Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଲା ନୂଆ ପରିବହନ ଆଇନ

ଭୁବନେଶ୍ବର : ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଲା ନୂଆ ପରିବହନ ଆଇନ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ରାଜ୍ୟରେ ଲକଡାଉନ୍ କଟକଣା ଜାରି ରହିଥିବାରୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ଏହି ନୂଆ ପରିବହନ ଆଇନ ଲାଗୁ ହେବନି ବୋଲି ମନ୍ତ୍ରୀ କହିଛନ୍ତି । ଫଳରେ ବର୍ତ୍ତମାନ…

ସାଲେପୁର ବିରୂପା ନଦୀକୂଳରୁ ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର

କଟକ : ସାଲେପୁର ଜପକୂଦ ଫାଣ୍ଡି ବିରୂପା ନଦୀକୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଯୁବକ ହେଲେ କୁଅଁରପୁର ଗାଁର ନରେନ୍ଦ୍ର ନାଥ ପ୍ରଧାନଙ୍କ ପୁଅ ଭରତ କୁମାର ପ୍ରଧାନ । ଗତକାଲି ଘରକୁ ନଫେରିବାରୁ ପରିବାର ଲୋକେ ବହୁ…

ହକି ଟିମ୍‌ରେ ବୀରେନ୍ଦ୍ରଙ୍କ ଦବଦବା

ଭୁବନେଶ୍ୱର:  ହକି ଟିମ୍‌ରେ ଓଡ଼ିଆଙ୍କ ଦବଦବା । ଟୋକିଓ ଅଲିମ୍ପିକ୍ସରେ ସାମିଲ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ୧୬ ଜଣିଆ ପୁରୁଷ ହକି ଟିମ୍‌ର ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ ବୀରେନ୍ଦ୍ର । କିଛି ଦିନ ବ୍ୟବଧାନରେ ଚିକିତତ୍ସିତ ହେବା ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ସେ । ପିଲା ବେଳରୁ ଖେଳ…

ମୁନିଗୁଡାରେ ଅସମ୍ଭାଳ ଗଂଜେଇ ଚାଲାଣ

ରାୟଗଡା: ରାଜ୍ୟରେ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ନିଶା କାରବାର । ବ୍ରାଉନ୍ ସୁଗାର ଓ ଗଂଜେଇ ଚାଲାଣ ପୋଲିସ ପ୍ରଶାସନର ନିଦ ହଜାଇଦେଇଛି । ନିକଟରେ ରାୟଗଡା ଜିଲ୍ଲାରେ ଅପ୍ରତ୍ୟଶିତ ଭାବେ ବୃଦ୍ଧି ପାଇଛି ଗଂଜେଇ ଚୋରା ଚାଲାଣ । ଏହି ଧାରାରେ ଆଜି ମୁନିଗୁଡା ପୋଲିସ ୬୦ ଲକ୍ଷ ଟଙ୍କା…

ରୋଷେଇ କରି ଧାରଣା ଦେଲେ ହିତାଧିକାରୀ

ପାଟଣାଗଡ: ବ୍ଲକ ସମ୍ମୁଖରେ ରୋଷେଇ କରି ଧାରଣା ଦେଲେ ଆବାସ ଯୋଜନା ହିତାଧିକାରୀ । ଆବାସ ଯୋଜନାରେ ଘର କରିବାକୁ ଆଦେଶ ଦେଲେ, କାର୍ଯ୍ୟାଦେଶ ପରେ ହିତାଧିକାରୀ ଘର ନିର୍ମାଣ କଲେ ହେଲେ ଗୋଟିଏ ବି କିସ୍ତି ଟଙ୍କା ପାଇଲେନି ହିତାଧିକାରୀ । ଏଭଳି ଏକ ଘଟଣାକୁ ନେଇ ପାଟଣାଗଡ ବ୍ଲକ ବିଡିଓଙ୍କ…

