Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଜ୍ରାଘାତରେ ୩୨ ଗୋରୁ ,୩୬ ମେଣ୍ଢା ମୃତ, ଅଳ୍ପକେ ବର୍ତ୍ତିଲେ ଗୋରୁ ଚରାଳି

କେନ୍ଦୁଝର : ବାଂଶପାଳ ବ୍ଲକ କାଦକଳା ଓ ଭାଲିଆଡାଳ ଗାଁରେ ଅଘଟଣ । ବଜ୍ରାଘାତରେ ୩୨ ଗୋରୁ ଓ ୩୬ ମେଣ୍ଢା ମୁତ୍ୟୁ ବରଣ କରିଛନ୍ତି । ତେବେ ବଜ୍ରାଘତରୁ ଅଳ୍ପକେ ଭର୍ତ୍ତିଛନ୍ତି ଗୋରୁ ଚରାଳି । ବର୍ଷା ହେଉଥିବା ବେଳେ ଗୋରୁ ପଲ ଜାମୁ ଗଛ ମୂଳରେ ଆଶ୍ରୟ ନେଇଥିବା ବେଳେ ବଜ୍ରାଘାତ ହୋଇଥିଲା ।…

ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା, ମୁତୟନ ହେବେ ୮୦ ପ୍ଲାଟୁନ ଫୋର୍ସ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ବାକି ରହିଲା । ଏଥିପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ତିନି ରଥ ନିର୍ମାଣ କାର୍ଯ୍ୟ । ତେବେ ବିନା ଭକ୍ତ ଓ କୋଭିଡ କଟକଣାରେ ରଥଯାତ୍ରାକୁ କିଭଳି ଶାନ୍ତି ଶୃଙ୍ଖଳାର ସହ ଶେଷ କରାଯିବ ସେନେଇ ପ୍ରସ୍ତୁତ ହୋଇଛି ପୋଲିସ । ଏଥିପାଇଁ…

ଯୁବତୀଙ୍କୁ ଦୁଷ୍କର୍ମ କରି ଗିରଫ ହେଲେ ମାଲକାନଗିରି ବନପାଳ

ମାଲକାନଗିରି : ମାଲକାନଗିରିରେ ଲଜ୍ଜା । ଯୁବତୀଙ୍କୁ ଦୁଷ୍କର୍ମ କରି ଗିରଫ ହୋଇଛନ୍ତି ବନପାଳ । ଗିରଫ ବନପାଳ ହେଲେ ମୁରଲୀଧର । ବିବାହର ପ୍ରଲୋଭନ ଦେଖାଇ ବନପାଳ ଜଣକ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା ପରିବାର । ଅଭିଯୋଗ ପରେ ଅଭିଯୁକ୍ତ ବନପାଳଙ୍କୁ…

କୋଭିଡ ତୃତୀୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରଥମ ଲହର ତୁଳନାରେ ଅଧିକ ହେବ

ନୂଆଦିଲ୍ଲୀ : କୋଭିଡ ତୃତୀୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରଥମ ଲହର ତୁଳନାରେ ଅଧିକ ହେବ । ଏହା କହିଛନ୍ତି, କୋଭିଡ ପ୍ୟାନେଲର ବୈଜ୍ଞାନିକ ମନୀନ୍ଦ୍ର ଅଗ୍ରୱାଲ । ସେ କହିଛନ୍ତି- ଲୋକଙ୍କ ଭିତରେ ରାଗ ପ୍ରତିରୋଧକ ଶକ୍ତିର ଅଭାବ, ଟିକାଦାନ ପ୍ରକ୍ରିୟା ଓ ପ୍ରଭାବଶାଳୀ ଭାରିଆଣ୍ଟ ଯୋଗୁ…

କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳ, ମେଡିକାଲ କଲେଜ, ମ୍ୟୁନିସିପାଲ କମିଶନରଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ।…

କଟକରେ ଆସନ୍ତାକାଲିଠୁ ସବୁ ବର୍ଗଙ୍କ ଲାଗି ୱାକ୍‌ ଇନ୍‌ କୋଭିଡ୍‌ ଟିକାକରଣ ଆରମ୍ଭ

କଟକ: ସହରର ସମସ୍ତ ବୟସ ବର୍ଗଙ୍କ ପାଇଁ ୱାକ-ଇନ୍ କୋଭିଡ୍‌-୧୯ ଟିକାକରଣ ଘୋଷଣା କରିଛି ସିଏମ୍‌ସି। ଜୁଲାଇ ୫ ତାରିଖରେ, ୧୮ରୁ ୪୪ ବର୍ଷ ବର୍ଗର ଲୋକମାନେ ପ୍ରଥମ ଟିକା ଗ୍ରହଣ କରିପାରିବେ। ଏହି ବର୍ଗର ଲୋକମାନେ ସକାଳ ୯ ଟାରୁ ୧ ଟା ମଧ୍ୟରେ ଟିକା ଦେଇପାରିବେ। ସେହିଭଳି, ୪୫ରୁ ଅଧିକ…

ରାଜ୍ୟର ଏହି ୭ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ…

ରାଜ୍ୟରେ ୧ କୋଟି ଟପିଲା ଟିକାକରଣ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧ କୋଟି ଟପିଲା ଟିକାକରଣ ସଂଖ୍ୟା। କରୋନା ଟିକାକରଣର ପ୍ରଥମ ମାତ୍ରା ସହିତ ଏକ କୋଟି ଲୋକଙ୍କୁ ଟିକାକରଣ କରିବାରେ ଓଡିଶା ଏକ ଐତିହାସିକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଏ ନେଇ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ବିଭାଗ ରବିବାର ଟୁଇଟ୍ କରିଛି। ଟୁଇଟ୍‌ରେ…

କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ପ୍ରାଇଭେଟ୍ କ୍ୟାବିନରେ ରଖି ତାଙ୍କର ଚିକିତ୍ସା କରାଯାଉଛି । ସମସ୍ତ ପ୍ରକାର ପରୀକ୍ଷା ନିରୀକ୍ଷା କରାଯିବ । ବିଷ୍ଣୁ ସେଠୀଙ୍କର…

ରାୟଗଡ଼ାରୁ ରାଜସ୍ଥାନ ଚାଲାଣ ବେଳେ ୭.୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡା: ରାଜସ୍ଥାନକୁ ରାୟଗଡ଼ାରୁ ଗଞ୍ଜେଇ ଚୋରା ଚାଲାଣ । ସୂଚନା ପାଇ ରେଡ୍ କଲା ମୁନିଗୁଡା ପୋଲିସ । ରାଜସ୍ଥାନ ଆଜମେରକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଢ଼େପାଗୁଡା ନିକଟରେ ଟ୍ରକରେ ଲୋଡିଂ ହେଉଥିବା ବେଳେ ଚଢ଼ାଉ କଲା ପୋଲିସ । ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଭିତରେ…