Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଉରକେଲା ଇସ୍ପାତ କାରଖାନାର ସିସିଡି ବିଭାଗରେ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ

ରାଉରକେଲା : ରାଉରକେଲା ଇସ୍ପାତ କାରଖାନାର ସିସିଡି ବିଭାଗରେ ହୋଇଥିବା ଦୁର୍ଘଟଣାର ଆରମ୍ଭ ହୋଇଛି ଉଚ୍ଚସ୍ତରୀୟ ତଦନ୍ତ । ଏନଜିଟିଙ୍କ ନିର୍ଦ୍ଦେଶରେ ଗଠନ ହୋଇଥିବା ଉଚ୍ଚସ୍ତରୀୟ କମିଟି ଆଜି ଦ୍ୱିତୀୟ ଦିନରେ କାରଖାନାରେ ତଦନ୍ତ ଆରମ୍ଭ କରିଛି । ଏହି ରାଉରକେଲା ଇସ୍ପାତ କାରଖାନା ଗସ୍ତ କରି…

କୋଭିଡ୍ ଟିକା ହେରଫେର୍ ସହ ଅନିୟମିତତା ଅଭିଯୋଗ

କଟକ : ସରକାରଙ୍କ ନିୟମର ଖୁଲମଖୁଲା ଉଲ୍ଲଘଂନ । ସକାଳରୁ ଅପରାହ୍ନ ଯାଏଁ ଟିକା କେନ୍ଦ୍ରରେ ଟିକା ଦେବା ପାଇଁ ନିୟମ କରିଛନ୍ତି ସରକାର । ମାତ୍ର କଟକର ତିନିଘରିଆ ଠାରେ ଥିବା ନୂଆବଜାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରାତିରେ ଟିକା ଦିଆଯାଉଥିବାର ଦୃଶ୍ୟ ବର୍ତ୍ତମାନ ସାମ୍ନାକୁ ଆସିଛି। ରାତି…

ଚମକିବ ବାଉଁଶରେ ତିଆରି ଗହଣା

ରାୟଗଡା :: ଦେଶ ବିଦେଶରେ ଚମକିବ ଏବେ ବାଉଁଶରେ ତିଆରି ଗହଣା । ଆଧୁନିକ ଯୁଗରେ ଆଧୁନିକ ପସନ୍ଦ୍ । ତେବେ ଆଜିକାଲି ଫ୍ୟାସନ କୁ ନେଇ ଆଦିବାସୀ ମୂଳକର ଝିଅ ତିଆରି କରିଛନ୍ତି ଗହଣା । ତା ପୁଣି ବାଉଁଶରେ । ପ୍ରକୃତିର ଉପାଦାନ ବାଉଁଶ ରେ ଅଳଙ୍କାର ପ୍ରସ୍ତୁତ କରି ଆଦିବାସୀ ଏବେ ସ୍ଵାବଲମ୍ବୀ…

ଆସିଲା ମୋଦୀଙ୍କ ନୂଆ ମନ୍ତ୍ରୀମଣ୍ଡଳ ତାଲିକା; ୪୩ ମନ୍ତ୍ରୀ ନେବେ ଶପଥ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର କ୍ୟାବିନେଟରେ ୪୩ ଜଣ ନୂଆ ମନ୍ତ୍ରୀ ଶପଥ ନେବେ। ପଦୋନ୍ନତି ପାଇଥିବା ଏହି ୪୩ ନେତା ଆଜି ଶପଥ ଗ୍ରହଣ କରିବାର ସମ୍ଭାବନା ରହିଛି। ଏହି ମନ୍ତ୍ରୀମାନଙ୍କ ଶପଥ ଗ୍ରହଣ ସମାରୋହ ରାତି ୬ ଟାରେ ରାଷ୍ଟ୍ରିୟ ଭବନରେ ଅନୁଷ୍ଠିତ…

