Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଣି ଜବତ ହେଲା ବ୍ରାଉନସୁଗାର

ଭଦ୍ରକ :ପୁଣି ଜବତ ହେଲା ବ୍ରାଉନସୁଗାର । ଘଟଣାରେ ଦୁଇ ଜଣଙ୍କୁ ଗିରଫ କଲା ପୋଲିସ । ଭଦ୍ରକ ଜିଲ୍ଲା ଆଗରପଡା ଅଞ୍ଚଳର ଦୁଇ ଜଣ ଯୁବକ ଜଳେଶ୍ବରରୁ ବ୍ରାଉନସୁଗାର ଆଣି ନିଜ ଗାଁ ଅଞ୍ଚଳରେ ବେପାର ପାଇଁ ଯାଉଥିବା ବେଳେ ଧରାପଡ଼ିଛନ୍ତି । ରାସ୍ତାରେ ପୋଲିସ ହାବୁଡ଼ରେ ପଡି ଯାଇଥିଲେ । ଭଦ୍ରକ ଟାଉନ…

ବେଆଇନ କାଠ ଚୋରା ଚାଲାଣ

ସଇଁତଳା: ଜଙ୍ଗଲରୁ ବେଆଇନ କାଠ ଚୋରା ଚାଲାଣ ବେଳେ ଧରାପଡ଼ିଲା ଗାଡି । ଅଭିଯୁକ୍ତ ଫେରାର । କିଛି ଦିନ ହେଲା ବଲାଙ୍ଗିରରେ ଚୋରା କାଠ ଚାଲାଣ ହେଉଥିଲା । ଜଙ୍ଗଲରୁ ବେଆଇନ୍ କାଠ ଚାଲାଣ ବେଳେ ସଇଁତଳା ବନ ବିଭାଗ ହାତରେ ଧରା ପଡିଛନ୍ତି ଅଭିଯୁକ୍ତ। ସଇଁତଲା ରେଞ୍ଜ ସ୍ଥିତ କରମତଳା ସେକସନ ଅଞ୍ଚଳରେ…

ଟିଟୋର ଦୁଇ ସହଯୋଗୀ ଗିରଫ

କେନ୍ଦ୍ରାପଡା: ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ଗିରଫ । ଦୁଇଜଣକୁ ଉଠାଇନେଲା ଏସଟିଏଫ । ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ତାର ସମ୍ପର୍କୀୟ ଦାଦା ପୁଅ ଭାଇ ବୋଲି ଜଣାପଡିଛି । ଏମାନେ ୨୦୧୮ରେ ୩୬ ଗୁଣ୍ଠ ଜମି ଜବରଦଖଲ କରିଥିବା ଘଟଣା ନେଇ ଚର୍ଚ୍ଚାକୁ ଆସିଥିଲେ । ତା ସହିତ…

ରାଜ୍ୟରେ ନେପାଳି ମାନଙ୍କୁ ଟିକା

ଭୁବନେଶ୍ୱର: ଓଡ଼ିଶ।ରେ ନେପାଳି ମାନେ ନେବେ ଟିକା । ଏନେଇ ସମସ୍ତ ଜିଲ୍ଲାପାଳ ମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଚାଲୁ ରହିଛି । ତେବେ ବାହାରୁ ଆସି ଓଡ଼ିଶାରେ ରହୁଥିବା ନେପାଳି ମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନାହିଁ । ଏନେଇ…

ଏବର୍ଷ ବି ମିଳିବନି ପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ

ପୁରୀ: କରୋନା ଭକ୍ତ ଓ ଭଗବାନଙ୍କ ଭିତରେ ପାଚେରୀ ହୋଇଛି । ଏବର୍ଷ ବ୍ରହ୍ମପୁରର ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅନବସର ଦର୍ଶନ ମିଳିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜିଉଙ୍କ ଅଣସର ବେଳେ ଅଲାରନାଥ ପୀଠରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଭକ୍ତଙ୍କ ସମ୍ଭାବ୍ୟ ଗହଳିକୁ…

