Latest Odisha News

BREAKING NEWS

Browsing Category

ଓଡିଶା

Odisha

OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ

ଭୁବନେଶ୍ବର:ରଶ୍ମିରଞ୍ଜନ ସ୍ବାଇଁ ହେଲେ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ । ଶୁକ୍ରବାର ରାଜ୍ୟ ସରକାର ଜମ୍ମୁ ଓ କାଶ୍ମୀରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ରଶ୍ମିରଞ୍ଜନ ସ୍ୱାଇଁଙ୍କୁ ଓଡ଼ିଶା ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗର ପ୍ରଥମ ଅଧ୍ୟକ୍ଷ ଭାବେ…

Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରିକଲା ଶାସକ ବିଜେପି । ଦୁଇ ଧାଡ଼ିର ହ୍ୱିପ ଜାରି କରିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ । ଆସନ୍ତା ୧୬ ତାରିଖ ଅର୍ଥାତ ରାଜ୍ୟସଭା ନିର୍ବାଚନ ଦିନ ସମସ୍ତ ବିଜେପି ବିଧାୟକ ମାନେ ବିଧାନସଭାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ…

‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍‌ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’

ଭୁବନେଶ୍ବର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପ୍ରସାର ଭାରତୀ ଓଡ଼ିଶାରେ ବ୍ୟାପକ ରେଡିଓ ଏବଂ ଟେଲିଭିଜନ ପ୍ରସାରଣ ସେବା ଜାରି ରଖିଛି । କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ ଆଜି ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କହିଛନ୍ତି, ଓଡ଼ିଶାରେ…

ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…

କଟକ: କଟକ ଜିଲ୍ଲା ସାଲେପୁର ଥାନା ଫୋଗଳ ଗାଁରେ ଅଭାବନୀୟ ଘଟଣା ଘଟିଛି । ଜମିବାଡି ଝଗଡାରୁ ସାନ ଭାଇ, ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ବଡ଼ ଭାଇଙ୍କ ପୁଅ ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି । ମୃତକ ଦୁଇ ଜଣ ହେଲେ ସେକ୍ ସମସେର ଓ କୂଳସୁନ ବିବି ।…

‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ…

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଜି ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’କୁ ଉଦଘାଟନ କରି ‘ବିକଶିତ ଓଡ଼ିଶା @୨୦୩୬’ ଅଧୀନରେ ରାଜ୍ୟର ଦୂରଦୃଷ୍ଟି ଉପସ୍ଥାପନ କରିଛନ୍ତି। ଅର୍ଥନୈତିକ ଅଭିବୃଦ୍ଧି…

ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି

ଭୁବନେଶ୍ୱର: ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି । "ଜୟ କିଷାନ"ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ । ଚାଷୀମାନଙ୍କର ଉନ୍ନତି ବିନା ଦେଶ କିମ୍ବା ରାଜ୍ୟର ବିକାଶ ଅସମ୍ଭବ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ…

ଭୟାବହ ଯୁଦ୍ଧ ସ୍ଥିତି ପାଇଁ ‘ଇଫ୍ତାର ଓ ଇଦ୍ ମିଲନ’ ପାଳନ କରିବନି ବିଜେଡି…

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଭୟାବହ ଯୁଦ୍ଧ ଯୋଗୁଁ ହଜାର ହଜାର ନିରୀହ ଲୋକଙ୍କ ପ୍ରାଣହାନୀ ହେବା ସହିତ ଲକ୍ଷ ଲକ୍ଷ ସାଧାରଣ ଜନତା ଆହତ ହୋଇଛନ୍ତି ଓ ଲକ୍ଷ ଲକ୍ଷ ଲୋକ ବାସହରା ହୋଇ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ଏଭଳି ସ୍ଥିତିରେ ଯୁଦ୍ଧର ଅନ୍ତ ତଥା ଶାନ୍ତି ପ୍ରତିଷ୍ଠା ପାଇଁ ବିଜୁ ଜନତା ଦଳ…

Gold rate falls: ଖସିଲା ସୁନା ଦର; ଜାଣନ୍ତୁ କ’ଣ ରହିଛି ଦାମ୍

ଭୁବନେଶ୍ବର: କମିଲା ସୁନା ଦାମ୍ । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୦,୬୯୦ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧,୪୭,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୨୨୦ ଟଙ୍କା ରହିଥିଲା ।…

ବିଜେପିକୁ ବାଏବାଏ କଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର: ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ । ରବୀନ୍ଦ୍ର ଜେନା ବିଜେପିରେ ସାମିଲ ହେବା ପରେ ସେ ବିଜେପି ଛାଡିଛନ୍ତି । ପ୍ରେସମିଟ୍‌ କରି ସେ ତାଙ୍କ ଇସ୍ତଫାର କାରଣ କହିଛନ୍ତି । ସେ କହିଛନ୍ତି ଯେ, ମୂଲ୍ୟବୋଧ ଯୁକ୍ତ ରାଜନୀତି ବିଚାରଠାରୁ ଦୂରେଇ ଯାଇଛି ବିଜେପି ।…

Physical Education: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା

ଭୁବନେଶ୍ବର: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଶୃଙ୍ଖଳାର ସହ ଚାଲିଛି । ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଚାଲିଛି ଆଲୋଚନା । ଉତ୍ତର ରଖୁଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କେମିତି ସୁସ୍ଥ…