Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧାନକୁ ବିକ୍ରି କରି ନ ପାରିବାରୁ ପ୍ରତିବାଦ

ସୋନପୁର:  ରବି ରୁତୁରେ ଅମଳ କରିଥିବା ଧାନକୁ ବିକ୍ରି କରି ନ ପାରିବାରୁ ପ୍ରତିବାଦ l ହେଲେ ପ୍ରଶାସନ ପକ୍ଷରୁ ଚାଷିଙ୍କ ସମସ୍ୟା ପ୍ରତି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା l ତେଣୁ ଚାଷୀମାନେ ଏକ ଅଭିନବ ଉପାୟରେ କାର୍ଯ୍ୟାଳୟ ଭିତରେ ନିଜର ଅମଳ କରିଥିବା ଧାନ ବସ୍ତା ରଖି ନିଜର…

ପୁରୀ ବ୍ୟତୀତ ରାଜ୍ୟରେ ଆଉ କେଉଁଠି ରଥଯାତ୍ରାକୁ ନା, ସୁପ୍ରିମକୋର୍ଟରେ ସବୁ ପିଟିସନ୍ ଖାରଜ

ନୂଆଦିଲ୍ଲୀ: ପୁରୀ ବ୍ୟତୀତ ରାଜ୍ୟର ଆଉ କେଉଁଠି ରଥଯାତ୍ରା ହେବ ନାହିଁ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ନେଇ ନିର୍ଦ୍ଦେଶ ଦେବାକୁ ହୋଇଥିବା ପିଟିସନ୍ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ସର୍ବୋଚ୍ଚ ଅଦାଲତରେ…

ଶ୍ରୀଜିଉଙ୍କ ରାଜପ୍ରାସାଦ ବିଜେ ନୀତି

ପୁରୀ  : ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି | ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ | ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ…

ଭୁବନେଶ୍ୱର ଭୀମଟାଙ୍ଗି ମର୍ଡର ମିଷ୍ଟ୍ରି: ଅଭିଯୁକ୍ତର ମାଆ କଲେ ଚାଞ୍ଚଲ୍ୟକର ଖୁଲ୍ଲାସା

ଯାଜପୁର: ଭୁବନେଶ୍ୱର ଭୀମଟାଙ୍ଗି ଅଞ୍ଚଳରେ ଭଡ଼ାଘରେ ମହିଳାଙ୍କୁ ନିର୍ମମ ହତ୍ୟା ଘଟଣାରେ ମୁହଁ ଖୋଲିଲେ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କ ମାଆ । ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ଜଗନ୍ନାଥଙ୍କ ସହ ବିବାହ ପୂର୍ବରୁ ମୃତ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କର ପ୍ରେମ ସମ୍ପର୍କ ଥିଲା । ଦୁହେଁ…

ଅବହେଳା କରନ୍ତୁନାହିଁ! କରୋନା ପରେ କିଡନୀ ରୋଗ ବି ହୋଇପାରେ

ଭୁବନେଶ୍ଵର: କରୋନା ଫୁସଫୁସକୁ ଆକ୍ରମଣ କରୁଛି। ଏ ସାଂଘାତିକ ଭାଇରସ୍ ଗଳାରୁ ବାହାରି ଫୁସଫୁସକୁ ଗଲେ, ରୋଗୀ ଗୁରୁତର ହେଉଛି। କେତେକ କ୍ଷେତ୍ରରେ ମୃତ୍ୟୁ ମଧ୍ୟ  ହେଉଛି। କିନ୍ତୁ ସୁସ୍ଥ ହେଉଥିବା ଲୋକ ବି ନିରାପଦ ନୁହନ୍ତି। କରୋନାରୁ ସୁସ୍ଥ ହେବା ପରେ ଅନ୍ୟ ରୋଗର ଶିକାର ହେଉଛନ୍ତି। କରୋନା…

ଓଡ଼ିଶାରେ ୪-୫ ମାସ ଭିତରେ ଶେଷ ହେବ ଟିକାକରଣ ପ୍ରକ୍ରିୟା

ଭୁବନେଶ୍ୱର: ରାଜ୍ୟରେ ଜୋରଦାର ଚାଲିଛି ଟିକାକରଣ ଅଭିଯାନ । ଦୈନିକ ୩ ଲକ୍ଷ ଡୋଜ୍ ଟିକା ଦେବାକୁ ଲକ୍ଷ୍ୟ ରହିଥିବା ବେଳେ ଗତକାଲି ରେକର୍ଡ ୪ ଲକ୍ଷ ୨ ହଜାର ୪୩୪ ଜଣଙ୍କୁ ଟିକା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ କୋଟି ୨୪ ଲକ୍ଷ ୯୧ ହଜାର ୮୫୭ ଡୋଜ୍ ଟିକା ଦିଆଗଲାଣୀ । ଆଗାମୀ ୪ ରୁ ୫…

ଗଛରେ ପିଟିହେଲା ବାଇକ୍, ୩ ଜଣଙ୍କର ମୃତ୍ୟୁ

ଭବାନୀପାଟଣା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ । ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛରେ ବାଇକ୍ ପିଟିହେଲା । କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ମୂର୍ଲାପଦର ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ଭିତରେ ଅଛନ୍ତି ମରିଆବନ୍ଧଲି ଗାଁର ଦୁଇ ଭାଇ…

ରାଜ୍ୟରେ କମୁଛି କରୋନା କାୟା: ଆଜି ୨୪୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ଖସୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪ଶହ ୮୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୪ଶହ ୨୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ହଜାର ୫୯ । ୨୨ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଶହେ…

ରାଜ୍ୟରୁ କରୋନାରେ ଆଉ ୫୧ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଥର କରୋନା ମୃତ୍ୟସଂଖ୍ୟା ୫୦ରୁ ଅଧିକ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଉ ୫୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୭ ଜିଲ୍ଲାରୁ ମୃତକ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ହୋଇଛି ।…

ଆଜି ଶ୍ରୀନଅର ବିଜେ: ମହାପ୍ରଭୁଙ୍କ ସୁସ୍ଥତା ଖବର ଗଜପତି ମହାରାଜଙ୍କୁ ଦେବେ ସେବାୟତ

ପୁରୀ: ଦଶମୂଳ ମହୌଷଧି ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ଶ୍ରୀଜିଉ । ଆଜି ଦ୍ୱାଦଶୀ ତିଥିରେ ଏହି ଖବର ନେଇ ଶ୍ରୀନଅର ଯିବେ ସେବାୟତ । ଗଜପତି ମହାରାଜଙ୍କୁ ମହାପ୍ରଭୁଙ୍କ ସୁସ୍ଥତା ଖବର ଦେବେ । ମହାପ୍ରଭୁ ଆରୋଗ୍ୟ ଲାଭ କରିଥିବା ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ…