Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପାରିପାଶ୍ୱର୍ିକ ପରିସ୍ଥିତିକୁ ଦେଖିଲେ ଜଣାପଡୁଛି ଯେ ମହିଳା ଇଂଜିନିଅର…

ପାତାଳୀ ଶ୍ରକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା । ଆଜି ବିନା ଭକ୍ତରେ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି l ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ ଜଗତର ନାଥ ଜଗନ୍ନାଥଙ୍କ ପୀଠରେ ତିନି ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା…

ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା

ବଲାଙ୍ଗୀର : ବଲାଙ୍ଗୀର ସହର ମଧ୍ୟରେ ଶ୍ରୀ ଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ବଢ଼ି ଭୋରରୁ ଶ୍ରୀ ଜୀଉଙ୍କ ନୀତି ନିଘଣ୍ଟ ସହ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ଯେଉଁଥିରେ କରୋନା କଟକଣା ସହ ଦେବସ୍ନାନ ପୂଜାର୍ଚ୍ଚନା ଜାରି ରହିଛି । ତେବେ ସହର ମଧ୍ୟରେ ଥିବା ଜଗନ୍ନାଥ ପଡ଼ା ଜଗନ୍ନାଥ ମନ୍ଦିର,…

ଓମଫେଡ୍ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା

ଗୋଖାଦ୍ୟ ବାବଦକୁ ସର୍ବାଧିକ ୬ ହଜାର ଉପକୃତ ହେବେ ୧.୨ଲକ୍ଷ ଦୁଗ୍ଦ ଚାଷୀ ଭୁବନେଶ୍ଵର: ଓମଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ କୋଭିଡ୍ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ପାଇଁ ଚାଷୀମାନଙ୍କ ରୋଜଗାର କମିଥିବା ବେଳେ ଗାଈଗୋରୁଙ୍କ ଖାଦ୍ୟ ପାଇଁ…

ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

କେନ୍ଦ୍ରାପଡା : କେନ୍ଦ୍ରାପଡାର ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ସାନ ଭାଈ ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କ ସହ ସ୍ନାନ ବେଦୀରେ ବିରାଜିଛନ୍ତି ତୁଳସୀକ୍ଷେତ୍ରର କ୍ଷେତ୍ରଧିପତି ସିଦ୍ଧ ବଳଦେବ ଜୀଉ । ସମସ୍ତ କଟକଣା ଅନୁଯାୟୀ ସ୍ୱତନ୍ତ୍ର…

ସ୍ନାନ ମଣ୍ଡପରେ ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କର ଗଜାନନ ବେଶ । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମାର ମହାର୍ଘ ଅବସରରେ ମହାପ୍ରଭୁ ଦିବ୍ୟ ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇଛନ୍ତି । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳ ଲାଗି ପରେ ଦୁର୍ଲଭ ଗଜାନନ ବା ହାତୀ ବେଶରେ ସଜ୍ଜିତ ହୋଇ ଦର୍ଶନ ଦେଉଛନ୍ତି…

ନକଲି ଔଷଧ ମାମଲାର କିଙ୍ଗପିନ୍ ଶିବ ଜେନା ଗିରଫ

କଟକ: ନକଲି ମେଡିସିନ୍ କାରବାର ମାମଲାର ମାଷ୍ଟରମାଇଣ୍ଡ ଗିରଫ । ମୁଖ୍ୟ ଅଭିଯୁକ୍ତ ଶିବ ଜେନାକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏଶଟିଏଫ୍ । ମେଡିଲଏଡ ମେଡିକାମେଣ୍ଟ ସଂସ୍ଥାର ଏମଡି ଶିବ ଜେନା । ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ଗତକାଲି ଶିବଙ୍କ ପତ୍ନୀ ସମେତ ୩…

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତାକାଲି ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏହାସହିତ ରାଜ୍ୟ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା ସ୍କୁଲଗୁଡ଼ିକର ଦଶମ ଶ୍ରେଣୀ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ଘୋଷଣା କରିଛି। ଆସନ୍ତାକାଲି ଅପରାହ୍ନ ୧ଟାରେ ରେଜଲ୍ଟ ଏକଜାମିନେସନ କମିଟିକୁ ପ୍ରଦାନ କରାଯିବ।…

୧୦୮ ଗରା ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଦେବସ୍ନାନ ପୂର୍ଣ୍ଣମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ରତ୍ନ ସିଂହାସନରୁ ସ୍ନାନବେଦୀକୁ ଓହ୍ଲାଇ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ସ୍ନାନମଣ୍ଡପରେ ଶ୍ରୀଜିଉମାନଙ୍କର ସ୍ନାନ ନୀତି ହୋଇଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି…

ଆଜି ରାଜ୍ୟରୁ କରୋନା ନେଲା ୪୪ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୯ ମୃତ

ଭୁବନେଶ୍ୱର: କାବୁ ପାଉନି କରୋନା ମୃତ୍ୟୁସଂଖ୍ୟା । ୪୦ରୁ ସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୪୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୯ ଜଣଙ୍କର ଜୀବନ ନେଇଛି କରୋନା । ବରଗଡ଼ ଓ କଟକ…