୍ବ । ଅଶ୍ବନୀ ବୈଷ୍ଣବଙ୍କୁ ଦିଆଯାଇଛି ରେଳ ଓ ଆଇଟି ମନ୍ତ୍ରାଳୟ ଦାୟିତ୍ବ । ପୂର୍ବରୁ ପୀୟୁଷ…

ରଥଯାତ୍ରା ପାଇଁ ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ : ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ବାକି ରହିଲା । ରଥଯାତ୍ରାକୁ ଶୃଙ୍ଖଳିତ ରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଛି ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ବ…

ଆଦିମ ଜନଜାତି ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

ଭୁବନେଶ୍ବର : ଆଦିମ ଜନଜାତିଙ୍କ ପାଇଁ ରାଜ୍ୟ ସରକାରଙ୍କ କୋଭିଡ ସହାୟତା । ରାଜ୍ୟର ୬୪ ହଜାର ୨୧୪ଟି ଆପଦଗ୍ରସ୍ତ ଆଦିମ ଜନଜାତି ପରିବାରକୁ ପ୍ରଦାନ କରାଯାଇଛି ୫୦୦୦ ଟଙ୍କା ଲେଖାଏଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା । କୋଭିଡର ଦ୍ଵିତୀୟ ଲହରୀରେ ଏହି ଆଦିମ ଜନଜାତି ପରିବାରଙ୍କୁ…

ଜଗତପୁର କଣିବାଟି ନିକଟ କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ : ଜଗତପୁର କଣିବାଟି ନିକଟ କେନାଲରୁ ଉଦ୍ଧାର ହୋଇଛି ଯୁବକଙ୍କ ମୃତଦେହ । ମୃତ ଯୁବକ ହେଲେ ରମେଶ ଭୋଇ । ସେ ଜଣେ ଦିନ ମଜୁରିଆ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ରମେଶ ନିଜ ଘରୁ ବାହାରି କେନାଲ ପାଖକୁ ଆସିଥିଲେ । କିନ୍ତୁ ତାପରେ ଆଉ ଘରକୁ ଫେରି ନଥିଲେ । ଏବଂ ସକାଳୁ…