Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ଚଡକରେ ଫିକା ପଡିଲା ରଜ…

ଭଦ୍ରକ: ଓଡିଆ ଘରେ ସବୁଠୁ ବଡ ପର୍ବ ରଜ । ହେଲେ ପର୍ବପର୍ବାଣୀରେ ସତେ ଯେମିତି ପୂର୍ଣ୍ଣଛେଦ ପକାଇଛି କରୋନା ମହାମାରୀ । ସହର କଥା ଛାଡନ୍ତୁ ଗାଁ ଗହଳିରେ ବି ସରକାରୀ କଟକଣା ଓ କରୋନା ମହାମାରୀ ପାଇଁ ସମସ୍ତେ ରଜ ମଉଜକୁ ଆଡେଇ ଚାହିଁଥିଲେ । ଫିକା ପଡିଛି ରଜ ମଉଜ । ଫାଙ୍କା ପଡିଛି ଗାଁ…

କରୋନା କଟକଣାରେ ରଜ ପର୍ବ ପାଳିତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ଚଳିତ ଥର ରଜ ପର୍ବ ପାଳନ ଉପରେ ପ୍ରତିବନ୍ଧକ ଜାରି କରାଯାଇଛି। ଫଳରେ 'ପହିଲି ରଜ'କୁ ଘରେ ରହି ସମସ୍ତେ ପାଳନ‌ କରୁଛନ୍ତି। ସୂଚନା ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ଏକାଠି ରଜ ମହୋତ୍ସବ ପାଳନ ପାଇଁ ମିଳିନି ଅନୁମତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଅନଲାଇନରେ ହେବ ପିଜି ସେମିଷ୍ଟାର ପରୀକ୍ଷା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ଦ୍ୱିତୀୟ ଏବଂ ଅନ୍ତିମ ସେମିଷ୍ଟାର ପରୀକ୍ଷା ଅନଲାଇନ୍ ମୋଡରେ କରିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ। ଏହି ପରୀକ୍ଷା ଜୁଲାଇ ମାସରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ପିଜି କାଉନସିଲର ଚେୟାରମ୍ୟାନ ବସନ୍ତ କୁମାର…

ରାଜ୍ୟରେ ଆଉ ୪୪ କରୋନା ରୋଗୀଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଆଉ ୪୪ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଯାହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୩୩୪୬ ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସୋମବାର ଦିନ ରାଜ୍ୟର ୧୯ଟି ଜିଲ୍ଲାରୁ ଏହି ୪୪ ରୋଗୀଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ସର୍ବାଧିକ ପାଞ୍ଚ ଜଣଙ୍କର ମୃତ୍ୟୁ…

ଓଡ଼ିଶାରେ ଖସୁଛି କରୋନା ମାମଲା: ୨୪ ଘଣ୍ଟାରେ ୪୩୩୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନାର ଦୈନିକ ସଂକ୍ରମଣ ଆସିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ ହଜାର ୩୩୯ ପଜିଟିଭ୍ । ସୂଚନା ଅନୁଯାୟୀ, କ୍ୱାରେଣ୍ଟାଇନରୁ ୨ ହଜାର ୪୭୫ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧ ହଜାର ୮୬୪। ଖୋର୍ଦ୍ଧାରୁ ସର୍ବାଧିକ ୭୦୦ ଆକ୍ରାନ୍ତ ଚିହ୍ନଟ…

ବିଦେଶ ଯିବାକୁ ଥିବା ଶିକ୍ଷାର୍ଥୀଙ୍କୁ ଟିକା ଦେବାକୁ ବିଏମସିର ତାଲିକା

ଭୁବନେଶ୍ବର : କୋଭିଡ ମହାମାରୀ ସମୟରେ ଟିକାକରଣକୁ ବ୍ୟାପକ କରିଛନ୍ତି ସରକାର । ଏଥିରେ ସମସ୍ତ ବର୍ଗଙ୍କୁ ଟିକାକରଣରେ ସାମିଲ କରିବାକୁ ଜାରି ରହିଛି ଅଭିଯାନ । ହେଲେ ବିଦେଶ ଯିବାକୁ ଥିବା ଶିକ୍ଷାର୍ଥୀଙ୍କୁ ଟିକା ଦେବାକୁ ସ୍ବତନ୍ତ୍ର ପ୍ରୟାସ ଜାରି ରଖିଛି ବିଏମସି । ତାଲିକାଭୁକ୍ତ ହୋଇଥିବା…

