Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୪ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: କାଲି କମିଥିଲା, ଆଜି ପୁଣି ବଢିଲା ମୃତ୍ୟୁସଂଖ୍ୟା । ରାଜ୍ୟରୁ କରୋନା ଆଉ ୪୮ ଆକ୍ରାନ୍ତଙ୍କ ଜୀବନ ନେଇଛି । ୧୮ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ଭିତରେ ଭୁବନେଶ୍ୱରରୁ…

ଟିକା ଅଭାବ: ଆଜି ରାଜ୍ୟର ୧୧ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଟିକାର ଘୋର ଅଭାବ ଦେଖାଦେଇଛି । ଜୁନ୍ ମାସ ପାଇଁ ଆବଶ୍ୟକ କୋଭିସିଲ୍ଡ ଟିକା ନଥିବାରୁ ଆଜି ୧୧ ଜିଲ୍ଲାରେ ସମ୍ପୂର୍ଣ୍ଣ ବନ୍ଦ ରହିବ ଟିକାକରଣ । ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, ଝାରସୁଗୁଡ଼ା, ସୋନପୁର, କେନ୍ଦ୍ରାପଡ଼ା…

ତୁଳସୀକୁ ୧୨ଟି ଆମ୍ବର ମୂଲ୍ୟ ୧ଲକ୍ଷ ୨୦ ହଜାର

ଜାମସେଦପୁର : ୧୨ଟି ଆମ୍ବର ମୂଲ୍ୟ ୧ଲକ୍ଷ ୨୦ ହଜାର ଟଙ୍କା । ରାସ୍ତା କଡରେ ବସି ଆମ୍ବ ବିକ୍ରି କରୁଥିବା ୮ବର୍ଷର ଝିଅ ତୁଳସୀକୁ ମିଳିଛି ୧୨ଟି ଆମ୍ବର ଅ।କ।ଶଛୁଆଁ ମୂଲ୍ୟ । ଖାଲି ସେତିକିି ନୁହେଁ ଅର୍ଥ ସହିତ ଗୋଟିଏ ମୋବାଇଲ ଆଉ ୨ ବର୍ଷର ମାଗଣା ଇଣ୍ଟରନେଟ ବି ଦିଆଯାଇଛି । ସୋସିଆଲ ମିଡିଆ…

କରୋନାର ସମ୍ଭାବ୍ୟ ଲହର ପାଇଁ ରାଜ୍ୟରେ ସ୍ଥାୟୀ ସ୍ବାସ୍ଥ୍ୟଗତ ଢ଼ାଞ୍ଚା ପ୍ରସ୍ତୁତ କରିବାକୁ ପଡ଼ିବ : ଧର୍ମେନ୍ଦ୍ର…

ଭୁବନେଶ୍ବର : ମହାମାରୀ କରୋନାର ସମ୍ଭାବ୍ୟ ଲହର ପାଇଁ ଲୋକଙ୍କ ସ୍ବାସ୍ଥ୍ୟଗତ ଦୃଷ୍ଟିରୁ ରାଜ୍ୟର ସ୍ବାସ୍ଥ୍ୟଗତ ଢ଼ାଞ୍ଚାକୁ ସ୍ଥାୟୀ ଭାବେ ପ୍ରସ୍ତୁତ କରିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଦ୍ବାରା ଦେବଗଡ଼ରେ ୧୦୦ ବେଡ୍ ବିଶିଷ୍ଟ କୋଭିଡ ହସପିଟାଲ ଲୋକାର୍ପଣ…

ଆରପାରିରେ ରେଡିଓ ମଣିଷ ଉପେନ୍ଦ୍ର କୁମାର ପାହାଡସିଂ

ଭୁବନେଶ୍ୱର: ଆଉ ନାହାଁନ୍ତି ଆକାଶବାଣୀର ବିଶିଷ୍ଠ ସମ୍ବାଦ ପାଠକ ଉପେନ୍ଦ୍ର ପାହାଡସିଂ । ଦିନେ ଏହି ମହାନ ବ୍ୟକ୍ତିତ୍ୱଙ୍କ ଗୁରୁ ଗମ୍ଭୀର ସ୍ୱର ସାରା ଓଡିଶାର ରେଡିଓ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଥିଲା । ହେଲେ ଆଜି ଶେଷ ହୋଇଛି ଉପେନ୍ଦ୍ର କୁମାର ପାହାଡସିଂଙ୍କ ଯୁଗ  । ଦିଲ୍ଲୀର ଏକ…

ରାଜ୍ୟରେ ପୁଣି ବଢିବ ବର୍ଷା

ଭୁବନେଶ୍ବର : ରାଜ୍ୟରେ ପୁଣି ବଢିବ ବର୍ଷା । ଜୁଲାଇ ପହିଲାରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା, କୋରାପୁଟ, ମାଲକାନଗିରି, କଟକ, ନୟାଗଡ଼, ଖୋର୍ଧା, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା । ଏସବୁ ଜିଲ୍ଲା ସମେତ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ,…

ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାମାରୀର…

ରାଜ୍ୟରେ କୋଭିଡ ନିୟମ କଡାକଡି ପାଳନ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ…

ଧାନ ବିକ୍ରି ଓ ଟୋକନ ଅବଧି ବୃଦ୍ଧି ଦାବି

ବରଗଡ଼ : ଟୋକନ ଅବଧି ସାରିଯାଇଥିବା ବେଳେ ବରଗଡ଼ ଜିଲ୍ଲାର ଚାଷୀ ମାନେ ଧାନ ବିକ୍ରି କରି ପାରି ନଥିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଧାନ ବିକ୍ରି ଓ ଟୋକାନ ଅବଧି ବୃଦ୍ଧି ଦାବିକରି ଆଜି ଜିଲ୍ଲାର ଚାଷୀ ମାନେ ବରଗଡ଼ ଜିଲ୍ଲାପାଳ ଓ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟlଳୟ…

ରାଉରକେଲା ଲେପ୍ରୋସି କଲୋନିରେ ୩୯୨ ଜଣଙ୍କ ସ୍କ୍ରିନିଂ, ହିତାଧିକାରୀଙ୍କୁ ମିଳିବ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମ ପକ୍ଷରୁ ସହରର ୬ଟି ଲେପ୍ରୋସି କଲୋନି ପାଇଁ ସ୍କ୍ରିନିଂ କ୍ୟାମ୍ପ କରାଯାଇଛି । ଯେଉଁମାନେ କୁଷ୍ଠ ରୋଗରୁ ସୁସ୍ଥ ହୋଇ ମଧ୍ୟ ଶାରୀରିକ ବିକୃତି ଭୋଗୁଛନ୍ତି, ସେମାନଙ୍କ ସୁବିଧା ପାଇଁ ଆଗେଇ ଆସିଛି ପ୍ରଶାସନ । ସମାଜରେ…