Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତି ପାହିଲେ ସ୍ନାନଯାତ୍ରା, ମହାପ୍ରଭୁଙ୍କ ସେନାପଟା ଲାଗି କଲେ ସେବାୟତ

ପୁରୀ : ରାତି ପହିଲେ ସ୍ନାନଯାତ୍ରା । ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ସେନାପଟା ଲାଗି କରିଛନ୍ତି ଦଇତାପତି ସେବକ । ନୀତି ନିର୍ଘଣ୍ଟ ଅନୁଯାୟୀ, ଆଜି ରାତି ଗୋଟାଏରୁ ପହଣ୍ଡି କରିବାକୁ ହୋଇଛି ନିଷ୍ପତ୍ତି । କଟକଣାକୁ ଦୃଷ୍ଟିରେ ରଖି ୩୫ ପ୍ଲାଟୁନ ପୋଲିସ ଫୋର୍ସ ସମେତ ୧୫ଟି ସିସିଟିଭି ଜରିଆରେ…

ଡକାୟତି ଉଦ୍ୟମ ବିଫଳ, ୬ ଗିରଫ

ପୁରୀ : ଡକାୟତି ଉଦ୍ୟମ ବିଫଳ | ତାଳବଣିଆ ଥାନା ପୋଲିସ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ।  ପାଟ୍ରୋଲିଂ ସମୟରେ ଖବର ପାଇ ହୁଲୁହୁଲିଆପୋଲ ନିକଟରୁ ଏକ ୬ ଜଣିଆ ଡ଼କାୟତଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ପୁରୀ ମିଶ୍ର ସାହି ଅଧୀନସ୍ଥ ଜଗନ୍ନାଥ ବସ୍ତି ଅଞ୍ଚଳର…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ଏଥର ବି ସ୍ନାନଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଏଥିପାଇଁ ସରିଲାଣି ସମସ୍ତ ପ୍ରସ୍ତୁତି । ହେଲେ ଶ୍ରୀଜିଉଙ୍କ ସ୍ନାନଯାତ୍ରାରେ ଏଥର ଛେରା ପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ନାନ ଯାତ୍ରାରେ ଛେରା ପହଁରା କରିବେ ନାହିଁ ବୋଲି…

ଡରାଇଲାଣି ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ, ବିଭିନ୍ନ ରାଜ୍ୟରେ ଚିହ୍ନଟ ହେଲାଣି ୪୦ ମାମଲା

ଭୁବନେଶ୍ବର : ଚିନ୍ତା ବଢାଇଛି ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ । କିଛି ରାଜ୍ୟରେ ଚିହ୍ନଟ ହେଲାଣି ୪୦ ଡେଲଟା ପ୍ଲସ ଭ୍ୟାରିଏଣ୍ଟ । ଏହା ଡେଲଟା ଭାଇରସର ଏକ ମ୍ୟୁଟାଣ୍ଟ ବୋଲି ଜଣାପଡିଛି । ଏହି ମାମଲା ଚିହ୍ନଟ ହେବା ପରେ ସବୁ ସ୍ତରରେ ଚାଲିଛି ଅନୁଧ୍ୟାନ । କେତେ ସଂକ୍ରମଣ କରିବ, କେତେ ଗୁରୁତର…

ଦମଦାର ଦୀପ୍

ଭୁବନେଶ୍ୱର: ଓଡ଼ିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ୍ ଏକ୍କା । ଇଣ୍ଡିଆନ୍ ହକି ଟିମ୍‌ର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତ ହୋଇଛନ୍ତି ଦୀପ୍ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଜଣେ ଓଡ଼ିଆ ହେଉଛନ୍ତି ଦୀପ୍ । ସୁନ୍ଦରଗଡ଼ ଲୁଲକିଡି ନାଁରେ ଏକ ଛୋଟ ଗାଁରେ ଜନ୍ମ…

ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକିବା, ୩ ଜଣଙ୍କୁ ବାନ୍ଧିଲା ଏସଟିଏଫ

ଭୁବନେଶ୍ବର : ମହଙ୍ଗା ପଡ଼ିଲା ନକଲି କରୋନା ଔଷଧ ବିକ୍ରି କରିବା । ନକଲି ଔଷଧ ବିକ୍ରି କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ୩ ଜଣ । ଏହି ୩ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ । ମେଡିଲ୍‌ଏଡ୍‌ ମେଡିକେମେଣ୍ଟ ପ୍ରାଇଭେଟ୍‌ ଲିମିଟେଡର୍‌ ନିର୍ଦ୍ଦେଶକ ଓ କମ୍ପାନୀର ୨ ଜଣ…

ଯୁବକଙ୍କୁ ପିଟିପିଟି ହତ୍ୟା, ଟଙ୍କା ଓ ମୋବାଇଲ୍ ଲୁଟ୍

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ବଡ଼ଭୂଇଁ ଗ୍ରାମର ସୁଜିତ ସାହାଣୀ ନାମକ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ସହ ୩୦ ହଜାର ଟଙ୍କା ଓ ମୋବାଇଲ୍ ଲୁଟ୍ ହୋଇଛି। ତେବେ ହତ୍ୟାକାରୀଙ୍କ ସମ୍ପର୍କରେ କିଛି ସୂଚନା ମିଳିନାହିଁ। ଗତକାଲି ରାତିରେ ବଡ଼ଭୂଇଁ ଗ୍ରାମର ଟିପେଇ ସାହାଣୀ ଓ…

ସିଏମ୍ ରିଲିଫ ପାଣ୍ଠିକୁ ଓଏସବିସିଏଲ୍ ଦେଲା ୫ କୋଟି

ଭୁବନେଶ୍ଵର: କରୋନା ମୁକାବିଲା ପାଇଁ ଓଡ଼ିଶା ରାଜ୍ୟ ପାନୀୟ ନିଗମ ଲିମିଟେଡ (ଓଏସବିସିଏଲ୍) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏହି ଚେକ୍ ଗ୍ରହଣ କରିଥିଲେ।…

ବିପର୍ଯ୍ୟୟ ପରିଚାଳନାରେ ଆମ ନୀତି; ସବୁ ଜୀବନ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ସମ୍ଭାବ୍ୟ ବନ୍ୟା, ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଗୋଷ୍ଠୀ ଅଂଶଗ୍ରହଣ ଉପରେ ଗୁରୁତ୍ଵ ସମସ୍ତେ ପଢ଼ିବେ ବିପର୍ଯ୍ୟୟ ପରିଚାଳନା ପାଠ ‘ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ ସବୁ ଜୀବନ…