Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଯଶୱନ୍ତ ଜେଠୱାଙ୍କ ଦାୟିତ୍ବ ଗ୍ରହଣ

କଟକ: ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଯଶୱନ୍ତ ଜେଠୱା । ୧୯୯୪ ବ୍ୟାଚ IPS ଅଧିକାରୀ ଯଶୱନ୍ତ ଜେଠୱା ଦେବାଶିଷ ପାଣିଗ୍ରାହୀଙ୍କ ସ୍ଥାନ ନେଇଛନ୍ତି। ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ ପରେ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ପଦ ଖାଲି ପଡ଼ିଥିଲା । ଗତକାଲି ଆଇପିଏସ୍…

ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ, ରେଗୁଲାରରେ ୯୭.୮୯ ପ୍ରତିଶତ ପାସ୍

ଭୁବନେଶ୍ବର : ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥର ମାଟ୍ରିକରେ ୯୭.୮୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଚଳିତ ମାଟ୍ରିକ ପରୀକ୍ଷାରେ ମୋଟ ୫…

ରଥଯାତ୍ରା ସମୟରେ ପୁରୀକୁ ଗଡ଼ିବନି ଟ୍ରେନ୍

ଭୁବନେଶ୍ବର : ରଥଯାତ୍ରା ସମୟରେ ପୁରୀକୁ ଗଡିବନି ଟ୍ରେନ୍ । କୋଭିଡ଼ ସଂକ୍ରମଣକୁ ରୋକିବା ପାଇଁ ଏଭଳି ପ୍ରତିବନ୍ଧକ ଲଗାଇଛି ରେଳ ବିଭାଗ । ନିଷ୍ପତ୍ତି ଅନୁସାରେ, ୨୬ଟି ଦୂର ଦୂରଗାମୀ ଟ୍ରେନ୍ ଖୋର୍ଦ୍ଧା ରୋଡ୍ ପର୍ଯ୍ୟନ୍ତ ଚଳାଚଳ କରିବ । ଏବଂ ଖୋର୍ଦ୍ଧା ରୋଡରୁ ଏହାର ଫେରନ୍ତା ଯାତ୍ରା…

କେବେ ଆସିବ କରୋନାର ତୃତୀୟ ଲହର, ଆଗୁଆ ଜାଣି ହେବ କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର : ମହାମାରୀ କରୋନାକୁ ନେଇ ସରିନି ଚିନ୍ତା । କେବେ ଆସିବ କରୋନାର ତୃତୀୟ ଲହର, ତାକୁ ଏବଠୁ ଆରମ୍ଭ ହେଲାଣି କଳ୍ପନା ଜଳ୍ପନା । ତେବ ତୃତୀୟ ଲହର ଆସିବା ପୂର୍ବରୁ ଆଗୁଆ ଜାଣି ହେବ । ଏଭଳି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଦ୍ବିତୀୟ ଲହର ମୁମ୍ବାଇ…

୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର : ୨୦୨୩ ସୁଦ୍ଧା ବସ୍ତି ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ୨ ହଜାର ୯୯୨ ବସ୍ତିରେ ପ୍ରାୟ ୭୦ ହଜାର ଲୋକଙ୍କୁ ଦିଆଯିବ ସରକାରୀ ପଟ୍ଟା । ଅନ୍ୟ ଜନବସତି ଅଞ୍ଚଳ ସହ ବସ୍ତି ଅଞ୍ଚଳରେ ବି ସାମଗ୍ରିକ ବିକାଶ କରାଯିବ । ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।…

ମହଙ୍ଗା ପଡିଲା ବିଦ୍ୟୁତ ଚୋରି, ଜଣେ ମୃତ ୨ ଗୁରୁତର

ନବରଙ୍ଗପୁର: ପାପଡାହାଣ୍ଡି ବ୍ଲକ ପ୍ରଧାନୀଗୁଡା ଗାଁରେ ସାମ୍ନାକୁ ଆସିଛି ଅଭାବନୀୟ ଖବର । ବେଆଇନ ବିଦ୍ୟୁତ ସଂଯୋଗ କରିବା ଗୋଟିଏ ପରିବାରକୁ ଖୁବ ମହଙ୍ଗା ପଡିଛି । ବିଦ୍ୟୁତ ସଂସ୍ପର୍ଶରେ ଜଣ ବୟସ୍କ ବ୍ୟକ୍ତି ପ୍ରାଣ ହରାଇଥିଲାବେଳେ ଅନ୍ୟ ଦୁଇଜଣଙ୍କ ଅବସ୍ଥା ଗୁରୁତର ରହିଛି । ମିଳିଥିବା…

ରିଲାଏନ୍ସ ରିଟେଲ୍ ର ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି

ଭୁବନେଶ୍ୱର: ରିଲାଏନ୍ସ ରିଟେଲ୍ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି  କରିବ । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ରିଟେଲ୍ ସଂସ୍ଥା ରିଲାଏନ୍ସ ରିଟେଲ୍ ଆସନ୍ତା ୩ ରୁ ୫ ବର୍ଷ ଭିତରେ ୩ ଗୁଣା ବୃଦ୍ଧି ପାଇବ  । ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ଓ…

ଘର ଭିତରୁ ଗୋଧି ଉଦ୍ଧାର

ଭୁବନେଶ୍ୱର: ଘର ଭିତରୁ ଗୋଧି ଉଦ୍ଧାର । ପୁରୁଣା ଭୁବନେଶ୍ୱରରେ ଲିଙ୍ଗରାଜ ହାଟ ପଛପଟେ ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି ଏହି ଗୋଧି । ସେଠାରେ ରହୁଥିବା ପବିତ୍ର ବେହେରାଙ୍କ ଘରେ ଦୁଇଦିନ ହେଲା ଗୋଧିଟି ଶୌଚାଳୟ ଭିତରେ ପଶିଯାଇଥିଲା । ଗୋଧି ଟିକୁ ଭଗେଇବା ପାଇଁ ଵ୍ଲିଚିଂ ପାଉଡର ପକେଇ ପାଣି…

ବନ୍ଦ ହେଲା ଭୁବନେଶ୍ୱରର ଏକ ନମ୍ବର ହାଟ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କାର୍ଯ୍ୟାନୁଷ୍ଠାନ । ଆଜି ବିଏମସି ପକ୍ଷରୁ ଆଜି ୧ ନମ୍ବର ହାଟକୁ ଆସନ୍ତା ଜୁଲାଇ ୧ ତାରିଖ ଯାଏଁ ସିଲ୍ କରାଯାଇଛି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ସମୟରେ…

ଆଜିଠୁ ଅଲାରନାଥ ଅଣସର ଦର୍ଶନ, କିନ୍ତୁ କରୋନା କଟକଣା ଯୋଗୁଁ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ

ପୁରୀ: ଗତକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନେ ୧୦୮ ସୁବା ସିତ ଜଳରେ ସ୍ନା କରିବା ପରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ୧୫ ଦିନ ଜ୍ୱର ହେଉଥିବାରୁ ଅଣସର ଘରେ ମହାପ୍ରଭୁଙ୍କ ବିଭିନ୍ନ ଉପଚାର ହେବ । ବର୍ଷକର ଏହି ୧୫ ଦିନ ଭକ୍ତ ଶ୍ରୀଜିଉମାନଙ୍କ ଦର୍ଶନ କରିପାରନ୍ତି ନାହିଁ । ତେଣୁ ଏହି ସମୟରେ…