Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଲିଉଡ୍ @୯୦: ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା, ନୂତନ ସ୍ୱପ୍ନର ଶୁଭାରମ୍ଭ

ଭୁବନେଶ୍ୱର: ଗୌରବର ୯୦ ବର୍ଷ। ଓଡ଼ିଆ ସିନେମା ଜଗତ ତା’ର ଯାତ୍ରାର ୯୦ ବର୍ଷ ପୂରଣ କରିଛି। ୧୯୩୬ ଏପ୍ରିଲ୍ ୨୮ରେ ପ୍ରଥମ ଓଡ଼ିଆ ସିନେମା ‘ସୀତା ବିବାହ’ର ମୁକ୍ତିଲାଭ ଦିନ ହିସାବରେ ସମଗ୍ର ଓଲିଉଡ୍ ଆଜି ଓଡ଼ିଆ ଚଳଚ୍ଚିତ୍ର ଦିବସ ପାଳୁଛି। ଏହି ବ୍ଲାକ୍ ଆଣ୍ଡ ହ୍ବାଇଟ୍ ଫିଲ୍ମର ନିର୍ଦ୍ଦେଶନା…

‘ହଟଲାଇନ ମେଣ୍ଟେନାନ୍ସ’: ଏଣିକି ବିନା ବିଦ୍ୟୁତ୍ କାଟ୍‌ରେ ହେବ ମରାମତି, ଦାୟିତ୍ୱ ନେଲେ ମୁଖମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ଏକ ସମୃଦ୍ଧ ଶିଳ୍ପ ହବ୍‌ରେ ପରିଣତ କରିବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ବଡ଼ବିଲ ଅଂଚଳର ଉଚ୍ଚବାଲି ଠାରେ ୧୬୪୭ କୋଟି ଟଙ୍କା…

ସମର କୋର୍ସ ନାଁରେ ହେଇଥାନ୍ତା କି ଧର୍ମାନ୍ତରୀକରଣ? ଆନ୍ଧ୍ରକୁ ଶିଶୁ ଚାଲାଣ ବେଳେ ୧୪ ଜଣ ଉଦ୍ଧାର

ମାଲକାନଗିରି: ସମର କୋର୍ସ ଓ ସୁଟିଂ ନାଁରେ ହେଇଥାନ୍ତା କି ଧର୍ମାନ୍ତରୀକରଣ? ମାଲକାନଗିରି ଜିଲ୍ଲାରେ ଏକ ବସ୍ ରୁ ଚାଇଲ୍ଡଲାଇନ୍ ଅଧିକାରୀଙ୍କ ସହ ପୋଲିସ ୧୪ ଜଣ ଶିଶୁଙ୍କୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିବା ବେଳେ ଉଦ୍ଧାର କରିଛି। ନିର୍ଦ୍ଦିଷ୍ଟ ଗୁଇନ୍ଦା ସୂଚନା ଏବଂ ଚାଇଲ୍ଡ ହେଲ୍ପଲାଇନ୍‌ର…

ରାଜ୍ୟରେ କେବେ ହେବ ନିଗମ ଓ ବୋର୍ଡ ନିଯୁକ୍ତି? ମନମୋହନ ସାମଲ ଦେଲେ ବଡ଼ ସୂଚନା

ଭୁବନେଶ୍ବର: ଜୁନ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ହେବ। ସଂକଳ୍ପ ପତ୍ରରେ ଯେଉଁ କଥା କହିଥିଲେ ସରକାର, ସେଥିରୁ ୮୦ ପ୍ରତିଶତ କାମ ସରିଛି। ବାକି ଥିବା କାମ ୨ ବର୍ଷ ପୂର୍ତ୍ତି ପୂର୍ବରୁ ଶେଷ ହେବ। ସରକାରଙ୍କ ୨ ବର୍ଷ ପୂର୍ତ୍ତି ହେବା ପୂର୍ବରୁ ବାକି ସମସ୍ତ ନିଯୁକ୍ତି ଶେଷ ହେବ। ରାଜ୍ୟରେ…

ୟୁ ଟର୍ଣ୍ଣ ମାରିଲା କି କଂଗ୍ରେସ ? ପଞ୍ଚାୟତ ନିର୍ବାଚନରେ ହେବନି କୌଣସି ମେଣ୍ଟ

ଭୁବନେଶ୍ୱର: ୟୁ ଟର୍ଣ୍ଣ ମାରିଲା କି କଂଗ୍ରେସ? ପଞ୍ଚାୟତ ନିର୍ବାଚନରେ ହେବନି କୌଣସି ମେଣ୍ଟ। ଓଡ଼ିଶାରେ ପରବର୍ତ୍ତୀ ପଞ୍ଚାୟତ ନିର୍ବାଚନ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଆସନ ସଂରକ୍ଷଣ (Reservation) ପ୍ରକ୍ରିୟା…

