Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ମାଓ ତାଣ୍ଡବ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଣି ଦେଖିବାକୁ ମିଳିଲା ମାଓ ତାଣ୍ଡବ। ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଆମଦାଇ ଖଣି ନିକଟ ପ୍ଲାଣ୍ଟରେ ନିୟୋଜିତ ଥିବା ଚାରଟି ଗାଡିକୁ ପୋଡିବା ସହ ଆଇଡି ମଧ୍ୟ ବ୍ଲାଷ୍ଟ କରିଛନ୍ତି ଏଥିରେ ନିକୋପ୍ଲାଣ୍ଟର ଜଣେ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା…

ଲାଞ୍ଚ ନେବା ବେଳେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲଙ୍କୁ ଧରିଲା ଭିଜିଲାନ୍ସ

ଭବାନୀପାଟଣା: ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ପୁରୁଣା ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ ।…

ପୁରୀରେ ଛାତ ଉପରୁ ରଥଯାତ୍ରା ଦେଖିବା ମନା, ପୂର୍ବ ନିଷ୍ପତ୍ତି ବଦଳାଇଲା ଜିଲ୍ଲା ପ୍ରଶାସନ

ପୁରୀ: ଆଉ ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କରୋନା ଯୋଗୁ ଏବର୍ଷ ବି ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା । ବଡ଼ଦାଣ୍ଡରେ ଜାରି ହେବ ୧୪୪ ଧାରା । ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଥିବା ଘର ଛାତ ଉପରେ ବି ୧୪୪ ଧାରା ହେବ । ଘରର ପରିବାର ଲୋକ ଛାତ ଉପରୁ ରଥଯାତ୍ରା…

ଆଜି ୧୬ ଜିଲ୍ଲାରୁ କରୋନା ନେଲା ୪୫ ଜୀବନ

ଭୁବନେଶ୍ୱର: କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ବି ଦୈନିକ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସୁନାହିଁ । ୪୦ ଉପରେ ରହୁଛି । ୨୪ ଘଣ୍ଟାରେ ଆଉ ୪୫ ସଂକ୍ରମିତଙ୍କ ଜୀବନ ଯାଇଛି । ୧୬ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ…

ଆଜି ଓଡ଼ିଶାରୁ ୨୯୧୭ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୪.୦୭%

ଭୁବନେଶ୍ୱର: ରାଜ୍ୟରେ ଆଜି ୩ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨ହଜାର ୯୧୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୬ଶହ ୭୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୪୦ । ଏହି ସମୟକେ ୭୧ହଜାର ୫୫୪ କୋଭିଡ୍ ଟେଷ୍ଟ ହୋଇଛି । ରାଜ୍ୟରେ ପଜିଟିଭ୍ ହାର ରହିଛି ୪.୦୭% ।…

ସ୍ତ୍ରୀ ଓ ଝିଅକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା ଅଭିଯୋଗ

ଜଗତସିଂହପୁର: ସ୍ତ୍ରୀ ଓ ଝିଅକ ହାଣିଲା ସ୍ୱାମୀ । ଏହାପରେ ନିଜେ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରି ସ୍ୱାମୀର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଜୋତଚାନ୍ଦପାଟଣା ଗାଁରେ । ମୃତକ ହେଲେ  ଲୋକନାଥ ପାଲ ।…

ଶେଖର ମେହେତା ରୋଟାରୀ ଇଣ୍ଟରନାସନାଲର ନୂଆ ସଭାପତି

ଦିଲ୍ଲୀ  : ଶେଖର ମେହେତା ରୋଟାରୀ ଇଣ୍ଟରନାସନାଲର ନୂଆ ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି । ରିଅଲ ଇଷ୍ଟେଟ କମ୍ପାନୀ ସ୍କାଇଲାଇନର ଅଧ୍ୟକ୍ଷ ତଥା ରୋଟାରୀ କ୍ଲବ ଅଫ କୋଲକାତା ମହାନଗରର ସଦସ୍ୟ ଶେଖର ମେହେତା । ଶ୍ରୀ ମେହତାଙ୍କୁ ୧୧୧ ତମ ରୋଟାରୀ ଇଣ୍ଟରନାାସନାଲର ସଭାପତି ଭାବେ ଏକ ବର୍ଷ ପାଇଁ…

ଗଞ୍ଜାମରେ ଦିଆଯିବ କୋଭାକ୍ସିନ ଟିକା

ଭୁବନେଶ୍ବର : ଭୁବନେଶ୍ବର ଭଳି ଗଞ୍ଜାମରେ ଦିଆଯିବ କୋଭାକ୍ସିନ ଟିକା । ଜିଲ୍ଲାରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଦିଆଯିବ କୋଭାକ୍ସିନ ଟିକା । ଏନେଇ ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ…

ଭିଏସଏସ ନଗର ମାର୍କେଟ୍ ସିଲ୍

ଭୁବନେଶ୍ବର : ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ରହିଲା ଭୁବନେଶ୍ବର ଭିଏସଏସ ନଗର ମାର୍କେଟ । କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ ବା ବିଏମ୍‌ସି । ମାର୍କେଟରେ ସାମାଜିକ ଦୂରତା ରକ୍ଷା କରିବାରେ ବ୍ୟବସାୟୀ ଓ ଗ୍ରାହକ ବିଫଳ ହୋଇଥିବାରୁ ଏଭଳି…

ପଞ୍ଜାବରେ ତୀବ୍ର ସଙ୍କଟ ସୃଷ୍ଟି କଲା ବିଦ୍ୟୁତ ଅଭାବ

ପଞ୍ଜାବ : ପଞ୍ଜାବରେ ବିଦ୍ୟୁତ ଅଭାବ ସୃଷ୍ଟି କରିଛି ତୀବ୍ର ସଙ୍କଟ । ପ୍ରବଳ ଗରମ ଓ ବିଦ୍ୟୁତ ଅଭାବ ଯୋଗୁ ନୂଆ ନିଷ୍ପତ୍ତି ନେଇଛନ୍ତି ପଞ୍ଜାବ ସରକାର । ଏଣିକି ସରକାରୀ ଅଫିସ ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଏହି…