Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୂର୍ବ ଶତ୍ରୁତାରୁ ଫୁଟିଲା ଗୁଳି, ଯୁବକ ଗୁରୁତର

ଅନୁଗୋଳ: ପୂର୍ବ ଶତ୍ରୁତାରୁ ଗୁଳିମାଡ଼ । ଦୁଇ ପରିବାର ଭିତରେ ସଂଘର୍ଷ ପରେ ଫୁଟିଲା ଗୁଳି । ଜଣେ ଯୁବକଙ୍କ ଗୁଳିମାଡ଼ରେ ଆଉ ଜଣେ ଆହତ ହୋଇଛନ୍ତି । ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ବଡ଼ କନ୍ତକୁଳ ଗାଁରେ । ଆହତ ଯୁବକ ହେଉଛନ୍ତି ଗାଁର ଅଖିଳ ବେହେରା । ଗୁରୁତର ଅବସ୍ଥାରେ ତାଙ୍କୁ…

ଓଡ଼ିଶାର ୨୨ ଜିଲ୍ଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେରୁ କମ୍

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧିରେ ଧିରେ କମୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୮୭ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୭ଶହ ୭୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୩ଶହ ୧୨ । ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ପଜିଟିଭ୍ ବାହାରିଥିବା ବେଳେ କଟକ ଜିଲ୍ଲାରୁ ୪୬୨, ବାଲେଶ୍ୱରରୁ…

ବଢ଼ିଲା ଟିକା ସଂକଟ: ଆଜି ୧୬ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଟିକା ଅଭାବ ଯୋଗୁ ଆଜି ରାଜ୍ୟରେ ୧୬ ଜିଲ୍ଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ସୋନପୁର,…

ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନରେ ଓଡ଼ିଶା: ଅଧିକ ସମୟ ଖୋଲିବ ଦୋକାନ ବଜାର, ସେଲୁନ୍ ଖୋଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ଆଂଶିକ ଲକଡାଉନ୍ । କାଟାଗୋରୀ-A ୨୦ ଜିଲ୍ଲାରେ କଟକଣାକୁ ଅଧିକ କୋହଳ କହାଯାଇଥିବା ବେଳେ କାଟାଗୋରୀ-B ଜିଲ୍ଲାରେ ବି କଟକଣା ସହ ଜୀବନ ଜୀବିକାକୁ ସ୍ୱାଭାବିକ କରିବା ପାଇଁ ବହୁ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ…

ଜୋରସୋରରେ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର କିଛି ଦିନ ରହିଲା । ଏଥିପାଇଁ ଜୋରସୋରରେ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ । ପାଖାପାଖି ୯୦ ପ୍ରତିଶତ କାର୍ଯ୍ୟ ଶେଷ ହେଲାଣି । ମହାପ୍ରଭୁଙ୍କ ଆଶୀର୍ବାଦ ଓ ସେବାୟତଙ୍କ ନିଷ୍ଠା ଯୋଗୁ ସବୁ କାର୍ଯ୍ୟ ସୂଚାରୁ ରୂପେ ଚାଲିଛି । ଆସନ୍ତ ୯…

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୨ ଗୁରୁତର

ରାୟଗଡ଼ା : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲାଉଗୁଡା ଗାଁରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଗୁରୁତର ଅଛନ୍ତି । ଦୁଇ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ, ଲାଉଗୁଡା ଗାଁର ଅନନ୍ତ ଶବର ଦୁଇ…

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା

ଭୁବନେଶ୍ୱର: କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ୧୮ ଲକ୍ଷ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ବୁଧବାର କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ…

ସେବାୟତଙ୍କୁ ସାନିଟାଇଜର ଓ ମାସ୍କ

ପୁରୀ  : କୋଭିଡ ସଂକ୍ରମଣରୁ ସେବାୟତ ମାନେ ସୁରକ୍ଷିତ ରହି ପାରିବେ । ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଉଦ୍ୟମ ଜାରି ରଖିଛି । ଆଗକୁ ରଥଯାତ୍ରା ଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମାଗଣାରେ ସାନିଟାଇଜର ଓ N95 ମାସ୍କ ଯୋଗାଇ ଦେଇଚି । ପ୍ରଥମେ ଦଇତା ପତି…

ଭିଜିଲାନ୍ସ ବିଭାଗ ଆଇଜି ଭାବେ ଯୋଗଦେଲେ ବରିଷ୍ଠ IPS ଅସିତ୍ ପାଣିଗ୍ରାହୀ

ଭୁବନେଶ୍ୱର : ଭିଜିଲାନ୍ସ ବିଭାଗ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ୍ ଅଫିସର ଅସିତ୍ ପାଣିଗ୍ରାହୀ । ୧୯୯୭ ବ୍ୟାଚର ଆଇପିଏସ୍ ଅଧିକାରୀ ଅସିତ୍ ପାଣିଗ୍ରାହୀ ବୁଧବାର ଭିଜିଲାନ୍ସ ନିର୍ଦ୍ଦେଶାଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଶ୍ରୀ ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ…

ପିସିଭି ଟୀକା ପ୍ରଚାର ରଥ ଶୁଭାରମ୍ଭ

ସୋନପୁର : ସୋନପୁର ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରଠାରେ ଏକ ପ୍ରଚାର ରଥର ଶୁଭାରମ୍ଭ ହୋଇଯାଇଛି । ପିସିଭି ଟୀକାର ନିୟମିତ ଟୀକାକରଣ ସୂଚୀରେ ସାମିଲ ହେବା ଅବସରରେ ବ୍ୟାପକ ଜନ ସଚେତନତା ସୃଷ୍ଟି ପାଇଁ ପ୍ରଚାର ରଥର ଶୁଭାରମ୍ଭ ହୋଇଛି । ଆଗାମୀ ୯ ଜୁଲାଇ ଯାଏଁ ନାଇକେନପାଲି ଗୋଷ୍ଠୀ…