ଅସହ୍ୟ ଗ୍ରୀଷ୍ମ ପ୍ରବାହ; ସକାଳ ୧୧ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଲୋକମାନେ ଘରୁ ନ ବାହାରିବାକୁ ପରାମର୍ଶ…

ଭୁବନେଶ୍ୱର: ଡହଡହ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଛଟପଟ ଓଡିଶାବାସୀ । ଏହାରି ଭିତରେ ଗ୍ରୀଷ୍ମ ପ୍ରବାହକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହକୁ ନେଇ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ…

ଟାଟା ଷ୍ଟିଲ୍ ଫାଉଣ୍ଡେସନର ବଡ଼ ଘୋଷଣା: ବୈଷୟିକ ଶିକ୍ଷାର୍ଥୀଙ୍କୁ ମିଳିବ ସବ୍‌ସିଡି, ଉପକୃତ ହେବେ ଛାତ୍ରଛାତ୍ରୀ

ଗୋପାଳପୁର: ବୈଷୟିକ ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଟାଟା ଷ୍ଟିଲ୍ ଫାଉଣ୍ଡେସନ (ଟିଏସଏଫ୍‌) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ନିଜର ବୈଷୟିକ ପ୍ରଶିକ୍ଷଣ ପ୍ରତିଷ୍ଠାନଗୁଡ଼ିକରେ କୋର୍ ଡିପ୍ଲୋମା କରୁଥିବା ପିଲାଙ୍କ ପାଇଁ ସଂସ୍ଥା…

ଆଜାଦ୍ ନଗର ବୋମା ବିସ୍ଫୋରଣ ଘଟଣା: କ୍ୟାପିଟାଲ୍ ହସ୍ପିଟାଲରେ ଏନଆଇଏ ଟିମ୍, ପୋଷ୍ଟମର୍ଟମ ରିପୋର୍ଟ ଖୋଲିବ କି ବଡ଼…

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଆଜାଦ୍ ନଗର ବୋମା ବିସ୍ଫୋରଣ ଘଟଣାର ତଦନ୍ତ ଏବେ ଏକ ନୂଆ ତଥା ରହସ୍ୟମୟ ମୋଡ଼ ନେଇଛି। ଏହି ବିସ୍ଫୋରଣ ପଛରେ କୌଣସି ବଡ଼ ଧରଣର ଆତଙ୍କୀ ଷଡ଼ଯନ୍ତ୍ର ଲିଙ୍କ୍ ଥିବା ସନ୍ଦେହ କରି ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ନିଜର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି।…

ଓଲଟିଲା ଯାତ୍ରୀବାହୀ ବସ୍: ୨୦ ଯାତ୍ରୀ ଆହତ; ଚାଳକଙ୍କ ଅସାବଧାନତା ନା ଆଉ କିଛି କାରଣ?

ନୟାଗଡ଼: ଖୋର୍ଦ୍ଧାରୁ ନୟାଗଡ଼ ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ମଙ୍ଗଳବାର ସକାଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲା ସୀମାନ୍ତରେ ଥିବା ବାଲୁଗାଁ ନିକଟରେ ଏହି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ପ୍ରାୟ ୨୦ ଜଣ ଯାତ୍ରୀ ଆହତ…

ଖରାଦିନେ ଏସି-କୁଲର ଚାଲିବ, ହେଲେ ଇଲେକ୍ଟ୍ରି ବିଲ୍ ଆସିବନି! ଓଡ଼ିଶାରେ କମାଲ୍ କରୁଛି ସରକାରଙ୍କ ଏହି ଯୋଜନା

ଭୁବନେଶ୍ୱର: ଖରାଦିନ ଆସିଲେ ସାଧାରଣ ଲୋକଙ୍କ ସବୁଠାରୁ ବଡ଼ ଚିନ୍ତା ହେଉଛି ଲମ୍ବା ବିଜୁଳି ବିଲ୍। ଟିକେ ଗରମ ବଢ଼ିଗଲେ, ଏସି କିମ୍ବା କୁଲର ଅଧିକ ସମୟ ଚଲାଇବାକୁ ଭୟ ଲାଗେ। କିନ୍ତୁ ଟିକେ କଳ୍ପନା କରନ୍ତୁ ତ, ଆପଣଙ୍କ ଘରେ ଦିନରାତି ପଙ୍ଖା ବୁଲିବ ଆଉ ମାସ ଶେଷରେ ଯଦି ବିଜୁଳି ବିଲ୍ ଆସିବ…