Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟିକାକରଣ ଅଭିଯାନରେ ଡ୍ରୋନ୍

ଭୁବନେଶ୍ୱର: ଦେଶରେ ଅପହଞ୍ଚ ଇଲାକାରେ ପହଂଚିବ ଡ୍ରୋନ୍ । କରୋନାକୁ ନିୟନ୍ତ୍ରଣ କରିବାକୁ ଆରମ୍ଭ ହୋଇଥିବା ଅଭିଯାନରେ ସାମିଲ ହେବ ଡ୍ରୋନ୍ । ଏବେ ଏହି ଟିକା କରଣ ଅଭିଯାନକୁ ଦୂର ଦୂରାନ୍ତରେ ପହଂଚାଇବାକୁ ପ୍ରୟାସ  । ଦେଶର ଅପହଞ୍ଚ ଅଞ୍ଚଳରେ ଡ୍ରୋନ ସାହାଯ୍ୟରେ ଟିକା ପହଞ୍ଚାଇବେ ସରକାର ।…

ରାଜ୍ୟର ୨୧ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ୨୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ରବିବାର ଦିନ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତନ୍ମଧ୍ୟରେ କଟକ, ନବରଙ୍ଗପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର,…

ରଜ ପର୍ବ ଲାଗି ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍‌’; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି। ସୂଚନା ଅନୁଯାୟୀ, ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ…

ଚଳିତ ମାସ ଶେଷ ସୁଦ୍ଧା ମାଟ୍ରିକ ରେଜଲ୍ଟ !

ଭୁବନେଶ୍ୱର: ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ମୂଲ୍ୟାୟନ କାର୍ଯ୍ୟ ଜୋରସୋରରେ ଚାଲିଛି । ଠିକ୍ ସମୟରେ ରେଜଲ୍ଟ ପ୍ରକାଶ ନେଇ ପ୍ରୟାସ କରାଯାଉଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର…

ଉଦ୍ଧାର ଟଙ୍କା ଶୁଝି ନପାରି ଅଢ଼େଇ ବର୍ଷ ଶିଶୁ କନ୍ୟାକୁ ବାପା ବିକି ଦେଇଥିବା ଅଭିଯୋଗ

ଯାଜପୁର: ଉଦ୍ଧାର ଆଣିଥିବା ଟଙ୍କା ଶୁଝି ପାରିଲା ନାହିଁ ବାପା । ଶେଷରେ ନିଜର ଅଢ଼େଇ ବର୍ଷର ଶିଶୁ କନ୍ୟାକୁ ବିକ୍ରି କରି ଦେଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ସାମନାକୁ ଆସିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଅଞ୍ଚଳରୁ । ଜେଜେବାପାଙ୍କ ଅଭିଯୋଗ ପରେ ଶିଶୁ କନ୍ୟାକୁ ଉଦ୍ଧାର କରିଛି…

ଫସର ଫାଟିଲା ଡକାୟତି: ୪ ଜଣଙ୍କୁ ବାନ୍ଧିଲା ପୋଲିସ, ୨ ଚମ୍ପଟ

ପୁରୀ: ଡକାୟତି ଯୋଜନା ଫେଲ୍ ମାରିଲା । ପୁରୀରେ ଡକାୟତି ଯୋଜନା କରୁଥିବା ବେଳେ ଚଢ଼ାଉ କଲା ପୋଲିସ । ୪ ଜମଙ୍କୁ ଗିରଫ କରିଛି ବଳିଆପଣ୍ଡା ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ସୁବାସ ଚନ୍ଦ୍ର ମହାନ୍ତି ଓରଫ ଗିଲଟି କାଳୁ, ଜୀବନ ବାରିକ, ସୌମ୍ୟରଞ୍ଜନ ମଲ୍ଲିକ ଓ କାତି ଓରଫ ବରେନ୍ଦ୍ର…

ସର୍ଚ୍ଚ ଅପରେସନ୍ ବେଳେ ଜଙ୍ଗଲରୁ ଟିଫିନ୍ ବୋମା ଜବତ କଲେ ଯବାନ

ମାଲକାନଗିରି: ସର୍ଚ୍ଚ ଅପରେସନ୍ ବେଳେ ଜଙ୍ଗଲରୁ ମିଳିଲା ୩ଟି ଟିଫିନ୍ ବୋମା । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ମାଣ୍ଡାପାଲି ଅଞ୍ଚଳରୁ ଜବତ କରିଛନ୍ତି ଯବାନ । ବିଏସପି ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ଟି ଟିଫିନ୍ ବୋମା ଜବତ ହୋଇଛି । ଏସବୁ ବିସ୍ଫୋରଣ ପାଇଁ ମାଓବାଦୀ…

ଓଡ଼ିଶାରୁ କରୋନା ନେଲା ଆଉ ୪୫ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ନିମ୍ନଗାମୀ ହେଉଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ । ୪୦ରୁ ଖସିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରୁ କରୋନା ନେଇଛି ଆଉ ୪୫ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୧୯ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାରୁ…

ଆଜି ଓଡ଼ିଶାରେ ୪୪୬୯ କରୋନା ପଜିଟିଭ୍, ୧୬ ଜିଲ୍ଲାରେ ଶହେରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଲଗାତାର ଦ୍ୱିତୀୟ ଦିନରେ ଦୈନିକ ସଂକ୍ରମଣ ପାଞ୍ଚ ହଜାର ତଳେ ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪ହଜର ୪୬୯ ପଜିଟିଭି । ଏଥିରେ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ୨ହଜାର ୫୪୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୯ଶହ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ଆଜି ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ସକ୍ରିୟ ହୋଇଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଆଜି ସାରା ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…