ଇସ୍ତଫା ଦେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ: ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ। ସେ ୨୦୧୯ରେ ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ପଶୁପାଳନ, ଦୁଗ୍ଧ ଏବଂ ମତ୍ସ୍ୟ ଏବଂ ଏମଏସ୍‌ଏମଇ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ଲୋକସଭା ନିର୍ବାଚନରେ ବାଲେଶ୍ୱରରୁ ଜିତିବା ପରେ…

ଜୀବନକୁ ବିପଦରେ ପକାଇ ଜୀବିକା; ତଥାପି ଖଣି ଓ ଇସ୍ପାତ କର୍ମଚାରୀଙ୍କୁ ନାହିଁ କୋଭିଡ୍ ସହାୟତା

ରାଉରକେଲା ଇସ୍ପାତ କାରଖାନା କର୍ମଚାରୀ ମହଲରେ ଭୟ ପ୍ରଭାବୀ ଢଙ୍ଗରେ ପ୍ରତିବାଦ କରୁନାହାନ୍ତି ଶ୍ରମିକ ସଂଗଠନ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ପ୍ରତିଷ୍ଠା ଉପରେ ପ୍ରଶ୍ନବାଚୀ କର୍ମଚାରୀଙ୍କ ଆସ୍ଥା ଫେରିବା ଜରୁରୀ ରାଉରକେଲା: କରୋନାର ପ୍ରଥମ ଲହର ହେଉ କି ଏବେ ଚାଲିଥିବା ଦ୍ଵିତୀୟ ଲହର; …

ନାବାଳକକୁ ଗୋଇଠା ମାରି ଚାକିରିରୁ ବିଦା ହେଲେ ୩ ପୋଲିସ କର୍ମଚାରୀ, ୨ ସସପେଣ୍ଡ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ନାବାଳକଙ୍କ ପୋଲିସ କର୍ମଚାରୀ ଗୋଇଠା ମାରିବା । ରାଜଧାନୀର କେସୁରା ଛକରେ ନାବାଳକକୁ ଗୋଇଠା ମାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଗୋଇଠା ମାରିଥିବା ହୋମ ଗାର୍ଡ ଚାକିରିରୁ ବହିଷ୍କୃତ ହୋଇଛନ୍ତି । ସେହିପରି ପିସିଆର୍ ଇନଚାର୍ଜଙ୍କ ସହ ଆଉ ଜଣେ…

କେନ୍ଦ୍ରରେ ମନ୍ତ୍ରୀ ହେବେ ମୟୂରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ !

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ଓ ସମ୍ଭାବ୍ୟ ନୂଆ ମନ୍ତ୍ରୀଙ୍କ ତାଲିକାକୁ ନେଇ ଏବେ ଦିଲ୍ଲୀ ରାଜନୀତି ସରଗରମ । ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାକୁ କାହାକୁ ମିଳିବ ସ୍ଥାନ । ଚର୍ଚ୍ଚାରେ ଏବେ ମୟୂରବଞ୍ଜ ସାଂସଦ ବିଶେଶ୍ୱର ଟୁଡୁ । ସେ ଏବେ ଦିଲ୍ଲୀରେ ଅଛନ୍ତି ।…

ବୃଦ୍ଧାଙ୍କ ମୁଣ୍ଡ କାଟି ହତ୍ୟା କରିଥିବା ଦୁଇ ଅଭିଯୁକ୍ତ ଗିରଫ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ବୃଦ୍ଧିଙ୍କୁ ଗଣ୍ଡିରୁ ମୁଣ୍ଡ ଅଲଗା କରି ବୀଭତ୍ସ ହତ୍ୟା କରିଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଦିନ ପରେ ସେମାନେ ଗିରଫ ହୋଇଛନ୍ତି । ନିଖୋଜ କଟା ମୁଣ୍ଡକୁ ବି ଜବତ କରାଯାଇଛି । ଦୁଇ ଅଭିଯୁକ୍ତ ହେଲେ ଜାମୁନାଳିଆ…

ରାଜ୍ୟରୁ କରୋନା ନେଲା ରେକର୍ଡ ୫୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଆଉ ୫୯ ଆକ୍ରାନ୍ତଙ୍କ ଜୀବନ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ମୋଟ୍ ୧୭ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…