Latest Odisha News

BREAKING NEWS

Browsing Category

ଓଡିଶା

Odisha

Hirakud Dam: ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍ । ଏବେ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଏବେ ହୀରାକୁଦର ଜଳସ୍ତର ୬୨୬.୬୦ ଫୁଟ୍ ରହିଛି । ବନ୍ୟାକୁ ନେଇ ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି,…

Mohan Critiques Naveen: ନବୀନଙ୍କୁ କଟାକ୍ଷ କଲେ ମୁଖ୍ୟମନ୍ତ୍ରୀ, କହିଲେ, ‘ଆମେ ଯାହା ହାସଲ କରିଛୁ, ସେ କେବେ ଭାବି…

ଭୁବନେଶ୍ବର: ବିରୋଧୀ ଦଳ ନେତାଙ୍କୁ କଟାକ୍ଷ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୪ ବର୍ଷ ସରକାର ଯାହା କେବେ ଭାବିନଥିବ, ମୋହନ ସରକାର ତାହା ହାସଲ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦି ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସର ସମ୍ପାଦକୀୟ ନିର୍ଦ୍ଦେଶକ ପ୍ରଭୁ ଚାୱଲାଙ୍କ ସହିତ ଏକ…

BJD President Naveen Patnaik: ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ, ଉପରାଷ୍ଟ୍ରପତି…

ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି। ତେବେ ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଆଉ…

ମନମୋହନ ସାମଲଙ୍କ ପୁଣି ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା, ବଢୁଛି ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସସ୍‌ପେନ୍ସ !

ନୂଆଦିଲ୍ଲୀ: ପୁଣି ଦିଲ୍ଲୀ ଗଲେ ମନମୋହନ । ନୂଆଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ସେ ଦିଲ୍ଲୀ ଗସ୍ତରୁ ଫେରିଥିଲେ। ଗତକାଲି ଦିଲ୍ଲୀ ଗସ୍ତରୁ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଫେରିଥିଲେ। ଗତକାଲି ହଠାତ୍‌ ବିଳମ୍ବିତ ରାତିରେ ସେ ପୁଣି…

ରେଲୱେ କର୍ମଚାରୀଙ୍କ ଘର ଉପରକୁ ଗୁଳିମାଡ଼, ୪ ରାଉଣ୍ଡ ଗୁଳିମାରିଲେ ଦୁର୍ବୃତ୍ତ

ଝାରସୁଗୁଡ଼ା: ଝାରସୁଗୁଡାରେ ଫୁଟିଲା ଗୁଳି । ସହରର ରେଲୱେ କଲୋନୀରେ ରହୁଥିବା ରେଲୱେ କର୍ମଚାରୀ ଦଶରଥ ସୁନା ନାମକ ଜଣେ ବ୍ୟକ୍ତିଙ୍କ ଘର ଉପରେକୁ ଗୁଳିମାଡ଼ ହୋଇଛି । ବିଳମ୍ବିତ ରାତିରେ ୪ ରାଉଣ୍ଡ ଗୁଳିମାଡ଼ କରିଛି ଦୁର୍ବୃତ୍ତ । ଘର କବାଟକୁ ଗୁଳି ମାଡ଼ କରିଛନ୍ତି କିଛି ଦୁର୍ବୃତ୍ତ ।…

Weather Update: ରାଜ୍ୟରେ ଆହୁରି ଛେଚିବ ବର୍ଷା, ଆଜି ୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ, ଆହୁରି ୩ଦିନ ବର୍ଷିବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ମଧ୍ୟ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ୫…

Chatar jatra 2025: ଆସନ୍ତା ୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

କଳାହାଣ୍ଡି: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା (manikeswari chatar jatra)ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଶନିବାର ଭବାନୀପାଟଣାସ୍ଥିତ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ…

Special OTET Exam: ଆସନ୍ତା ୨୭ରେ ସ୍ପେଶାଲ୍ ଓଟିଇଟି ପରୀକ୍ଷା; ବଦଳି ନାହିଁ ପରୀକ୍ଷା କେନ୍ଦ୍ର

କଟକ: ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ ହେବା ପରେ ଏବେ ସେପ୍ଟେମ୍ବର ୨୭ରେ ହେବ ସ୍ପେଶାଲ୍‌ OTET ପରୀକ୍ଷା । ଦୁଇଟି ସିଟିଂରେ ହେବ ସ୍ପେଶାଲ୍‌ OTET ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୧୭ରୁ www.bseodisha.ac.in ୱେବ୍‌ସାଇଟରେ ଉପଲବ୍ଧ ହେବ…

Road safety act: ୩ଦିନରେ ୪୦୧ଟି ଗାଡ଼ିର ଫିଟନେସ ପ୍ରମାଣପତ୍ର ରଦ୍ଦ

ଭୁବନେଶ୍ୱର:ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି। ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ନେତୃତ୍ୱରେ ତିନି…

‘ସେପ୍ଟେମ୍ବରରେ ଚାଷୀଙ୍କୁ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର ଯୋଗାଇ ଦିଆଯିବ’

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍ ୮୦,୦୧୪ ମେଟ୍ରିକ ଟନ୍ ୟୁରିଆ ସାର…