ବିଷମକଟକରେ ବିପୁଳ ଗଂଜେଇ ଜବତ, ୩ ଗିରଫ

ବିଷମକଟକ: ସମଗ୍ର ରାଜ୍ୟରେ ଲକ୍‌ଡାଉନ୍ ସ୍ଥିତି ଥିବାବେଳେ ବଢିବାରେ ଲାଗିଛି ଗଂଜେଇ ବେପାରୀଙ୍କ ସାହାସ । ଶୂନ୍‌ଶାନ୍ ଇଲାକାର ଫାଇଦା ଉଠାଇ ଅବାଧରେ ଚାଲିଛି ଗଂଜେଇ ଚାଲାଣ । ହେଲେ ଗତକାଲି ରାୟଗଡା ଜିଲ୍ଲାରେ ଏକ ବଡ ଧରଣର ଗଂଜେଇ ଚାଲାଣକୁ ରୋକିବାରେ ସଫଳ ହୋଇଛି ବିଷମକଟକ ପୋଲିସ । ଗତ…

ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ଅଛି: ଇପିକଲ୍ ଏମଡି

ଭୁବନେଶ୍ୱର: ଗୁରୁତର ଅସୁସ୍ଥ ରୋଗୀଙ୍କ ଜରୁରୀକାଳୀନ ବ୍ୟବହାର ପାଇଁ ଓଡିଶାରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ରହିଛି। ରବିବାର ଗଣମାଧ୍ୟମକୁ ସୂଚନା ଦେଇ ଇଣ୍ଡଷ୍ଟ୍ରିଆଲ୍ ପ୍ରୋମୋସନ୍ ଆଣ୍ଡ ଇନଭେଷ୍ଟମେଣ୍ଟ୍ କର୍ପୋରେସନ୍ ଅଫ୍ ଓଡିଶା (ଇପିକଲ୍)ର ପରିଚାଳନା ନିର୍ଦ୍ଦେଶକ ନିତିନ…

ଓଏସଏମସିଏଲକୁ ୧୦୦ ଅକ୍ସିଜେନ କନସେଣ୍ଟ୍ରେଟର ଦେଲା MGM ଗ୍ରୀନ୍ ଏନର୍ଜି

ଭୁବନେଶ୍ୱର: MGM ଗ୍ରୀନ୍ ଏନର୍ଜି ଲିମିଟେଡ୍ ନିଜର ଜନ ସ୍ବାର୍ଥ ଅଭିଯାନ ଅଧିନରେ ଓଡିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେସନ୍ ଲିମିଟେଡ୍ (ଓଏସଏମସିଏଲ) କୁ ୧୦୦ଟି ଅକ୍ସିଜେନ କନସେଣ୍ଟ୍ରେଟର ପ୍ରଦାନ କରିଛି। ଏହି ଅବସରରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର ଏବଂ MD OSMCL ୟାମିନୀ…

ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୨୬ କୋଟି ଟିକା ଦେଇଛି କେନ୍ଦ୍ର

ନୂଆଦିଲ୍ଲୀ : କରୋନା ମହାମାରୀ ବିରୋଧରେ ସାରା ଦେଶରେ ଜାରି ରହିଛି ଟିକାକରଣ ଅଭିଯାନ । ସଂକ୍ରମଣକୁ ରୋକିବାକୁ ଦିଆଯାଉଛି ଟିକା । ତେବେ ମହାମାରୀର ମହାସଙ୍କଟ ଭିତରେ ଦେଶର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୨୬ କୋଟି ଟିକା ଦିଆଯାଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…