Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ

ଭୁବନେଶ୍ବର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌ପି ଓ ଡିସିପି ମାନଙ୍କ…

Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ବରର ୟୁନିଟ୍-୩ ସ୍ଥିତ ଇଡ୍‌‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ବୁଲି ଦେଖିବା ସହିତ ଏହି ପ୍ରଦର୍ଶନୀକୁ ଆଉ ଦୁଇ ଦିନ ବଢାଇବା ପାଇଁ ଘୋଷଣା କରିଛନ୍ତି। ସୂଚନାଥାଉକି, ଆଜି ସମାପ୍ତ ହେବାକୁ…

ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ

ଭୁବନେଶ୍ୱର: ଜନସଂଖ୍ୟା ଓ କ୍ଷେତ୍ରଫଳରେ ଓଡିଶା ଓ ଆନ୍ଧ୍ର ପ୍ରାୟ ସମାନ। ଓଡିଶାର ଜନସଂଖ୍ୟା ୪୬.୪୫ ନିୟୁତ ଏବଂ ଆନ୍ଧ୍ରର ୫୩.୨୬ ନିୟୁତ । ସେହିପରି କ୍ଷେତ୍ରଫଳରେ ଦୁଇ ପଡୋଶୀ ରାଜ୍ୟ ଓଡିଶା ଓ ଆନ୍ଧ୍ର ଯଥାକ୍ରମେ ୧.୫୬ ଲକ୍ଷ ବର୍ଗ କିଲାମିଟର ଓ ୧.୬୩ ଲକ୍ଷ ବର୍ଗ କିଲାମିଟର । କିନ୍ତୁ…

ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ

ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି ଦାଦାନ ଶ୍ରମିକଙ୍କ ସଂଖ୍ୟା। ରାଜ୍ୟ ବାହାରଙ୍କୁ ଯାଇ କାମ କରୁଥିବା ଓଡ଼ିଆଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗୋଟିଏ ବର୍ଷରେ ଏହି ସଂଖ୍ୟା ୨୨ ହଜାର ପର୍ଯ୍ୟନ୍ତ ବଢ଼ିଛି। ଭୋଗରାଇ ବିଜେଡ଼ି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ…

Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା

ପୁରୀ: ପୋଲିସର ନିର୍ଯାତନା ଅସହ୍ୟ ହେଲା। ଶେଷରେ ନିଜ ଜୀବନ ହାରିଲେ ଯୁବକ। ଏଭଳି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ନିମାପଡାରୁ। ପୋଲିସର ନିର୍ଯାତନା ସହି ନପାରି ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଅନ୍ୟପଟେ ନ୍ୟାୟ ଦାବିରେ ଗ୍ରାମବାସୀ ଥାନା ଆଗରେ ଧାରଣା ଦେଇଛନ୍ତି।।…

ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା

ଭୁବନେଶ୍ୱର: ଏବର୍ଷ ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା । ରାଜ୍ୟରେ ବର୍ତ୍ତମାନ ୨୧୯୩ ଟି କୁମ୍ଭୀର ରହିଛନ୍ତି ଯାହାକି ଗତବର୍ଷ ତୁଳନାରେ ୪.୫୪ ପ୍ରତିଶତ ବୃଦ୍ଧି ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି…

ବିପୁଳ ପରିମାଣର ଗଞ୍ଜେଇ ସହ ନଗଦ ୪ ଲକ୍ଷ ଟଙ୍କା ଜବତ, ଦୁଇ ଗିରଫ

ବାଲେଶ୍ୱର: ରାଜ୍ୟରେ ଏବେ ବି ଥମିନି ଗଞ୍ଜେଇ ଚାଲାଣ। ବାଲେଶ୍ୱର ଜିଲ୍ଲାରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରାପଡିଛନ୍ତି ୨ ବେପାରୀ। ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି…

New Amrit Bharat Train In Odisha: ଓଡିଶା ପାଇଁ ରେଳ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଧନ୍ୟବାଦ୍ ଜଣାଇଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ଵର: ଓଡ଼ିଶା ପାଇଁ ବଡ଼ ଖୁସି ଖବର ଆସିଛି। ରେଳ ସଂଯୋଗୀକରଣ ନେଇ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର। ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍। ଓଡିଶାରେ ରେଳ…

Naveen Patnaik on Middle East Situations: ‘ଓଡ଼ିଆଙ୍କୁ ଫେରେଇ ଆଣନ୍ତୁ…’, ମଧ୍ୟପ୍ରାଚ୍ୟ…

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ମୋହନ ସରକାରଙ୍କୁ ଅନୁରୋଧ କଲେ ନବୀନ। କହିଲେ ଓଡ଼ିଆଙ୍କୁ ଫେରେଇ ଆଣ। ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଥିବ ବେଳେ ଏହା ଅଧିକ ତୀବ୍ର ହେବାରେ ଲାଗିଛି। ଯାହାର ପ୍ରଭାବ ସାରା ବିଶ୍ୱରେ ଦେଖିବାକୁ ମିଳିଥିବା ବେଳେ, ଅଧିକ…

+୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ, ଗୋଟିଏ ବିଷୟରେ ଉନ୍ନତି ପାଇଁ ପରୀକ୍ଷା ସୁଯୋଗ

ଭୁବନେଶ୍ୱର: +୨ ପିଲାଙ୍କ ଇମ୍ପ୍ର‌ୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ। ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ପରୀକ୍ଷାର୍ଥୀଙ୍କୁ ମାର୍କରେ ଉନ୍ନତି ପାଇଁ ଗୋଟିଏ ବିଷୟରେ ପରୀକ୍ଷା ଦେବାକୁ ସୁଯୋଗ ମିଳିବ। ପରୀକ୍ଷା ଫଳାଫଳର ୬୦ ଦିନ ଭିତରେ ଇମ୍ପ୍ରୁଭ୍‌ମେଣ୍ଟ ତଥା ଉନ୍ନତି ପରୀକ୍ଷା ଦେବେ ଓ ରେଜଲ୍ଟ ମଧ୍ୟ…