ଟିକା ଯୋଗାଣ ଅନୁପାତ ପରିବର୍ତ୍ତନ ପାଇଁ ଚିଠି ଲେଖିଲେ ସ୍ଵାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟକୁ କେନ୍ଦ୍ର ଦେଉଥିବା ଟିକା ଯୋଗାଣର ନିୟମ ବଦଳାଇବା ପାଇଁ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି। ବର୍ତ୍ତମାନର ନିୟମ ଅନୁସାରେ ରାଜ୍ୟ ପାଇଁ ଧାର୍ଯ୍ୟ ହୋଇଥିବା ଟିକାରୁ ରାଜ୍ୟ ସରକାର ସିଧାସଳଖ ୭୫…

ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ

ବରଗଡ଼ : ବେଆଇନ ଚୋରା ଚାଲାଣ ବେଳେ ବିପୁଳ କଫ ସିରଫ ଜବତ । ଜଣେ ମହିଳା ସମେତ ୪ ଗିରଫ । ପ୍ରେସ ଲେଖାଥିବା କାରରେ ହେଉଥିଲା ଚୋରା ଚାଲାଣ । ଜିଲ୍ଲାରେ ଦିନକୁ ଦିନ ନିଶା କାରବାର ବଢି ଚାଲିଥିବା ବେଳେ ବରଗଡ଼ ପୋଲିସକୁ ମିଳିଛି ବଡ଼ ସଫଳତା । ଗତ ରାତିରେ ବିପୁଳ ପରିମାଣର କଫ ସିରପ ଏସକଫ ଓ…

ଜୁଲାଇରେ କରୋନା ମୁକାବିଲା ବେଳେ ଫୋକସରେ ରହିବ ଓଡ଼ିଶାର ଏହି ୬ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଲକଡାଉନକୁ ୫୦ ଦିନ ପୂରିଛି । ଆଉ ୪ ଦିନ ପରେ ସରୁଛି ଆଂଶିକ ଲକଡାଉନ୍ । ଜୁଲାଇ ୧ରୁ କଣ ହେବ ? ଅଧିକ ପଜିଟିଭ୍ ହାର ଥିବା ଜିଲ୍ଲାରୁ କଟକଣା କୋହଳ ହେବ ନା ବଳବତ୍ତର ରହିବ ଲକଡାଉନ୍ କଟକଣା । ବର୍ତ୍ତମାନ ଓଡ଼ିଶାର କରୋନା ଗ୍ରାଫ ଦର୍ଶାଉଛି ପଜିଟିଭିଟି ରେଡ୍ ଜୋନରେ ଅଛି…

ନାଗ ସାପକୁ ଗିଳିଲା ନାଗ

ଭୁବନେଶ୍ୱର:  ନାଗ ସାପ ଉଦ୍ଧାର ପାଇଁ ଅନୁରୋଧ । ଏନେଇ ସ୍ନେକ ହେଲ୍ପ ଲାଇନକୁ ଖବର ଦିଆଯାଇଥିଲା । ଭୁବନେଶ୍ୱର ଉପକଣ୍ଠ ବାଳକାଟି ନିକଟ ଯଶୁଆପୁର ଗ୍ରାମରେ ଏକ ନିର୍ମାଣାଧୀନ ଆପାର୍ଟମେଂଟରେ ନାଗ ସାପ ସାପକୁ ଦେଖି ଉଦ୍ଧାର କରିବା ପାଇଁ ସ୍ନେକ ହେଲ୍ପ ଲାଇନକୁ ଖବର ଦିଆଯାଇଥିଲା । ସ୍ନେକ ହେଲ୍ପ…

କେତେ ଘାତକ ଡେଲଟା ପ୍ଲସ ? ଗୁରୁତ୍ୱପୂର୍ଣ୍ଣ କଥା କହିଲେ ILS ନିର୍ଦ୍ଦେଶକ

ଭୁବନେଶ୍ୱର: ଦେଶରେ ଏବେ ଡେଲଟା ପ୍ଲସ ଭାରିଆଣ୍ଟକୁ ନେି ଚର୍ଚ୍ଚା । ଓଡ଼ିଶାରୁ ଗୋଟିଏ କେସ୍ ଚିହ୍ନଟ ପରେ ଲୋକଙ୍କ ଭିତରେ ଆଶଙ୍କା ବଢ଼ିଛି । ନୂଆ ଭାଇରସ୍ କେତେ ମାରାତ୍ମକ । ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା ଆଶ୍ୱସ୍ତିକର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଡେଲଟା ପ୍ଲସ୍…