Latest Odisha News

BREAKING NEWS

Browsing Category

ଓଡିଶା

Odisha

କିନ୍ନରଙ୍କୁ ସହାୟତାର ହାତ ବଢାଇଲେ ମୀରା ପରିଡା

ଭଦ୍ରକ: କରୋନା ମହାମାରୀ ଭଳି ସ୍ଥିତିରେ କିନ୍ନରଙ୍କ ସୁଃଖଦୁଃଖ ବୁଝିବାକୁ ଭଦ୍ରକରେ ପହଂଚିଥିଲେ ଓଡିଶା କିନ୍ନର ସଂଘର ସଭାପତି ମୀରା ପରିଡା । ରେଳବାଇ ମେଡିକାଲରେ ପହଂଚିବା ପରେ ମୀରାଙ୍କୁ ଫୁଲତୋଡା ଦେଇ କିନ୍ନରମାନେ ସ୍ୱାଗତ କରିଥିଲେ । ଭଦ୍ରକରେ ଥିବା ସମୟରେ ମୀରା ନିଜ ସଙ୍ଗଠନର…

ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ନେଇ ସରକାରଙ୍କୁ ବିଜେପିର ଟାର୍ଗେଟ୍, ଜବାବ ରଖିଲା ବିଜେଡି

ଭୁବନେଶ୍ବର : ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭମିକୁ ୮୫୦୦ କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିପୁଳ ଅର୍ଥ ଅତୀତର ନା ବର୍ତ୍ତମାନର ନା ଭବିଷ୍ୟତରେ ଖର୍ଚ୍ଚ ହେବ । ଏହାର ସଂପୂର୍ଣ୍ଣ ତଥ୍ୟ ରାଜ୍ୟବାସୀଙ୍କ ସମ୍ମୁଖରେ ଉପସ୍ଥାପିତ କରନ୍ତୁ ସରକାର । ଏଭଳି କହି…

ପୁରୀରେ ବିମାନ ବନ୍ଦର ନେଇ ସର୍ଭେ

ପୁରୀ: ଏୟାର ପୋର୍ଟ ଅଥରିଟି ଅଫ ଇଣ୍ତିଆର ବୈଷୟିକ ଟିମ । ପୁରୀରେ ବିମାନବନ୍ଦର ନେଇ ଟିମର ସର୍ଭେ ଆରମ୍ଭ କରିଛନ୍ତି । ଦିଲ୍ଲୀର ୪ ଜଣ ଓ ଭୁବନେଶ୍ବରର୨ ଜଣ ବିମାନ ବନ୍ଦର ବିଶେଷଜ୍ଞ ପହଞ୍ଚି ସର୍ଭେ କରିଛନ୍ତି । ପୁରୀ ସଦର ସିପସରୁବାଲି ମୌଜାର ଗିରଳ ଓ ସିପସରୁବାଲି ଅଞ୍ଚଳ ଜାଗା ବୁଲି…

‘କୁଣ୍ଡଳୀ’ ଓ ‘ସନ୍ଧାନ’ ନାମରେ ଦୁଇଟି ଆପର ଶୁଭାରମ୍ଭ କଲା କମିସନରେଟ ପୋଲିସ

ଭୁବନେଶ୍ବର : ଅପରାଧୀଙ୍କ ରେକର୍ଡ ରଖିବାକୁ କମିସନରେଟ ପୋଲିସର ନୂଆ ପଦକ୍ଷେପ । ଲଞ୍ଚ କରିଛି ଦୁଇଟି ଆପ୍ । ‘କୁଣ୍ଡଳୀ’ ଓ ‘ସନ୍ଧାନ’ ନାଁରେ ଦୁଇଟି ଆପର ଶୁଭାରମ୍ଭ କରିଛନ୍ତି ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଭୁବନେଶ୍ବର ଡିସିପି ଅଫିସରେ ଏହି ଆପର ଅପରେଟ୍ ହେବ । ଏନେଇ ସୂଚନା…

ଆଇଏଫଏସ ଅଭୟ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍

ଭୁବନେଶ୍ବର : ଜେଲରୁ ବାହାରିବେ ଆଇଏଫଏସ ଅଭୟ ପାଠକ । ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ବୈଦ୍ୟନାଥପୁର ଥାନା ମାମଲାରେ ଅଭୟ ପାଠକଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଜାମିନ ପ୍ରଦାନ କରାଯାଇଛି । ମୋଟି ୩ଟି ମାମଲାରୁ…

