Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରୁ ଆଜି ଚିହ୍ନଟ ହେଲେ ୨୬୦୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମୁଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬ଶହ ୨ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୧୪ଶହ ୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧ଶହ ୭ । ଖୋର୍ଦ୍ଧା ଜିଲ୍ଲାରେ…

ଜୁଲାଇ ୨୦ରୁ ଆରମ୍ଭ ଜେଇଇ ମେନ୍

ନୂଆଦିଲ୍ଲୀ : ଜୁଲାଇ ୨୦ ତାରିଖରୁ ଆରମ୍ଭ ହେବ ଚଳିତ ବର୍ଷର ଜେଇଇ ମେନ୍ । ଜୁଲାଇ ୨୦ରୁ ୨୫ ମଧ୍ୟରେ ସେସନ-୩ର କରାଯିବ ପରୀକ୍ଷା । ସେହିପରି ଜୁଲାଇ ୨୭ରୁ ଅଗଷ୍ଟ ୨ମଧ୍ୟରେ ସେସନ-୪ ପାଇଁ ପରୀକ୍ଷା ହେବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ସେସନ ୩ ପାଇଁ…

୧.୪୬ ଲକ୍ଷ କୋଟିର ୫ଟି ଶିଳ୍ପ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ଭୁବନେଶ୍ବର : ଓଡ଼ିଶାରେ ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ ଆଗେଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ସଂପ୍ରସାରଣ ହେବ ଆଉ ୫ଟି ବଡ଼ ଶିଳ୍ପ । ଏଥିପାଇଁ ରାଜ୍ୟରେ ୧ ଲକ୍ଷ ୪୬ ହଜାର କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ । ଯେଉଁଥିରେ ୨୬ ହଜାର ୯୫୯ ଜଣ ନିଯୁକ୍ତି ମିଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ…

ବଜ୍ରାଘାତରେ ୨ ମୃତ, ଜଣେ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତ । ଆଜି ସଂଧ୍ୟାରେ ବଜ୍ରାଘତରେ ଜିଲ୍ଲାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ ବେତନଟୀ ଥାନା ପୁରୀଖୁଣ୍ଟା ଗାଁର ସୁଲୋଚନା ମହାନ୍ତ । ସେ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ…

ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକ ପୂର୍ଣ୍ଣ ପୋଷ୍ଟର

ମାଲକାନଗିରି : ପୁଣି ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଧମକପୂର୍ଣ୍ଣ ପୋଷ୍ଟର । ପିଏଲଜିଏରେ ସାମିଲ ହେବାକୁ ଜନସାଧାରଣଙ୍କୁ ପୋଷ୍ଟର ଜରିଆରେ ଆହ୍ବାନ ଦିଆଯାଇଛି । ଏହାସହ ପୋଲିସକୁ ସହଯୋଗ କରୁଥିବା ଲୋକଙ୍କୁ ପ୍ରଜକୋର୍ଟରେ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଲେଖାଯାଇଛି । କୁଡୁମୁଲୁଗୁମ୍ମା…

ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଏବଂ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରେ ଏହି ଦୁଇ ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି । ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଗଞ୍ଜାମ…

ରାଜ୍ୟରେ ବନ୍ଦ ହେବ ସରକାରୀ ଓ ଵେସରକାରୀ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସ୍ଥିତି ଧିରେ ଧିରେ ସୁଧୁରୁଥିବା ବେଳେ କଟକଣା କୋହଳ କଲେଣି ସରକାର । ସଂକ୍ରମଣ ହ୍ରାସ ପାଉଥିବାରୁ ରାଜ୍ୟରେ ବନ୍ଦ ହେବ ସରକାରୀ ଓ ବେସରକାରୀ କୋଭିଡ୍‌ କେୟାର ସେଣ୍ଟର । ତେବେ ସମ୍ଭାବ୍ୟ ତୄତୀୟ ଲହରକୁ ଦୄଷ୍ଟିରେ ରଖି…

ଟିକା ନେଲା ପରେ ବି ରାଜ୍ୟରେ ୧୬,୯୬୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଟିକା ନେଲା ପରେ ବି ୧୬,୯୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଥମ କିମ୍ବା ଦ୍ୱିତୀୟ ଡୋଜ ଟିକା ନେଇଥିବା ମୋଟ ୧୬,୯୬୦ (୦.୧୩) ପ୍ରତିଶତ ଲୋକ ଓଡିଶାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ରାଜ୍ୟର ୧ କୋଟିରୁ ଅଧିକ…

ଆଇସକ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ

ପୁରୀ : ଆଇସିକ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଅବିକଳ ପ୍ରତିକୃତି । ପୁରୀର ବାସିନ୍ଦା ଯୁକ୍ତ ତିନିରେ ପଢ଼ୁଥିବା ଛାତ୍ରୀ ସୁସ୍ମିତା ମହାରଣା ଏହି ନିଆରା କଳାକୃତିଟି ତିଆରି କରିଛନ୍ତି। ଏଥି ପାଇଁ  ୭ ଦିନ ଲାଗି ଥିବା ବେଳେ ୨ ହଜାରରୁ ଅଧିକ ଆଇସି କ୍ରିମ କାଠି ଏହି…

ଫୋକସ୍‌ରେ ଆମେର

ଚର୍ଚ୍ଚାରେ ମିଷ୍ଟର ପରଫେକ୍ସନିଷ୍ଟ । ଏବେ ବିବାହ ବିଚ୍ଛେଦ ନେଇ ଚର୍ଚ୍ଚିତ ହୋଇପଡିଛନ୍ତି ବଲିଉଡ଼ ଷ୍ଟାର ଆମେର ଖାନ୍ । ଇଣ୍ଡଷ୍ଟ୍ରୀରେ ଷ୍ଟାର ଦମ୍ପତ୍ତିଙ୍କ ପ୍ରେମରୁ ନେଇ ବିବାହ ବିଚ୍ଛେଦରେ ବି ନୂଆ ଟ୍ୱିଷ୍ଟ । ନିଜର ବିବାହ ବିଚ୍ଛେଦ ନେଇ ଉଭୟ ଆମେର -କିରଣ ଭିଡିଓ ମାଧ୍ୟମରେ ଜଣାଇଛନ୍ତି ।…