Latest Odisha News

BREAKING NEWS

Browsing Category

ଓଡିଶା

Odisha

ରଥଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ସେବା ଉପରେ ରେଳବାଇର ପ୍ରତିବନ୍ଧକ

ଭୁବନେଶ୍ବର : ରଥଯାତ୍ରାରେ ଟ୍ରେନ ଚଳାଚଳ ଉପରେ କଟକଣା ଲଗାଇଲା ରେଳବାଇ । କୋଭିଡ ସଂକ୍ରମଣକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେଇଛଇ ରେଳ ବିଭାଗ । ମହାମାରୀ କରୋନାକୁ ଚେକ୍ ଦେବା ପାଇଁ ରଥ ଯାତ୍ରା ସମୟରେ ପୁରୀକୁ ଟ୍ରେନ୍ ଚଳାଚଳ ଉପରେ ପ୍ରତବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ରେଳବାଇ ।…

କୋଭିଡ ନିୟମ ଉଲ୍ଲଂଘନ; ୨୪ ଘଣ୍ଟାରେ ୨୨ ଲକ୍ଷ ଫାଇନ, ୧୫ ଗିରଫ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ୨୨,୨୦,୪୫୦ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୪୨୪ଟି ଗାଡି ଜବତ କରାଯାଇଛି। ଏନେଇ ଓଡିଶା ପୋଲିସ ଶନିବାର ଟୁଇଟ୍ କରି ସୂଚନା ଦେଇଛି। ଏହାବ୍ୟତୀତ,…

ଓଡ଼ିଆ ଆଇଏଏସ୍ ତଥା DPIIT ସଚିବ ଗୁରୁ ପ୍ରସାଦ ମହାପାତ୍ରଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପରଲୋକରେ ଓଡ଼ିଆ ଆଇଏଏସ୍ ତଥା କେନ୍ଦ୍ର DPIIT ସଚିବ ଡକ୍ଟର ଗୁରୁ ପ୍ରସାଦ ମହାପାତ୍ର । ଆଜି ତାଙ୍କର ଦେହାନ୍ତ ହୋଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲ ଓ ଧର୍ମେନ୍ଦ୍ର ପ୍ରଧାନ । ପୀୟୁଷ ଗୋଏଲ କହିଛନ୍ତି, ଗୁରୁପ୍ରସାଦ ମହାପାତ୍ରଙ୍କ…

ଓଡ଼ିଶା ଆସୁଛି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଛି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର । କିଛି ସମୟ ପୂର୍ବରୁ ମର ଶରୀର ବାଲେଶ୍ୱରରେ ପହଞ୍ଚିଥିଲା । ସେଠାରେ ତାଙ୍କୁ ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଅପରାହ୍ଣରେ ମୃତଦେହ କଟକରେ ପହଞ୍ଚିବ ।…

ରାଜ୍ୟର ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ଚାରିଟି ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଥିବା ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ଆସନ୍ତା ତିନି ଘଣ୍ଟା ମଧ୍ୟରେ ଅନୁଗୁଳ, ଯାଜପୁର, ଢେଙ୍କାନାଳ ଏବଂ କେନ୍ଦୁଝର ଆଦି…

ରାଜ୍ୟରୁ କରୋନା ନେଲା ୪୨ ଜୀବନ, ଦୁଇ ଦିନ ପରେ ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ଦୁଇ ଦିନ କମିବା ପରେ ରାଜ୍ୟରେ ପୁଣି ବଢ଼ିଲା କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଆଉ ୪୨ ସଂକ୍ରମିତଙ୍କ ଜୀବନ ଯାଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ…

୨୪ ଘଣ୍ଟାରେ ରାଜ୍ୟରୁ ୩୪୨୭ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଦୈନିକ କେସ୍ ହ୍ରାସ ପାଉଛି । ଖସୁଛି ପଜିଟିଭିଟି । ସୁସ୍ଥ ହେଉଛନ୍ତି ଅଧିକ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୩ହଜାର ୪୨୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୧୯ଶହ ୫୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୪ଶହ ୭୩ ।…

ଆଉ ନାହାନ୍ତି ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଆଇପିଏସ୍ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଡକ୍ଟର ଦେବାଶିଷ ପାଣିଗ୍ରାହୀ । କରୋନାରେ ଆକ୍ରାନ୍ତ ହୋଇ କୋଲକାତାରେ ତାଙ୍କ ଇକମୋ ଚିକିତ୍ସା ଚାଲିଥିବା ବେଳେ ରାତି ୧୦ ଟା ୧୫ ସମୟରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା । ଗତ ୮…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ; ବାପୁଜୀ ନଗର ମାର୍କେଟ ସିଲ୍

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ପକ୍ଷରୁ ଶୁକ୍ରବାର ଦିନ ବାପୁଜୀ ନଗର ବଜାର ଅଞ୍ଚଳକୁ ୨୫ ଜୁନ୍ ଯାଏଁ ବନ୍ଦ କରାଯାଇଛି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନର ସୂଚନା ଅନୁଯାୟୀ, ବାପୁଜୀ ନଗରରେ ଥିବା ଦୋକାନଗୁଡ଼ିକ…

ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟି ଅଧ୍ୟକ୍ଷ

ଭୁବନେଶ୍ବର : ବଦଳିଲେ ଓଡ଼ିଶା ହକି ଆଡହକ କମିଟି ଅଧ୍ୟକ୍ଷ । ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟି ଅଧ୍ୟକ୍ଷ । କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଭୋଳାନାଥ ସିଂହ, ରାଜେନ୍ଦ୍ର ପାଣି, ଆର.କେ. ଶ୍ରୀବାସ୍ତବ, ଅଧିପ ଦାସ । ଝାଡ଼ଖଣ୍ଡର ଭୋଳାନାଥ ସିଂହଙ୍କୁ ଅଧ୍ୟକ୍ଷ ପଦରୁ ହଟାଇ ଦିଲୀପ…