Latest Odisha News

BREAKING NEWS

Browsing Category

ଓଡିଶା

Odisha

ନଗଡ଼ାବାସୀ ନେଲେ କରୋନା ଟିକା

ଯାଜପୁର: ବହୁ ଚର୍ଚ୍ଚିତ ତଥା ଅପପୁଷ୍ଟିର ଅପବାଦ ମୁଣ୍ଡେଇଥିବା ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ନଗଡ଼ାରେ ଟିକାକରଣ ହୋଇଛି। ସୋମବାର ଉପର ଓ ତଳ ନଗଡ଼ାର ୬୫ଜଣ ଜୁଆଙ୍ଗ ଆଦିବାସୀ, ଗୁହିଆସାଳରୁ ୫୬, ତୁମୁଣିର ୩୮ଜଣ ଜୁଆଙ୍ଗଙ୍କୁ ପ୍ରଥମ ଡୋଜ୍ ଟିକା ପ୍ରଦାନ କରାଯାଇଛି। ଏହା ସହିତ ନାଲିଆଡାବରରେ…

ମାଟ୍ରିକ ରେଜଲ୍ଟରେ ଅସନ୍ତୋଷ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ କେବଳ ଅଫଲାଇନ୍ ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ…

କଟକ: ରାଜ୍ୟରେ କରୋନା ଯୋଗୁ ମାଟ୍ରିକ ପରୀକ୍ଷା ବାତିଲ ହେଲା । ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅସନ୍ତୋଷର ନିଆଁ ଜଳିଛି । ଛାତ୍ରଛାତ୍ରୀ ଓ ଅଭିଭାବକ ରେଜଲ୍ଟକୁ ନେଇ ନାଖୁସ୍ । ଗତକାଲି ବିଭିନ୍ନ ସ୍ଥାନରେ ବିକ୍ଷୋଭ ପରେ ଆଜି ପ୍ରେସମିଟର…

ଓଡ଼ିଶାରେ ଲକଡାଉନ୍ ଖୋଲିବ ନା ବଢ଼ିବ, କଣ କହିଲେ ଡିଏମଇଟି ?

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମିଛି । କିନ୍ତୁ ଏବେ ବି ଉପକୂଳର କିଛି ଜିଲ୍ଲାରେ ସ୍ଥିତି ଚିନ୍ତାଜନକ ଅଛି । ଜୁଲାଇ ୧ରୁ ଅନଲକ୍ ହେବ କି ପୂରା ଓଡ଼ିଶା ? ସରକାରଙ୍କ ଘୋଷଣାକୁ ଅପେକ୍ଷା ଭିତରେ ଡିଏମଇଟି ଡାକ୍ତର ସିବିକେ ମହାନ୍ତି କହିଛନ୍ତି, ଲୋକଙ୍କୁ ସବୁ ଦିନ ଘର ଭିତରେ ରଖିବା…

ଓଡ଼ିଶାର ଏହି ଜିଲ୍ଲାରୁ ଖୋଲି ନପାରେ ତାଲା, ବଳବତ୍ତର ରହିପାରେ ଆଂଶିକ ଲକଡାଉନ୍

ଭୁବନେଶ୍ୱର: ରାଜ୍ୟରେ ଦିନେ ପରେ ସରିଯିବ ଆଂଶିକ ଲକଡାଉନ୍ । ଆଜି କିମ୍ବା ଆସନ୍ତାକାଲି ସରକାର ଜୁଲାଇ ପାଇଁ ନୂଆ ଗାଇଡଲାଇନ୍ ଘୋଷଣା କରିବେ । କଣ ରହିବ କରୋନା ମୁକାବିଲା ରଣନୀତି ? ତାଉପରେ ଏବେ ସମସ୍ତଙ୍କର ନଜର ରହିଛି । ଆଶ୍ୱସ୍ତିକର ଖବର ହେଉଛି ଓଡ଼ିଶାର ଅଧିକାଂଶ ଜିଲ୍ଲା ଏବେ ଗ୍ରୀନ୍…

ପୁଣି ଟିକା ସଙ୍କଟ: ଆଜି ଓଡ଼ିଶାର ଦୁଇଟି ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଜୁନ୍ ୨୧ ତାରିଖରୁ ଓଡ଼ିଶାରେ କ୍ୟାମ୍ପେନ ମୋଡରେ ଟିକାକରମ ଚାଲିଥିଲା । ଆଜିଠୁ ପୁଣି ଥରେ ଟିକା ସଙ୍କଟ ଦେଖାଦେଇଛି । ଆବଶ୍ୟକ କୋଭିସିଲ୍ଡ ଟିକା ନଥିବାରୁ ଆଜି ଦୁଇଟି ଜିଲ୍ଲା ବାଲେଶ୍ୱର ଓ କେନ୍ଦ୍ରାପଡ଼ାରେ ବନ୍ଦ ରହିବ ଟିକାକରଣ । ବର୍ତ୍ତମାନ ରାଜ୍ୟରେ ୧ଲକ୍ଷ ୧୩ହଜାର ୮୩୦…

