Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନାରେ ଆଖି ବୁଜିଲେ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ରାଜଧାନୀର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା । ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟରୁ ସେ…

ଜୁଲାଇରେ ରାଜ୍ୟରେ କମିବ ସଂକ୍ରମଣ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ । ମାମଲା ଦିନକୁ ଦିନ ହ୍ରାସ ପାଉଥିବା ବେଳେ, ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଦିଗ ଉପରେ ଗୁରୁତ୍ବ ଦିଆଯାଉଛି । ତେବେ ଜୁଲାଇ ସୁଦ୍ଧା ରାଜ୍ୟରେ ପଜିଟିଭ ସଂଖ୍ୟା କମିବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ…

କରୋନାର ଦ୍ବିତୀୟ ଲହରରେ ଗଲାଣି ୮୦୦ ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ : ମହାମାରୀ କରୋନା କବଳରେ ଡାକ୍ତର । କରୋନାର ଶିକାର ପାଲଟିଛନ୍ତି ଜୀବନ ରକ୍ଷା କରୁଥିବା ଡାକ୍ତର । କେବଳ ଦ୍ବିତୀୟ ଲହରରେ ଗଲାଣି ଭାଇରସ ନେଲାଣି ୮୦୦ ଡାକ୍ତରଙ୍କ ଜୀବନ । ମୋଟା ମୋଟି ଭାବେ କହିବାକୁ ଗଲେ, ଉଭୟ ପ୍ରଥମ ଓ ଦ୍ବିତୀୟ ଲହରରେ କିଲର କରୋନା ନେଇଛି ଦେଢ଼ ହଜାରରୁ…

ତିନି ଦିନଆ ପୁରୀ ଗସ୍ତରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ପୁରୀ: ତିନି ଦିନିଆ ଗସ୍ତରେ ଆଜି ପୁରୀରେ ପହଞ୍ଚିଛି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଛନ୍ତି । ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି…

ରାଜ୍ୟରେ ୧୫ଟି ଫାଷ୍ଟ ଟ୍ରାକ୍ ଓ ୨ଟି ସିଭିଲ୍ କୋର୍ଟ ଉଦଘାଟିତ

କଟକ: ରାଜ୍ୟରେ ଉଦଘାଟିତ ହେଇଛି ୧୫ଟି ଫାଷ୍ଟ ଟ୍ରାକ କୋର୍ଟ । ଭର୍ଚୁଆଲ୍ ମୋଡରେ ଏସବୁ ଉଦଘାଟନ କରିଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର । ଦୁଷ୍କର୍ମ ଓ ପକ୍ସୋ ମାମଲାଗୁଡ଼ିକର ଶୁଣାଣି ପାଇଁ ଏହି ସମସ୍ତ କୋର୍ଟ ଉଦ୍ଧିଷ୍ଟ । କଟକ, ବାଲେଶ୍ଵର, ଭଦ୍ରକ, ବଲାଙ୍ଗିର,…

ରାଜ୍ୟର ୨୦ ଜିଲ୍ଲାରେ ବସ୍ ଚଳାଚଳ ନେଇ କଣ କହିଲେ ପରିବହନ ମନ୍ତ୍ରୀ ?

ଭୁବନେଶ୍ୱର: ରାଜ୍ୟରେ ପାଖାପାଖି ଦୁଇ ମାସ ପରେ ବସ୍ ଚଳାଚଳ ପାଇଁ ଅନୁମତି ଦେଇଛନ୍ତି ସରକାର । କିନ୍ତୁ କେବଳ କାଟାଗୋରୀ-ଇରେ ଥିବା ୨୦ ଜିଲ୍ଲାରେ ବସ୍ ଗଡ଼ିବ । ପରିବହନ ମନ୍ତ୍ରୀ କହିଛନ୍ତି , ବସ୍ ଚଳାଚଳ ନେଇ ଆଜି ଆସିବ ଗାଇଡଲାଇନ୍ । ପରିବହନ ବିଭାଗ ପକ୍ଷରୁ ଆରଟିଓ ଏବଂ ବସ୍ ମାଲିକ…

ଚାଷୀ ମାରଣ ନୀତି ବିରୋଧରେ ସୋନପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତିକୁ ବିରୋଧ କରି ସୁବର୍ଣ୍ଣପୁର ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ୫ ଦଫା ଦାବିରେ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।…

ନକଲି ବିଦେଶୀ ମଦ କାରଖାନା ସିଲ୍, ବିପୁଳ ମଦ ଜବତ

ବାରିପଦା:  ନକଲି ବିଦେଶୀ ମଦ ପ୍ରସ୍ତୁତି ଚାଲିଥିବା ବେଳେ ମୟୂରଭଞ୍ଜ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସ୍ଥାନୀୟ ଉଠାଣିନୂଆଗାଁର ବିକର୍ତ୍ତନ ନାୟକଙ୍କ ଘରେ ଅବକାରୀ ନିରୀକ୍ଷକ ଅଭିରାମ ବେହେରାଙ୍କ ନେତୃତ୍ଵରେ ଏକ ଟିମ୍ ଚଢ଼ଉ କରିଥିଲା।  ଅବକାରୀ ଟିମ୍ ୧୨୦ ବୋତଲ ନକଲି ବିଦେଶୀ ମଦ ସହ…

ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍

ଭୁବନେଶ୍ୱର: ଓଡ଼ିଶା ଆସିଲା ECMO ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ୟକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର…

ପୂର୍ବ ଶତ୍ରୁତାରୁ ଫୁଟିଲା ଗୁଳି, ଯୁବକ ଗୁରୁତର

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଦୁଇ ପରିବାର ଭିତରେ ସଂଘର୍ଷ ପରେ ଫୁଟିଲା ଗୁଳି । ଜଣେ ଯୁବକଙ୍କ ଗୁଳିମାଡ଼ରେ ଆଉ ଜଣେ ଆହତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡ଼ କନ୍ତକୁଳ ଗାଁରେ । ଆହତ ଯୁବକ ହେଉଛନ୍ତି ଗାଁର ଅଖିଳ ବେହେରା । ଗୁରୁତର ଅବସ୍ଥାରେ ତାଙ୍କୁ…