ଭ୍ୟାନରୁ ୧କ୍ୱିଣ୍ଟାଲ ୮୦କେଜି ଗଞ୍ଜେଇ ଜବତ

ତରଭା : ପୁଣି ଗଞ୍ଜେଇ ଜବତ । ପିକ୍ ଅପ ଭ୍ୟାନରୁ ଜବତ ହୋଇଛି ଗଞ୍ଜେଇ । ଚଢା ସମୟରେ ୧କ୍ୱିଣ୍ଟାଲ ୮୦କେଜି ଗଞ୍ଜେଇ ଜବତ କରାଯାଇଛି । ସୁବର୍ଣ୍ଣପୁର ତରଭାରେ ଏହି ଗଞ୍ଜେଇ ସବୁ ଚାଲାଣ ହେଉଥିବା ଖବର ପାଇଥିଲା ପୁଲିସ । ଆଉ ଖବର ମିଳିବା ପରେ ଅତର୍କିତ ଚଢାଉ କରି ଏହି ବିପୁଳ ପରିମାଣର ରଗଞ୍ଜେଇ…

ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରାକୁ ନା, ପିଟିସନ୍ ଖାରଜ କଲେ ହାଇକୋର୍ଟ

କଟକ: ରାଜ୍ୟରେ କେବଳ ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇ ପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ନେଇ ଦାୟର ପିଟିସନକୁ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ । ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । କେନ୍ଦ୍ରାପଡ଼ା ବଳଦେବଜୀଉ ପୂଜକଙ୍କ…

ଭାଲୁ ଆକ୍ରମଣରେ ୨ ଗୁରୁତର

କାମାକ୍ଷାନଗର : ଜଙ୍ଗଲକୁ ଛତୁ ଖୋଜିବାକୁ ଯାଇଥିବା ବେଳେ ଭାଲୁ କାମୁଡ଼ାରେ ୨ ଗୁରୁତର । ଢେଙ୍କାନାଳ କାମାକ୍ଷାନଗର ଥାନା ବ୍ରାହ୍ମଣିଆ ଗାଁରେ ଛତୁ ଖୋଜିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନେ ହେଲେ ବ୍ରାହ୍ମଣିଆ ଗାଁର ବ୍ରହ୍ମାନନ୍ଦ ନାୟକ ଓ…

ରାଜ୍ୟରୁ କରୋନା ନେଲା ବରିଷ୍ଠ ଓଏଫଏସ୍ ଅଧିକାରୀଙ୍କ ଜୀବନ

ଭୁବନେଶ୍ୱର: କରୋନା ରାଜ୍ୟରୁ ଆଉ ଜଣେ ବରିଷ୍ଠ ଅଧିକାରୀଙ୍କ ଜୀବନ ନେଇଛି । କରୋନା ଯୁଦ୍ଧରେ ହାରିଗଲେ ଓଏଫଏସ୍ ଅଫିସର ଏସଏମଟି ରହମାନ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର…

କଟକ ଜିଲ୍ଲାର ଏହି ପଞ୍ଚାୟତରୁ ଦିନକରେ ୧୫୦ କରୋନା ପଜିଟିଭ୍

କଟକ: ଗୋଟିଏ ପଞ୍ଚାୟତରେ ଦିନକରୁ ଦେଢ଼ ଶହ ସଂକ୍ରମିତ । ଏକାଥରକେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ଜିଲ୍ଲା ପ୍ରଶାସନର ଚିନ୍ତା ବଢ଼ାଇଛି । କଟକ ଜିଲ୍ଲା ସିଠୋଳା ପଞ୍ଚାୟତରୁ ୧୫୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ସିଠୋଳ ବଜାରକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ପ୍ରଶାସନ । କେବଳ…