ଆଜି ଓଡ଼ିଶାରୁ ୨୬୪୦ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ୍ ହାର ୪.୧୪%କୁ ହ୍ରାସ

ଭୁବନେଶ୍ୱର: ରାଜ୍ୟରେ ଗତ ସପ୍ତାହେ ହେବ ସ୍ଥିର ରହିଥିଲା କରୋନା ସଂକ୍ରମଣ । ୩-୪ ହଜାର ଭିତରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିଲେ । ଆଜି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩ହଜାର ତଳକୁ ଖସିଛି । ଚିହ୍ନଟ ହୋଇଛନ୍ତି ୨ହଜାର ୬୪୦ ସଂକ୍ରମିତ । କ୍ୱାରେଣ୍ଟାଇନରୁ ୧୫ଶହ ୧୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ଆଜି ଓଡ଼ିଶାରୁ କରୋନା ନେଲା ୪୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ସାମାନ୍ୟ କମିଛି । ୨୪ ଘଣ୍ଟାରେ ଆଉ ୪୦ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୧୪ ଜିଲ୍ଲାରୁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କଟକ, ବରଗଡ଼, ପୁରୀ ଜିଲ୍ଲାରେ ମୃତ୍ୟୁସଂଖ୍ୟା ଥମୁଛି । ଆଜି ଖୋର୍ଦ୍ଧା…

ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଅତ୍ୟଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉଙ୍କର ଅଣସର ପିଣ୍ଡିରେ ଗୁପ୍ତ ସେବା ଚାଲିଛି । ସୁସ୍ଥ ହେବେ ମହାପ୍ରଭୁ । ଜ୍ୱର ପୀଡ଼ା ଲାଘବ ପାଇଁ ଆଜି ଶ୍ରୀଜିଉଙ୍କର ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଏହି ତେଲ ଲାଗୁ କରାଯାଇଥାଏ । ପୁରୀର ବଡ଼…

୧୪ ଜୁଲାଇ ପର୍ଯ୍ୟନ୍ତ ସପ୍ତାହକୁ ୪ ଦିନ ଚଳାଚଳ କରିବ ରାଜଧାନୀ ଏକ୍ସପ୍ରେସ

ଭୁବନେଶ୍ବର : ଟ୍ରେନ୍ ଯାତ୍ରୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା । ୧୪ ଜୁଲାଇ ପର୍ଯ୍ୟନ୍ତ ସପ୍ତାହକୁ ୪ ଦିନ ଚଳାଚଳ କରିବ ଭୁବନେଶ୍ବର ରାଜଧାନୀ ଏକ୍ସପ୍ରେସ । କୋଭିଡ ସଂକ୍ରମଣକୁ ରୋକିବା ଲାଗି ଏଭଳି ନିଷ୍ପତ୍ତି ନେଇଛି ରେଳ ବିଭାଗ । ୦୨୮୨୩ ଭୁବନେଶ୍ବର-ନୂଆଦିଲ୍ଲୀ ରାଜଧାନୀ…

ଜୀବିକା ହରାଇଥିବା ମୁକ୍ତାମାଳୀ ବ୍ୟବସାୟୀଙ୍କୁ ସହାୟତା ଦେବାକୁ ଦାବି

ପୁରୀ : ମହାମାରୀ କରୋନା ଉଜାଡିଦେଲା ବ୍ୟବସାୟ । ପର୍ଯ୍ୟଟକ ଆସୁନଥିବାରୁ ହେଉନି ବେପାର । ଏଭଳି ସ୍ଥିତିରେ ଜୀବିକା ହରାଇଲେଣି ପୁରୀ ବେଳାଭୂମିର ମୁକ୍ତାମାଳୀ ବ୍ୟବସାୟୀ । ତେଣୁ ଏହି ବ୍ୟବସାୟୀଙ୍କୁ ସହାୟତା ପ୍ରଦାନ କରିବାକୁ ହୋଇଛି ଦାବି । ଏନେଇ ଆଜି ମୁକ୍ତାମାଳୀ ବ୍ୟବସାୟୀ ମହାସଂଘ…