ବେଆଇନ ମଦ ବିକ୍ରିକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବିରୋଧ

ସୋନପୁର: କେଉଁ ଏକ ନିର୍ଦ୍ଧିଷ୍ଟ ଜିଲ୍ଲାରେ ନୁହେଁ ସାରା ରାଜ୍ୟରେ ଚାଲିଛି ବେଆଇନ ମଦ ବିକ୍ରି । ତେବେ ସୋନପୁର ଜିଲ୍ଲାରେ ଏ ନେଇ ଉଠିଛି ବିରୋଧର ସ୍ୱର । ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ । ବିନିକା ଏନ୍‌ଏସି ୧୨ ନମ୍ବର ୱାର୍ଡ ନୂଆଁପଲ୍ଲୀ ଗାଁରେ…

ପାଇଲଟ୍ ପ୍ରୋଜେକ୍ଟ

ଭୁବନେଶ୍ୱର : ୟଙ୍ଗ ପଲିଟିକାଲ ଲିଡର୍ ଲେଫ୍ଟନାଣ୍ଟ ସଚିନ୍ ରାଜେଶ ପାଇଲଟ୍ । ରାଜସ୍ଥାନ ପ୍ରଦେଶ କମିଟିର ପୂର୍ବତନ ସଭାପତି ସଚିନ୍ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରିବାକୁ ୬ ଅନୁଗତ ପାଇଁ ମନ୍ତ୍ରୀ ପଦବୀ ଦାବି କରି ବସିଛନ୍ତି । ନିଜ ଜିଦ୍ ସହ ରାଜସ୍ଥାନ ରାଜନୀତିରେ ନିଜର ଦବଦବା ନେଇ ପ୍ରୟାସ…

ଜୁନରେ ରାଜ୍ୟରେ ସ୍ୱାଭାବିକଠାରୁ ୨୭% ଅଧିକ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜୁନରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଜୁନ୍ ୧ ତାରିଖରୁ ଆଜି ଭିତରେ ଓଡ଼ିଶାରୋ ମୋଟ୍ ୧୧୮.୪ ମିଲିମିଟର ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ୯୩.୨ ମିଲିମିଟରଠାରୁ ୨୭ ପ୍ରତିଶତ ଅଧିକ । ଅର୍ଥାତ ରାଜ୍ୟରେ ଗତ ୧୭ ଦିନ ଭିତରେ ସ୍ୱାଭାବିକଠାରୁ ୨୭ ପ୍ରତିଶତ…

ମାଷ୍ଟରକ୍ୟାଣ୍ଟିନରେ ଥିବା ଘୋଡ଼ା ପ୍ରତିମୂର୍ତ୍ତି ରାଜଭବନକୁ ଉଠିଯିବ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡାର ମୂର୍ତ୍ତି ସ୍ଥାନାନ୍ତର ହେବ । ରାଜଭବନ ଛକକୁ ଏହାକୁ ସ୍ଥାନାନ୍ତର କରାଯିବ । ସ୍ମାର୍ଟ ସିଟି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଘୋଡ଼ାକୁ ସ୍ଥାନାନ୍ତର କରାଯିବ । ଛଅ ମାସ ତଳେ…

ପ୍ରକୃତି କୋଳକୁ ଫେରିଲେ ନାଗ ସାପ ଛୁଆ

ଭୁବନେଶ୍ୱର : ପ୍ରକୃତି କୋଳକୁ ଫେରିଲେ ନାଗ ଛୁଆ । ୨୦ଟି ଅଣ୍ଡାର ଛୁଆ ବାହାରିଛନ୍ତି । ୨୧ଟି ଅଣ୍ଡାରୁ କୃତ୍ରିମ ଉପାୟରେ ସାପ ଛୁଆ ବାହାର କରାଯାଇଛି । ୨୩ରରୁ ୨୬ ଦିନରେ ଦୁଇଟି ପର୍ଯ୍ୟାୟରେ ଏହି ଅଣ୍ଡା ସବୁ ବାହାରିଛନ୍ତି । ଜୁନ୍ ମାସରେ ସମସ୍ତ ଅଣ୍ଡାରୁ ଛୁଆ ବାହାରିଥିଲା । ତେବେ କୌଣସି…